Home

ଚୋରା ମଦକୁ ବିରୋଧ କରିବାରୁ ମାଫିଆଙ୍କ ଆତଙ୍କ: ଘରେ ପଶି ବନ୍ଧୁକ ଦେଖାଇ ଅଟୋ ପୋଡ଼ିଲେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ୪ଜଣିଆ ଗ୍ୟାଙ୍ଗ୍‌ ପୁଣି ଶନିବାର ରାତିରେ ରାଜମହଲ ନିକଟ ଫାଳିକିଆବସ୍ତିରେ ଆତଙ୍କ ଖେଳାଇଛନ୍ତି। ବସ୍ତିରେ ଚୋରା…

7 years ago

ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେଲେ ବୋବଡେ

ନୂଆଦିଲ୍ଲୀ,୧୮।୧୧: ସୋମବାର ସୁପ୍ରିମ୍‌କୋର୍ଟର ୪୭ତମ ପ୍ରଧାନ ବିଚାରପତି ଭାବେ ୬୩ ବୟସ୍କ ଶରଦ ଅରବିନ୍ଦ ବୋବଡେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

7 years ago

ପୁଅକୁ ତାଲା ପକାଇ ରଖୁଥିଲେ ମା’

କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ ନିକଟରେ…

7 years ago

‘ମୋ ବସ୍‌’କୁ ଦେଶର ଶ୍ରେଷ୍ଠ ସିଟି ବସ୍‌ ସେବା ସମ୍ମାନ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ‘ମୋ ବସ୍‌’ ଭାରତର ଶ୍ରେଷ୍ଠ ସିଟି ବସ୍‌ ସେବା ଭାବେ ପୁରସ୍କୃତ ହୋଇଛି। ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଚାଲିଥିବା ଅର୍ବାନ ମୋବିଲିଟି ଇଣ୍ଡିଆ (ୟୁଏମ୍‌ଆଇ) କନଫରେନ୍ସର…

7 years ago

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୮ା୧୧(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ରବିବାର ସନ୍ଧ୍ୟାରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଯାଜପୁର ଜିଲା ଅଞ୍ଚଳର ଉଷାରାଣୀ ଦାସ(୩୦)।…

7 years ago

ପାର୍ଲାମେଣ୍ଟ ଶୀତ ଅଧିବେଶନ ପାଇଁ ବିଜେଡିର ରଣନୀତି: କେନ୍ଦ୍ରୀୟ ଅନୁଦାନ, ପର୍ଯ୍ୟଟନ ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଛି। ଏହି ଅଧିବେଶନରେ ଦଳ କେଉଁ କେଉଁ ପ୍ରସଙ୍ଗ ଉପସ୍ଥାପନ କରିବ, ସେନେଇ ବିଜେଡି ପକ୍ଷରୁ ରବିବାର ସୂଚନା…

7 years ago

ଆଜି ଶ୍ରୀମନ୍ଦିରରେ ପଇତାଲାଗି: ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ ଅଫିସ,୧୮ା୧୧: ଶ୍ରୀମନ୍ଦିରରେ ସୋମବାର ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ…

7 years ago

ବାଚସ୍ପତି ପଦରୁ ହଟିଲେ ନିର୍ମଳ ସିଂ

ଜମ୍ମୁ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀର ବିଧାନସଭା ବାଚସ୍ପତି ପଦରୁ ଭାଜପା ନେତା ନିର୍ମଳ ସିଂଙ୍କୁ ହଟାଇ ଦିଆଯାଇଛି। ବାଚସ୍ପତିଙ୍କ କାର୍ଯ୍ୟକାଳ ଶେଷ ହେଲା ବୋଲି ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ…

7 years ago

ବିଜେଡି ଫୋକସ୍‌ରେ ବିଧାନ ପରିଷଦ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ଓଡ଼ିଶା ବିଧାନସଭାରେ ପୂର୍ବରୁ ସର୍ବସମ୍ମତ ପ୍ରସ୍ତାବ ଗୃହୀତ ହୋଇଛି। ହେଲେ ଏଥିପାଇଁ ପାର୍ଲାମେଣ୍ଟରେ ବିଧେୟକ ଆସି ଗୃହୀତ ହେବା…

7 years ago

ଆଣବିକ ପରୀକ୍ଷାରେ ଘୁଞ୍ଚତ୍ଥିଲା ପର୍ବତ

ଚେନ୍ନାଇ,୧୮ା୧୧: ଉତ୍ତର କୋରିଆ ୨୦୧୭ରେ ଆଣବିକ ପରୀକ୍ଷା କରିଥିଲା। ଏହା ଏତେ ଶକ୍ତିଶାଳୀ ଥିଲା ଯେ ପରୀକ୍ଷାସ୍ଥଳ ମାଉଣ୍ଟ ମଣ୍ଟପର ଉପରିଭାଗକୁ ଘୁଞ୍ଚାଇଦେଇଥିଲା। ହିରୋସୀମାରେ ପଡ଼ିଥିବା ପରମାଣୁ…

7 years ago