Home

ବେଆଇନ ବାଲି ଖାଦାନ ଅଣାୟତ୍ତ: ବାରଣ ସତ୍ତ୍ୱେ ବ୍ୟବହାର ହେଉଛି ମେଶିନ

ଯାଜପୁର ଅଫିସ,୬ା୧- ଯାଜପୁର ଜିଲାରେ ରାଜନୈତିକ ଛତ୍ରଛାୟା ତଳେ ବେଆଇନ ଲଘୁ ଖଣିଜ ସମ୍ପଦ ଲୁଟ ସୀମା ଲଂଘିଛି। ଟାସ୍କଫୋର୍ସ କମିଟି, ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ, ବିଧାନସଭାରେ…

7 years ago

କେନିଆରେ ଆମେରିକା ସେନାଘାଟିକୁ ଟାର୍ଗେଟ

ନାଇରୋବି,୬ା୧(ଏପି): ଆମେରିକା ଓ ଇରାନ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନାର ପ୍ରଭାବ ଏବେ ଅନ୍ୟ ଦେଶଗୁଡ଼ିକରେ ଅନୁଭୂତ ହେଲାଣି। ସୋମାଲିଆର ଚରମପନ୍ଥୀ ସଙ୍ଗଠନ ଅଲ୍‌-ଶବାବ୍‌ ରବିବାର ଭୋର…

7 years ago

ଖାଦାନରୁ କଳାପଥର ଲୁଟ ରୋକିବାରେ ପ୍ରଶାସନ ବିଫଳ: ପାର୍ଶ୍ୱ ରାସ୍ତାରେ ଚାଲିଛି ପରିବହନ

ଯାଜପୁର ଅଫିସ,୬।୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ବିଭିନ୍ନ ଖାଦାନରୁ କଳାପଥର ଲୁଟ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି।…

7 years ago

ମହାନଦୀ ପୋଲ ଉପରେ ଜମୁଛି ଅସାମାଜିକଙ୍କ ଆଡ୍ଡା: ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ସହ ପାଟ୍ରୋଲିଂ ଦାବି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା-ଖୋସାଲପୁର ରାସ୍ତାର ଦେଢ଼ କିଲୋମିଟର ଲମ୍ବ ମହାନଦୀ ପୋଲ ଉପରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ପୋଲ ଦେଇ…

7 years ago

ପରିଚାଳନା କ୍ଷେତ୍ରରେ ଦୃଷ୍ଟି ଦେଉନାହାନ୍ତି ଅଧ୍ୟକ୍ଷ, ଉପାଧ୍ୟକ୍ଷ: ଆର୍‌ଏମ୍‌ସି ଦାୟିତ୍ୱ ତୁଲାଉଛନ୍ତି କିରାଣି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ପରିଚାଳନାଗତ ତ୍ରୁଟି ଯୋଗୁ ନାନା ଅସୁବିଧା ସୃଷ୍ଟି ହେଉଥିବା ଅଭିଯୋଗ…

7 years ago

୬୧ ବର୍ଷରେ ପାଦଦେଲେ କପିଲ୍‌ ଦେବ: ୧୯୮୩ରେ ଭାରତ ପାଇଁ ଆଣିଥିଲେ ପ୍ରଥମ ବିଶ୍ୱକପ୍‌

ନୂଆଦିଲ୍ଲୀ,୬।୧: ଅଲ୍‌ରାଉଣ୍ଡର କ୍ରିକେଟ୍‌ ତାରକା କପିଲ୍‌ ଦେବ୍‌ ସୋମବାର ୬୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ…

7 years ago

ଇରାକ ପାର୍ଲାମେଣ୍ଟରେ ସହମତି: ବିଦା ହେବେ ଆମେରିକା ସୈନ୍ୟ

ବେରୁଟ,୬ା୧(ଏପି): ଇରାକରୁ ଆମେରିକା ସୈନ୍ୟଙ୍କୁ ବିଦା କରାଯିବ। ଦେଶରୁ ଆମେରିକା ସେନାକୁ ବିତାଡ଼ିତ କରିବା ପାଇଁ ରବିବାର ଇରାକ ପାର୍ଲାମେଣ୍ଟରେ ସହମତି ପ୍ରକାଶ ପାଇଛି। ପାର୍ଲାମେଣ୍ଟ ସଦସ୍ୟମାନେ…

7 years ago

ଆମେରିକା ଓ୍ବେବ୍‌ସାଇଟ୍‌ ହ୍ୟାକ୍‌

ଓ୍ବାଶିଂଟନ,୬ା୧, (ପି.ଟି./ଆଇଏଏନ୍‌ଏସ୍‌): ଆମେରିକା ଓ ଇରାନ ପରସ୍ପରକୁ ଟାର୍ଗେଟ କରିବା ପାଇଁ କୌଣସି ସୁଯୋଗକୁ ହାତଛଡ଼ା କରିବାକୁ ଚାହୁଁନାହାନ୍ତି। ଆମେରିକାର ଏକ ସରକାରୀ ଓ୍ବେବ୍‌ସାଇଟ୍‌ ଶନିବାର ହ୍ୟାକ୍‌…

7 years ago

ଜେଏନ୍‌ୟୁରେ ହିଂସା: ୨୫ ଆହତ

ନୂଆଦିଲ୍ଲୀ,୬ା୧(ଆଇଏଏନ୍‌ଏସ୍‌): ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ) ପରିସରରେ ରବିବାର ରାତିରେ କେତେଜଣ ମୁଖାପିନ୍ଧା ଗୁଣ୍ଡା ପ୍ରବେଶ କରି ଛାତ୍ରୀଛାତ୍ର ଓ ଶିକ୍ଷକମାନଙ୍କୁ କାଠଫାଳିଆ ଓ ଲୁହାରଡ୍‌ରେ ଆକ୍ରମଣ…

7 years ago

ନିୟମ ମାନୁନାହାନ୍ତି ବ୍ୟବସାୟୀ, ସ୍କୁଲ ପାଖରେ ପୋଡ଼ା ହେଉଛି ଇଟାଭାଟି

ନାଉଗାଁ,୬।୧ (ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ପୋଡ଼ାହେଉଛି। ସରକାରୀ ନିୟମକୁ ବେଖାତିର କରି ବ୍ୟବସାୟୀମାନେ ସ୍କୁଲ ଓ ଜନଗହଳି ସ୍ଥାନ…

7 years ago