Home

ପିସିସି ସଭାପତି ରହିବେ ନିରଞ୍ଜନ: ରୁଦ୍ର ରାଜୁ

ପୁରୀ ଅଫିସ, ୬ା୧୨: ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦବୀକୁ ନେଇ କଂଗ୍ରେସ ଦଳରେ ଯେଉଁ କନ୍ଦଳ ଚାଲିଛି ସେଥିରେ ନୂଆ ଟୁଇଷ୍ଟ ଆଣିଛନ୍ତି ଏଆଇସିସି…

7 years ago

ଭାରତ ବିପକ୍ଷରେ ଏକାଧିକ ଦିବାରାତ୍ର ଟେଷ୍ଟ ଚାହେଁ ଅଷ୍ଟ୍ରେଲିଆ

ମେଲବୋର୍ନ,୬ା୧୨ (ପି.ଟି.)-୨୦୨୧ରେ ଭାରତର ଡାଉନ୍‌ ଅଣ୍ଡର ଟୁର୍‌ ବେଳେ ଭାରତ ବିପକ୍ଷରେ ଏକାଧିକ ଦିବାରାତ୍ର ଟେଷ୍ଟ ଟୁର୍‌ ଖେଳିବା ଲାଗି ଅଷ୍ଟ୍ରେଲିଆ ଆଗ୍ରହ ପ୍ରକାଶ କରିଛି। କ୍ରିକେଟ…

7 years ago

ନେରୋକାର ପ୍ରଥମ ବିଜୟ

ଇମ୍ଫାଲ, ୬ା୧୨ (ପି.ଟି.)-ଚଳିତ ବର୍ଷର ଆଇ-ଲିଗ୍‌ରେ ନେରୋକା ଏଫ୍‌ସି ଏହାର ପ୍ରଥମ ବିଜୟ ହାସଲ କରିଛି। ଖୁମାନ ଲାମ୍ପାକଠାରେ ଶୁକ୍ରବାର ଖେଳାଯାଇଥିବା ଏକ ମ୍ୟାଚରେ ଦଳ ୧-୦ଗୋଲରେ…

7 years ago

ଏମିତି ପରିବାରଙ୍କୁ ସହଯୋଗ ଦରକାର: ପୀଡିତାଙ୍କ ପିତା

ହାଇଦ୍ରାବାଦ,୬।୧୨: ଦେଶର ସବୁଠାରୁ ଚର୍ଚ୍ଚିତ ଖବର ହାଇଦ୍ରାବାଦ ଏନ୍‌କାଉଣ୍ଟରକୁ ନେଇ ଏବେବି ଆଲୋଚନା ଜାରି ରହିଛି। ପୋଲିସର କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା ମିଳୁଛି। ଏତିକି ବେଳେ…

7 years ago

ଲଞ୍ଚ ହେଲା ବିଶ୍ୱର ପ୍ରଥମ ଫ୍ଲାଏ ଆଣ୍ଡ ଡ୍ରାଇଭ୍‌ କାର୍‌

ଓ୍ବାଶିଂଟନ: ବିଶ୍ୱର ପ୍ରଥମ ଫ୍ଲାଏ ଆଣ୍ଡ ଡ୍ରାଇଭ୍‌ କାର୍‌ ବୁଧବାର ପ୍ରଥମ କରି ମିଆମିରେ ଏକ ଇଭେଣ୍ଟରେ ଲଞ୍ଚ ହୋଇଛି। ଏହାକୁ ପାୟନିୟର ପର୍ସନାଲ ଏୟାର ଲ୍ୟାଣ୍ଡିଂ…

7 years ago

ବାବା ନିତ୍ୟାନନ୍ଦଙ୍କ ପାସପୋର୍ଟ ରଦ୍ଦ

ନୂଆଦିଲ୍ଲୀ,୬।୧୨: ମୋଦି ସରକାରଙ୍କ ସମୟରେ ବିବାଦରେ ଥିବା ଆତ୍ମ ଘୋଷିତ ବାବା ନିତ୍ୟାନନ୍ଦଙ୍କ ପାସପୋର୍ଟ ରଦ୍ଦ କରାଯାଇଛି। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର ଏ…

7 years ago

ନାଇଟ୍‌ ପାଟ୍ରୋଲିଂ ମହିଳା ପୋଲିସକୁ ଭେଟିଲେ ରାଣୀ ମୁଖାର୍ଜୀ

ରାଣୀ ମୁଖାର୍ଜୀ ଫିଲ୍ମ ‘ମର୍ଦ୍ଦାନୀ-୨’ ପାଇଁ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଖାସ୍‌ ଏଥିପାଇଁ ସେ ଲଗାତାର ପୋଲିସ ଅଧିକାରୀଙ୍କ ସହିତ ମିଳାମିଶା କରୁଛନ୍ତି। କିପରି ଅପରାଧ ରୋକାଯାଇ…

7 years ago

ଉନ୍ନାଓ ପୀଡିତାଙ୍କ ପରିବାରଙ୍କୁ ଜୀବନରୁ ମାରିଦେବାକୁ ମିଳିଲା ଧମକ

ଉନ୍ନାଓ,୬।୧୨: ଉତ୍ତରପ୍ରଦେଶ ଉନ୍ନାଓରେ ଜଣେ ଗଣବଳାତ୍କାର ପୀଡ଼ିତାଙ୍କୁ ନିଆଁ ଲଗାଇ ମାରିଦେବାକୁ ଉଦ୍ୟମ କରାଯାଇଥିଲା। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଚିକିତ୍ସା କରାଯାଉଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ…

7 years ago

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ…

7 years ago

ପୋଲିସ ହାତରୁ ବନ୍ଧୁକ ଛଡାଇ ନେଇଥିଲେ ଅଭିଯୁକ୍ତ: କମିଶନର

ହାଇଦ୍ରାବାଦ,୬।୧୨: ଏବେ ସାରା ଦେଶରେ ଚର୍ଚ୍ଚିତ ଖବର ପାଲଟିଛି ହାଇଦ୍ରାବାଦ ଏନ୍‌କାଉଣ୍ଟର। ଏହାକୁ ନେଇ ଶୁକ୍ରବାର ଅପରାହ୍ନରେ ସାଇବରାବାଦ ପୋଲିସ କମିଶନର ଭିସି ସାଜନର ଏକ ଖବରଦାତା…

7 years ago