Home

ଆର୍‌ଟିଆଇ ଆଇନକୁ ୧୪ ପୂରିଲା: ସୂଚନା କମିଶନରେ ଗଡ଼ୁଛି ୨ ଲକ୍ଷ ମାମଲା

ନୂଆଦିଲ୍ଲୀ,୧୩ା୧୦(ଆଇଏଏନ୍‌ଏସ୍‌): ଦେଶର ସୂଚନା କମିଶନଗୁଡ଼ିକ ନିକଟରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ମାମଲା ଗଡ଼ୁଛି। ସୂଚନା ଅଧିକାର (ଆର୍‌ଟିଆଇ) ଆଇନ, ୨୦୦୫କୁ ଶନିବାର ୧୪ ବର୍ଷ ପୂରିଛି। ଏହି…

7 years ago

ସାମାଜିକ, ରାଜନୈତିକ ପ୍ରସଙ୍ଗରେ ବଲିଉଡ୍‌ ଯତ୍ନଶୀଳ ହେଉ: ସ୍ବରା ଭାସ୍କର

ମୁମ୍ବାଇ, ୧୩ା୧୦: ଫିଲ୍ମରେ କୌଣସି ସାମାଜିକ, ରାଜନୈତିକ ପ୍ରସଙ୍ଗ ସ୍ଥାନୀତ କଲାବେଳେ ବଲିଉଡ୍‌ ଯତ୍ନଶୀଳ ହେବା ଉଚିତ ବୋଲି ଅଭିନେତ୍ରୀ ସ୍ବରା ଭାସ୍କର ପ୍ରକାଶ କରିଛନ୍ତି। ଇଣ୍ଡିଆ…

7 years ago

ଆଜି ବିରାଜିବେ ମା’ ଲକ୍ଷ୍ମୀ

ଢେଙ୍କାନାଳ ଅଫିସ, ୧୩ା୧୦ - ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବମୁଖର ହୋଇଉଠିଛି ଢେଙ୍କାନାଳ। ରଙ୍ଗିନ ଆଲୋକମାଳାରେ ଝଲସୁଛି ସହର। ସବୁଠି ଉତ୍ସାହ ଉଦ୍ଦୀପନା। ମା’ଙ୍କ ଅପେକ୍ଷାରେ ପୂଜାମଣ୍ଡପ।…

7 years ago

ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ: ପରୀକ୍ଷା ହେବ ୧୧ ଖାଦ୍ୟ ନମୁନା

ଅନୁଗୋଳ ଅଫିସ, ୧୩।୧୦ - ପାର୍ବଣ ସମୟରେ ଅନୁଗୋଳ ସହରର ବିଭିନ୍ନ ସ୍ଥାନରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ କରାଯାଇଛି। ଜନସ୍ବାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ…

7 years ago

ଚେନ୍ନାଇ କନେକ୍ଟରୁ ଭାରତ-ଚାଇନା ସହଯୋଗର ନୂଆ ଯୁଗ: ଉଠିଲାନି କଶ୍ମୀର ପ୍ରସଙ୍ଗ

ମାମଲ୍ଲାପୁରମ୍‌,୧୩ା୧୦ (ପି.ଟି./ ଆଇଏଏନ୍‌ଏସ୍‌): ଚାଇନା ରାଷ୍ଟ୍ରପତି ଜି ଜିନ୍‌ପିଙ୍ଗ୍‌ଙ୍କ ସହ ପର୍ଯ୍ୟାୟକ୍ରମେ ୬ ଘଣ୍ଟା ଧରି ଆଲୋଚନା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ପଡ଼ୋଶୀ ମଧ୍ୟରେ…

7 years ago

ବରିଷ୍ଠ ନାଗରିକଙ୍କୁ ପୋଲିସ ବାଣ୍ଟିଲା ପରିଚୟପତ୍ର: ଏକୁଟିଆ ଥିଲେ ରହିବ ସ୍ବତନ୍ତ୍ର ଦୃଷ୍ଟି: ଏସ୍‌ପି

ଅନୁଗୋଳ ଅଫିସ, ୧୩।୧୦ - ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ମଧ୍ୟାହ୍ନରେ ବରିଷ୍ଠ ନାଗରିକମାନଙ୍କୁ ପରିଚୟପତ୍ର ପ୍ରଦାନ କରାଯାଇଛି। ଅନୁଗୋଳ ଥାନା ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

7 years ago

ଆଜି ବିରାଜିବେ ଧନଦାତ୍ରୀ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ମା’ ଦୁର୍ଗତିନାଶିନୀଙ୍କ ବିଦାୟ ପରେ ଧରାବତରଣ କରିବାକୁ ଯାଉଛନ୍ତି ଧନଦାତ୍ରୀ ମା’ ଲକ୍ଷ୍ମୀ। ଧନଧାନ୍ୟରେ ଜନମାନସକୁ ସମୃଦ୍ଧି କରିବାକୁ ପ୍ରତିବର୍ଷ ଧରାପୃଷ୍ଠକୁ ଓହ୍ଲାଇଥାନ୍ତି ମା’ ଗଜଲକ୍ଷ୍ମୀ।…

7 years ago

ଜାତୀୟ ଜୁଡ଼ୋ ପ୍ରତିଯୋଗିତାରେ ଭାଗନେବେ ବିଦ୍ୟାଶ୍ରୀ

ବ୍ରହ୍ମପୁର ଅଫିସ୍‌,୧୩ା୧୦-ମଣିପୁର ରାଜଧାନୀ ଇମ୍ପାଲ୍‌ରେ ସବ୍‌ଜୁନିୟର୍‌ ଏବଂ କ୍ୟାଡେଟ୍‌ ଜୁଡ଼ୋ ଜାତୀୟ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରତିଯୋଗିତାରେ ଭାଗନେବା ପାଇଁ ଓଡ଼ିଶା ଦଳ ଘୋଷଣା…

7 years ago

ଶରୀର ପାଇଁ ବେଶ୍‌ ଉପକାରୀ ସଢା କଦଳୀ

କଦଳୀ ସାମାନ୍ୟ ସଢ଼ି ଆସିଲେ ତାକୁ ଲୋକେ ଫିଙ୍ଗିଦିଅନ୍ତି। କିନ୍ତୁ ଜାଣନ୍ତି ଏହି ସଢ଼ା କଦଳୀ ଶରୀର ପାଇଁ ବେଶ୍‌ ଉପକାରୀ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ…

7 years ago

ଲିଭରର ବିଭିନ୍ନ ସମସ୍ୟାରୁ ଦୂରେଇ ରଖେ ଏହି ପତ୍ର…

ଅଶ୍ୱତ୍ଥ(ଓସ୍ତ)ପତ୍ରର ଅନେକ ଔଷଧୀୟ ଗୁଣ ରହିଛି। ଏହା ବିଭିନ୍ନ ଲିଭର ସମସ୍ୟାରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଅଶ୍ୱତ୍ଥ ପତ୍ରକୁ ଶୁଖାଇ ସେଥିରେ ଚିନି…

7 years ago