ଜି.ଉଦୟଗିରି,୨୧ା୧୨(ଡି.ଏନ.ଏ.)-ଜି.ଉଦୟଗିରି ଏନ୍ଏସି କାର୍ଯ୍ୟାଳୟ ପରିସରରେ ବୁଧବାର ମୋ ସରକାର କକ୍ଷ ଉଦ୍ଘାଟିତ ହୋଇଯାଇଛି। ଏହାକୁ ଜି.ଉଦୟଗିରି ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର ଉଦ୍ଘାଟନ କରିଥିଲେ।…
ଲକ୍ଷ୍ନୌ/କାନପୁର,୨୧ା୧୨: ଉତ୍ତରପ୍ରଦେଶରେ ଶୁକ୍ରବାର ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବିଭିନ୍ନ ସ୍ଥାନରେ ହିଂସାର ରୂପ ନେଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ…
ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା…
ବ୍ରହ୍ମପୁର ଅଫିସ,୨୧ା୧୨-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ନ୍ୟାୟ ଦାବିରେ ଉଭୟେ ଗିରିରୋଡସ୍ଥିତ ଜିଲା ଶିକ୍ଷାଧିକାରୀ (ଡିଇଓ)ଙ୍କ କାର୍ଯ୍ୟାଳୟ…
କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର…
ଭଦ୍ରକ ଅଫିସ, ୨୧।୧୨- ମୃତ୍ୟୁ ପରେ ସେମାନଙ୍କ ଅଙ୍ଗ ସମାଜର ଯେକୌଣସି ବର୍ଗର ଲୋକଙ୍କ ପାଇଁ ଦାନ କରିବେ। ଭଦ୍ରକ ଚରମ୍ପାସ୍ଥିତ ହୋଟେଲ ମୁନ୍ଲାଇଟ ପରିସରରେ ଶୁକ୍ରବାର…
ବାରିପଦା ଅଫିସ,୨୧ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ ଗତ ୨ ଦିନ ହେବ ଶୀତ ପ୍ରକୋପ ବଢ଼ିଛି। ପାଣି ପାଗ ବିଭାଗ ସୂଚନା ଅନୁଯାୟୀ ବୁଧବାର ଏଠାରେ ତାପମାତ୍ରା…
ଖଇରା, ୨୧।୧୨ - ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁପାରୀ ସାଂସ୍କୃତିକ ପୀଠ ପୁଣ୍ୟଭୂମି ଭାବେ ସାରା ଓଡିଶାରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି।…
କଟକ ଅଫିସ,୨୧ା୧୨- ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ପ୍ରସ୍ତୁତ। ରବିବାର ଏଠାରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର…
ତେନ୍ତୁଳି ସ୍ବାସ୍ଥ୍ୟ ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ରୋଗ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ତେନ୍ତୁଳିର ଉପକାରୀ ଗୁଣ ବିଷୟରେ..…