Home

ଲତାଙ୍କ ଆଶୁ ଆରୋଗ୍ୟ କାମନା କଲେ ଡ୍ରିମଗର୍ଲ

ମୁମ୍ବାଇ,୧୨।୧୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକର ଏବେ ଅସୁସ୍ଥ ହୋଇ ପଡିଛନ୍ତି। ରବିବାର ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇର ବିଚ୍‌ କ୍ୟାଣ୍ଡି ହସ୍ପିଟାଲରେ…

7 years ago

କାର୍ତ୍ତିକ ପୂର୍ଣ୍ଣିମା: କାଞ୍ଚି ଅଭିଯାନ ବେଶରେ ଦର୍ଶନଦେଲେ ଶ୍ରୀରଘୁନାଥ ଜୀଉ

ଓଡ଼ଗାଁ, ୧୨।୧୧(ସ୍ବ. ପ୍ର.): ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଓଡ଼ଗାଁ ଶ୍ରୀରଘୁନାଥ ଜୀଉଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ଓଡ଼ଗାଁରେ ବିଜେ ଶ୍ରୀରଘୁନାଥ…

7 years ago

ବ୍ରିକ୍ସ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ବ୍ରାଜିଲ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୧୧: ବ୍ରାଜିଲ୍‌ରେ ହେବାକୁ ଥିବା ୧୧ତମ ବ୍ରିକ୍ସ୍‌ ଶିଖର ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୧୩ ଓ ୧୪ ଦୁଇ ଦିନ ଧରି ଆୟୋଜନ…

7 years ago

ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସଞ୍ଜୟ ରାଉତ କରୁଛନ୍ତି କାମ: ଫଟୋ ଭାଇରାଲ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କ ଏକ ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ସଞ୍ଜୟ…

7 years ago

ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: କେନ୍ଦ୍ରମନ୍ତ୍ରୀ ପଦରୁ ସୋମବାର ଇସ୍ତଫା ଦେଇଥିବା ଶିବସେନା ଏମ୍‌ପି ଅରବିନ୍ଦ ସାଓ୍ବନ୍ତଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଗ୍ରହଣ କରି ନେଇଛନ୍ତି। ତାଙ୍କ…

7 years ago

ବୁଲାକୁକୁରଙ୍କୁ ସାହାରା ଦେବା ପାଇଁ ୧୪ ଶହ କିମି ପାଦରେ ଚାଲିଲେ ଏହି ବ୍ୟକ୍ତି

ମେକ୍ସିକୋ,୧୨।୧୧:ସାଧାରଣତଃ ରାସ୍ତାରେ ବୁଲୁଥିବା କୁକୁରଙ୍କୁ କେହି ଧ୍ୟାନ ଦେଇ ନ ଥାନ୍ତି। କେହି ବୁଲାକୁକୁରଙ୍କୁ ଢେଲା ଫୋପାଡିଲାଣି ତ ଆଉ କିଏ ପାଣି। ଏମିତି ଅସହାୟ ଅବସ୍ଥାରେ…

7 years ago

ଶିବସେନା ପାଇଁ ବୁମେରାଂ ସାଜିଲା ୫୦-୫୦ ଫର୍ମୂଲା

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ଭାଜପା ସହିତ ମିଶି ସରକାର ଗଠନ ପାଇଁ ଶିବସେନା ପକ୍ଷରୁ ୫୦-୫୦ ଫର୍ମୂଲା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଏବେ ଏହା ଶିବସେନା ଲାଗି ବୁମେରାଂ…

7 years ago

ଗୁରୁ ନାନକଙ୍କ ବାଣୀ ସମାଜରେ ଶାନ୍ତି ଓ ମୈତ୍ରୀ ଭାବନା ସୃଷ୍ଟି କରୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୨।୧୧: ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗୁରୁ ନାନକଙ୍କ ବାଣୀ ସମାଜରେ ଶାନ୍ତି ଓ ମୈତ୍ରୀ…

7 years ago

ଶିବସେନା ନେତା ହେବେ ମୁଖ୍ୟମନ୍ତ୍ରୀ: କଂଗ୍ରେସ

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ର ରାଜନୀତି ଏବେ ନୂଆ ମୋଡ ନେବାକୁ ଯାଉଛି। ଅର୍ଥାତ୍‌ ରାଷ୍ଟ୍ରପତି ଶାାସନକୁ ନେଇ ଏବେଠାରୁ ଆଲୋଚନା ଆରମ୍ଭ ହେଲାଣି। କିନ୍ତୁ ଇତିମଧ୍ୟରେ ମହାରାଷ୍ଟ୍ରର କଂଗ୍ରେସ…

7 years ago

ଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର, ୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୁରୁଣା ସହର ୨୦ ନମ୍ବର ଜାତୀୟ ରାଜପଥ ବାଇପାସ୍‌ରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅର୍ଥାତ୍‌ ଛୁଟି ଦିନରେ ଗାଡ଼ି ଯାଞ୍ଚ…

7 years ago