Home

ଯୋଗୀଙ୍କୁ ଭେଟିଲେ ଅଦିତି ସିଂ, ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶର କଂଗ୍ରେସ ବିଧାୟିକା ଅଦିତି ସିଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଫଳରେ ସେ ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଏନେଇ…

7 years ago

ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ୍‌ ତାର: ସଂସ୍ପର୍ଶରେ ଆସି ବାପା, ବଡ଼ ପୁଅ ମୃତ, ସାନ ଗୁରୁତର

ଅମରପାଲି, ୧୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଥାନା ପିତାମହୁଲ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯନ୍ତୁ ଶିକାର ପାଇଁ…

7 years ago

ବିଜେପୁର ଉପନିର୍ବାଚନ : ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ବରଗଡ଼ ଅଫିସ,୧୮।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀ ସନତ କୁମାର ଗଡ଼ତିଆଙ୍କ ପାଇଁ ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ବରପାଲି…

7 years ago

ଆରୋଗ୍ୟ ନ ହେବା ଭଳି ରୋଗରେ ପୀଡିତ କଂଗ୍ରେସ: ମୋଦି

ସୋନିପଥ,୧୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ହରିୟାଣା ବିଧାନସଭା ନିର୍ବାଚନ ପାଇଁ ପ୍ରଚାରରେ ଯାଇଛନ୍ତି। ହରିୟାଣା ସୋନିପଥର ଗୋହାନାଠାରେ ସେ ଏକ ଜନସଭାକୁ ସମ୍ବୋଧନ ଦେବା ଅବସରରେ…

7 years ago

ପିଏମସି ଦୁର୍ନୀତିର ଶୁଣାଣି କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୧୦: ପଞ୍ଜାବ-ମହାରାଷ୍ଟ୍ର ସମବାୟ(ପିଏମସି) ବ୍ୟାଙ୍କ ଦୁର୍ନୀତିର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଆବେଦନକାରୀଙ୍କୁ ହାଇକୋର୍ଟରେ ପିଟିଶନ ଦାଖଲ କରିବାକୁ ସୁପ୍ରିମକୋର୍ଟ ପରାମର୍ଶ ଦେଇଛନ୍ତି। ପ୍ରଧାନ ବିଚାରପତି…

7 years ago

ଜିଲା ଗସ୍ତ କରିବେ ବରିଷ୍ଠ କୃଷି ଅଧିକାରୀ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ) : ରାଜ୍ୟ ସରକାର ନେଉଥିବା ନିଷ୍ପତ୍ତି ଓ ଯୋଜନାଗୁଡ଼ିକ ତୃଣମୂଳ ସ୍ତରରେ ଚାଷୀମାନଙ୍କ ନିକଟରେ ପହଞ୍ଚୁଛି କି ନାହିଁ। ଏହାର ଫାଇଦା ସେମାନଙ୍କୁ କେତେ ମିଳୁଛି।…

7 years ago

ବାରାଣସୀ, ଅଯୋଧ୍ୟା ଉପରେ ରହିଛି ଆତଙ୍କବାଦୀଙ୍କ ନଜର

ଗୋରଖପୁର,୧୮।୧୦: ନେପାଳ ସୀମା ଅତିକ୍ରମ କରି ଉତ୍ତର ପ୍ରଦେଶର ଗୋରଖପୁର ଦେଇ ଭାରତରେ କେତେଜଣ ଆତଙ୍କବାଦୀ ପ୍ରବେଶ କରିବା ସୂଚନା ମିଳିବା ପରେ, ଗୋରଖପୁର ଓ ଏହାର…

7 years ago

ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଯୋଗୀ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୧୮।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଦେଶର ସମସ୍ତ ରାସ୍ତାକୁ ଖାଲଖମାରୁ ମୁକ୍ତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକଭବନରେ ଆୟୋଜିତ ହୋଇଥିବା ଏକ ସମୀକ୍ଷା…

7 years ago

ବିଜେପୁର ଏନ୍‌ଏସିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ’

ବିଜେପୁର,୧୮।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ତିନି ପ୍ରମୁଖ ଦଳର ଷ୍ଟାର ପ୍ରଚାରକଙ୍କ ମାରାଥନ ପ୍ରଚାର ରାଜନୈତିକ ବାତାବରଣକୁ ବେଶ୍‌ ସରଗରମ କରିଛି। କେନ୍ଦ୍ରମନ୍ତ୍ରୀ…

7 years ago

ଏହି ଶାଗ ଉଚ୍ଚ ରକ୍ତଚାପ, ଡାଇବେଟିସ କରିଥାଏ ଦୂର

ଶୀତଦିନରେ ବଜାରରେ ବିଭିନ୍ନ ଶାଗ ମିଳିଥାଏ। ଶାଗ ଖାଇଲେ ନାନା ରୋଗ ଦୂର ହୋଇଥାଏ। ଶାଗଗୁଡ଼ିକ ମଧ୍ୟରୁ ମେଥି ଶାଗ ସ୍ବାସ୍ଥ୍ୟ ପାଇଁ ବହୁ ଉପକାରୀ। ଏଥିରେ…

7 years ago