Home

ବାଚସ୍ପତି ନିର୍ବାଚନରେ ଭାଗ ନେବନାହିଁ ଭାଜପା

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭାରେ ଆସ୍ଥା ଭୋଟରେ ଉଦ୍ଧବ ଠାକରେ ବାଜି ମାରିଲେ ସତ। ହେଲେ ରବିବାର ପୁଣି ଏକ ପରୀକ୍ଷା ଦେବେ ଉଦ୍ଧବ। ରବିବାର ମହାରାଷ୍ଟ୍ର ବିଧାନସଭାର…

7 years ago

ଡିସେମ୍ବର ୭ରେ ହାଫିଜ୍‌ ସଇଦ୍‌ଙ୍କ ବିରୋଧରେ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି

ଇସଲାମାବାଦ୍‌,୧।୧୨: ମୁମ୍ବାଇ ଆକ୍ରମଣ ଘଟଣାର ମାଷ୍ଟର ମାଇଣ୍ଡ୍‌ ହାଫିଜ୍‌ ସଇଦ୍‌ଙ୍କ ବିରୋଧ ଅଣାଯାଇଥିବା ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାର ଶୁଣାଣି ଡିସେମ୍ବର ୭ରେ ହେବ। ଏହାର ଶୁଣାଣି…

7 years ago

ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ ଅନ୍ୟ…

7 years ago

୭୫% ଉପସ୍ଥାନ ନ ଥିଲେ ପରୀକ୍ଷା ମନା

ଭୁବନେଶ୍ୱର, ୧ା୧୨ (ବ୍ୟୁରୋ): ଏଣିକି ୭୫ ପ୍ରତିଶତ ଉପସ୍ଥାନ ନ ଥିଲେ ପରୀକ୍ଷା ଦେଇପାରିବେନି କଲେଜ ଛାତ୍ରୀଛାତ୍ର। ରାଜ୍ୟର ସମସ୍ତ କଲେଜରେ ୭୫ ପ୍ରତିଶତ ଉପସ୍ଥାନ ଥିବା…

7 years ago

ଗ୍ରାହକଙ୍କୁ ଠକୁଛନ୍ତି ସୁନା ଦୋକାନୀ: ସବୁ ସୁନାରେ ଏବେ ବିଆଇଏସ୍‌ କିମ୍ବା ହଲ୍‌ମାର୍କ ରହିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ସୁନା କିଣିବା ବେଳେ ଏହା ବିଆଇଏସ୍‌ କିମ୍ବା ହଲମାର୍କ କି ନୁହେଁ ତାହା ଉପରେ ଗ୍ରାହକଙ୍କର ନଜର ନ ଥାଏ। ପସନ୍ଦ ହୋଇଥିବା ସୁନା କେତେ…

7 years ago

ନୂଆ ମୋଟର ଯାନ ଆଇନ: ଆଜିଠୁ କଡ଼ାକଡ଼ି ଯାଞ୍ଚ, ଖସିପାରିବେନି ଉଲ୍ଲଂଘନକାରୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁହେବ ନୂଆ ମୋଟର ଯାନ ଆଇନ। କେବଳ ଗାଡ଼ି କାଗଜପତ୍ର ଯାଞ୍ଚକୁ ୩ ମାସ କୋହଳ କରାଯାଇଥିବାବେଳେ ଅନ୍ୟ ୧୦ ଟ୍ରାଫିକ…

7 years ago

ହରିୟାଣାରେ ୫ ହଜାର କୋଟିର ଖଣି ଦୁର୍ନୀତି ଅଭିଯୋଗ

ଚଣ୍ଡିଗଡ଼, ୧ା୧୨(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ…

7 years ago

ସୁରିନାମ୍‌ ରାଷ୍ଟ୍ରପତିଙ୍କୁ ୨୦ ବର୍ଷ ଜେଲ୍‌

ପାରାମାରିବୋ,୧ା୧୨(ଏଏଫ୍‌ପି): ସୁରିନାମ୍‌ର ଏକ ସାମରିକ ଅଦାଲତ ରାଷ୍ଟ୍ରପତି ଡେସି ବୌଟେର୍ସେଙ୍କୁ ୨୦ ବର୍ଷ ଜେଲ୍‌ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଶୀ ଦଶକରେ ବୌଟେର୍ସେ ଦକ୍ଷିଣ ଆମେରିକୀୟ ଦେଶର ଏକଚ୍ଛତ୍ରବାଦୀ…

7 years ago

ଇରାକରେ ସରକାର ବିରୋଧୀ ବିକ୍ଷୋଭ ଜୋରଦାର: ଇସ୍ତଫା ଦେବେ ପ୍ରଧାନମନ୍ତ୍ରୀ ମେହଦି

ବାଗଦାଦ୍‌,୧ା୧୨: ଇରାକ୍‌ରେ ଅକ୍ଟୋବରରୁ ଲାଗିରହିଥିବା ସରକାର ବିରୋଧୀ ବିକ୍ଷୋଭ କ୍ରମେ ଅଧିକ ସହରକୁ ବ୍ୟାପିଚାଲିଛି। ବିକ୍ଷୋଭ ହିଂସାରେ ୩୫୪ ଲୋକଙ୍କ ଜୀବନ ଗଲାଣି ଓ ୮୦୦୦ରୁ ଊର୍ଦ୍ଧ୍ୱ…

7 years ago

ଲଣ୍ଡନ ବ୍ରିଜ୍‌ ଆକ୍ରମଣରେ ୨ ମୃତ

ଲଣ୍ଡନ,୧ା୧୨(ପି.ଟି.): ଲଣ୍ଡନ ବ୍ରିଜ୍‌ରେ ଶୁକ୍ରବାର ଜଣେ ଆତଙ୍କବାଦୀଙ୍କ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ହେବା ସହ ୩ ଆହତ ହୋଇଥିଲେ। ପୋଲିସ ଗୁଳିରେ ଆକ୍ରମଣକାରୀ ନିହତ ହୋଇଛନ୍ତି।…

7 years ago