ନାଉଗାଁ,୮ା୧୧(ସ୍ବ.ପ୍ର.): ନାଉଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ମାତ୍ର ଏହି ଶିବିରରେ ନାନା ଅବ୍ୟବସ୍ଥା ଦେଖିବାକୁ ମିଳିଛି।…
ଜଗତ୍ସିଂହପୁର ଅଫିସ,୮ା୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ବାତ୍ୟା ବୁଲ୍ବୁଲ୍ରେ ପରିଣତ ହୋଇଛି। ଏହାର ପ୍ରଭାବରେ ଜଗତ୍ସିଂହପୁର ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।…
ଓ୍ବାଗାଡୁଗୁ,୮-୧୧(ଏଏଫ୍ପି):ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରେ ଜେହାଦୀ ହିଂସାରେ ୩୭ ଜଣଙ୍କ ମୃତ୍ୟୁ ଘଟିବା ସହ ୬୦ ଜଣ ଆହତ ହୋଇଛନ୍ତି। ଗତ ୫ ବର୍ଷ ମଧ୍ୟରେ…
ନୂଆଦିଲ୍ଲୀ,୮-୧୧(ଆଇଏଏନ୍ଏସ୍):ନଭେମ୍ବର ୯ରେ କର୍ତାରପୁର କରିଡର ଦେଇ ପାକିସ୍ତାନର ଦର୍ବାର ସାହିବ ଗୁରୁଦ୍ୱାର ଯିବା ଲାଗି କେନ୍ଦ୍ର ସରକାର କଂଗ୍ରେସ ନେତା ନବଜୋତ୍ ସିଂ ସିଦ୍ଧୁଙ୍କୁ ଅନୁମତି ପ୍ରଦାନ…
ଇସ୍ଲାମାବାଦ,୮-୧୧(ଆଇଏଏନ୍ଏସ୍):କର୍ତାରପୁର କରିଡରକୁ ନେଇ ପାକିସ୍ତାନ ସରକାରଙ୍କ ନୂଆ ଘୋଷଣା ଲୋକଙ୍କୁ ଦ୍ୱନ୍ଦ୍ୱରେ ପକାଇଛି। କର୍ତାରପୁର ଗୁରୁଦ୍ୱାର ଆସିବା ଲାଗି ଭାରତୀୟ ତୀର୍ଥଯାତ୍ରୀଙ୍କର ପାସ୍ପୋର୍ଟ ଆଣିବା ଆବଶ୍ୟକ ନାହିଁ…
ମୁମ୍ବାଇ,୮-୧୧:ମହାରାଷ୍ଟ୍ରରେ ନୂଆ ସରକାର ଗଠନ ବିଳମ୍ବିତ ହୋଇଛି। ତ୍ରୟୋଦଶ ବିଧାନସଭା ଅବଧି ଶେଷ ହେବାକୁ ୨୪ ଘଣ୍ଟାରୁ କମ୍ ସମୟ ବାକି ଥିବାବେଳେ କେଉଁ ଦଳ ବା…
ଅଯୋଧ୍ୟା/ନୂଆଦିଲ୍ଲୀ,୮-୧୧(ପି.ଟି./ଆଇଏଏନ୍ଏସ୍):ଅଯୋଧ୍ୟା ମାମଲାର ବହୁ ପ୍ରତୀକ୍ଷିତ ରାୟ ଆସନ୍ତା ସପ୍ତାହରେ ପ୍ରକାଶ ପାଇବାକୁ ଥିବାବେଳେ ରାମଙ୍କ ଜନ୍ମଭୂମିରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା ସୃଷ୍ଟି ହୋଇଛି। ଏନେଇ ଗୋଇନ୍ଦା ସୂଚନା…
କଟକ ଅଫିସ, ୮-୧୧:ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ବ୍ରହ୍ମପୁର ଜିଲା ଦୌରାଜଜ୍ ଥିବା ବିଭୁ ପ୍ରସାଦ ରାଉତରାୟ ଶୁକ୍ରବାର ଶପଥ ଗ୍ରହଣ କରିବେ। କେନ୍ଦ୍ର ଆଇନ…
ଭୁବନେଶ୍ୱର,୮-୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ମନ୍ତ୍ରୀ ପରିଷଦ ବୈଠକ ଶୁକ୍ରବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ଅପରାହ୍ନ ୧୨ଟା ୫ମିନିଟ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…
ଧର୍ମଶାଳା(ହି.ପ୍ର.),୮-୧୧(ପି.ଟି.):ପୁଞ୍ଜିନିବେଶ ଲାଗି ଭାରତ ଏବେ ସବୁଠୁ ଅନୁକୂଳ ଲକ୍ଷ୍ୟସ୍ଥଳ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ୨୦୧୪ରୁ ୨୦୧୯ ମଧ୍ୟରେ ବିଶ୍ୱ ଇଜ୍ ଅଫ୍ ଡୁଇଙ୍ଗ ବିଜ୍ନେସ…