Home

ଟ୍ରେନ୍‌ରେ ‘ହାଉସଫୁଲ-୪’ ପ୍ରମୋଶନ

ଭୁବନେଶ୍ୱର, ୧୭।୧୦(ବ୍ୟୁରେ।): ଭାରତୀୟ ରେଳପଥ ପକ୍ଷରୁ ଆରମ୍ଭ ହେଲା ଚଳଚ୍ଚିତ୍ର ପ୍ରୋତ୍ସାହନ କାର୍ଯ୍ୟକ୍ରମ। ଆସନ୍ତା ୨୫ ଡିସେମ୍ବରରେ ଆସିବାକୁ ଥିବା ବଲିଉଡ଼ ଚଳଚ୍ଚିତ୍ର ‘ହାଉସଫୁଲ-୪’ର ପ୍ରମୋଶନ ପାଇଁ…

7 years ago

ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଦେହାନ୍ତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଜିବିଆର୍‌ ଦୋରାଙ୍କ ଗତ ୧୨ ତାରିଖରେ ନିଧନ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ…

7 years ago

ସରିଲା ଚୌଦ୍ୱାର ରୂପଯାତ୍ରା, ଭସାଣି

ଚୌଦ୍ୱାର,୧୭।୧୦(ଡି.ଏନ୍‌.ଏ.): ଚୌଦ୍ୱାର ରୂପଯାତ୍ରା ଓ ଭସାଣି ଉତ୍ସବ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମେଲଣ ପଡ଼ିଆରେ ମଙ୍ଗଳବାର ରାତିରେ ମେଲଣ କରିଥିବା ୪୦ଟି ମେଢ଼ ବୁଧବାର…

7 years ago

ଫେବୃୟାରୀ ଯାଏ ଗ୍ରେ ଲିଷ୍ଟରେ ରହିବ ପାକ୍‌

ଇସ୍‌ଲାମାବାଦ, ୧୭ା୧୦(ପି.ଟି.): ଆତଙ୍କବାଦକୁ ନେଇ ପାକିସ୍ତାନ ଏକଘରକିଆ ହୋଇପଡ଼ିଥିବାବେଳେ ଏହାକୁ ପୁଣି ଏକ ଝଟକା ଲାଗିଛି। ପାକିସ୍ତାନକୁ ଆସନ୍ତା ୨୦୨୦ ଫେବୃୟାରୀ ମାସ ପର୍ଯ୍ୟନ୍ତ ଗ୍ରେ ଲିଷ୍ଟରେ…

7 years ago

ଲିଙ୍ଗରାଜ ମନ୍ଦିର ପାର୍ଶ୍ୱ ସର୍ଭେ ୩ଦିନ ବଢ଼ିଲା

ପୁରୁଣା ଭୁବନେଶ୍ୱର/ ଭୁବନେଶ୍ୱର ୧୭।୧୦(ବ୍ୟୁରୋ): ରାଜ୍ୟର ଅନ୍ୟତମ ଐତିହ୍ୟ ତଥା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହେବ। ଏଥିପାଇଁ ମଙ୍ଗଳବାରଠାରୁ ଦୁଇଦିନିଆ…

7 years ago

୧୦ ବର୍ଷୀୟା ଆଦିବାସୀଙ୍କୁ ୫୦ ହଜାରରେ ବିକ୍ରି

ଅହମଦାବାଦ,୧୭ା୧୦: ଗୁଜରାଟର ବନାସକାନ୍ଥାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ବିବାହ ପାଇଁ ତାଙ୍କ ୧୦ ବର୍ଷୀୟା ଝିଅଙ୍କୁ ୫୦ ହଜାର ଟଙ୍କାରେ ବିକ୍ରି…

7 years ago

ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୭ା୧୦: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍‌ସିଏଚ୍‌) ୱାର୍ଡ ନିର୍ମାଣ…

7 years ago

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା

ଆଲିଗଡ଼, ୧୭ା୧୦(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ ଜିଲାରେ ଜଣେ ସ୍ଥାନୀୟ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଜମି ବିବାଦକୁ ନେଇ ଏଭଳି ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି। ତାଙ୍କ…

7 years ago

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀଙ୍କ ସନ୍ଦେହଜନକ ମୃତ୍ୟୁ

ଧର୍ମଶାଳା,୧୭।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଗ୍ରାମସେବିକା ତଥା ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ବୁଧବାର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସ୍ଥାନୀୟ ସରପଞ୍ଚଙ୍କ…

7 years ago

ବିରୋଧୀଙ୍କୁ ମୋଦି କହିଲେ ବୁଡ଼ି ମର

ମୁମ୍ବାଇ,୧୭ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମହାରାଷ୍ଟ୍ର ନିର୍ବାଚନ ପ୍ରଚାରରେ ଯାଇ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ କରୁଥିବା ବିପକ୍ଷ ନେତାମାନଙ୍କ ଉପରେ କଟୁ ମନ୍ତବ୍ୟ ଦେଇଛନ୍ତି।…

7 years ago