ଥିରୁଭନନ୍ତପୁରମ,୨୬।୧୧: କେରଳର ସାବରିମାଳା ମନ୍ଦିରରେ ଜଣେ ମହିଳାଙ୍କ ଲଙ୍କା ପାଉଡର ସ୍ପ୍ରେ କରାଯାଇଛି। ମନ୍ଦିରରେ ମହିଳାଙ୍କ ପ୍ରବେଶ ଅଧିକାର ଉପରେ ଲଢୁଥିବା ବିନ୍ଦୁ ଅମିନିଙ୍କ ଉପରେ ମଙ୍ଗଳବାର…
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ରାଜନୀତିର ଡ୍ରାମା ଏବେ ନୂଆ ମୋଡ ନେଇଛି। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଏନ୍ସିପି ନେତା ଅଜିତ ପାଓ୍ବାର…
ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍ ଷ୍ଟୋନ୍ ମସାଜ୍ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ ରଖାଯାଇଥାଏ।…
ଭୁବନେଶ୍ୱର,୨୬।୧୧(ବ୍ୟୁରୋ):ଜଗତସିଂହପୁର ଜିଲାରେ ଦଳିତ ଯୁବତୀ ଆତ୍ମହତ୍ୟାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖିଛନ୍ତି। ଶୂନ୍ୟକାଳ ଆରମ୍ଭ ହେବାମାତ୍ରେ ମନ୍ତ୍ରୀ ଗୃହକୁ ସୂଚନା ଦେଇ କହିଛନ୍ତି…
ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ…
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ନଭେମ୍ବର ୧୩ ତାରିଖରୁ ଷୋଡଶ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି। ଇତିମଧ୍ୟରେ ଗୃହରେ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ମଧ୍ୟ ଗୃହିତ…
ଲକ୍ଷ୍ନୌ,୨୬।୧୧: ଉତ୍ତର ପ୍ରଦେଶରେ ଅଯୋଗ୍ୟ ଓ ଭ୍ରଷ୍ଟାଚାର ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କଡ଼ା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ବିଭିନ୍ନ ବିଭାଗରୁ ପ୍ରାୟ ୧ହଜାରରୁ ଊର୍ଦ୍ଧ୍ୱ ଅଧିକାରୀଙ୍କୁ…
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନିବସ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅପରାହ୍ନ ୩ଟା ୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା ଘୋଷଣା…
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ଯୋଜନା(ପିଏମଜିଏସଓ୍ବାଇ) ରାସ୍ତା ନିର୍ମାଣକୁ ନେଇ ମଙ୍ଗଳବାର ବିଧାନସଭାରେ ଉଦ୍ବେଗ ପ୍ରକାଶ ପାଇଛି। ରାଜସ୍ବ ଗ୍ରାମକୁ ହିସାବକୁ ନିଆଯାଇଥିବାରୁ ଅନେକ ବଡ ବଡ…
ମୁମ୍ବାଇ,୨୬।୧୧: ୨୬/୧୧ ମୁମ୍ବାଇ ଆକ୍ରମଣକୁ ଆଜି ୧୧ ବର୍ଷ ପୂରଣ ହୋଇଛି।ଏହି ଆକ୍ରମଣରେ ମୃତାହତ ହୋଇଥିବା ସମସ୍ତ ନିରୀହ ଲୋକଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ…