Home

ବାଙ୍କୁଆଳ ଦୁର୍ଗାପୂଜା କମିଟି: ଆକର୍ଷଣ ହେବ ୫୧ ଫୁଟର ରାବଣ

ପୁରୁଣା ଭୁବନେଶ୍ୱର,୩ା୧୦(ଡି.ଏନ.ଏ.): ରାଜଧାନୀରେ ବିଭିନ୍ନ ପୂଜା ମଣ୍ଡପରେ ମା’ଙ୍କ ଆଗମନ ନେଇ ପ୍ରସ୍ତୁତି ଜୋରସୋର ଆଗେଇ ଚାଲିଛି। ଏହି ଅବସରରେ ସ୍ଥାନୀୟ ବାଙ୍କୁଆଳ ଦୁର୍ଗାପୂଜା କମିଟି ପକ୍ଷରୁ…

7 years ago

୪୬୦ ଫୁଟ୍‌ ବ୍ରିଜ୍‌ ଭୁଶୁଡ଼ିଲା: ୬ ମୃତ

ତାଇପେଇ, ୩ା୧୦: ତାଇଓ୍ବାନ୍‌ରେ ବୁଧବାର ଏକ ବ୍ରିଜ୍‌ ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ୩ଟି ବୋଟ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବାବେଳେ ପ୍ରାଣ ହରାଇଥିବା ବ୍ୟକ୍ତିମାନେ…

7 years ago

ସଙ୍ଗଠିତ ସମାଜ ଦ୍ୱାରା ରାଷ୍ଟ୍ରର ବିକାଶ ସମ୍ଭବ

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ବିନା ଶକ୍ତିରେ ସମାଜ ଜାଗରଣ ଅସମ୍ଭବ। ଏହାକୁ ଅନୁଭବ କରି ଡ.କେଶବ ବଳିରାମ ହେଡଗେୱାର ୧୯୨୫ମସିହାର ବିଜୟା ଦଶମୀ ତିଥିରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପ୍ରତିଷ୍ଠା…

7 years ago

୧୦ କୋଟିଙ୍କ ଜୀବନ ନେବ ଆଣବିକ ଯୁଦ୍ଧ

ନୂଆଦିଲ୍ଲୀ,୩ା୧୦: ଭାରତ-ପାକିସ୍ତାନ ମଧ୍ୟରେ ଆଣବିକ ଯୁଦ୍ଧ ହେଲେ ୧୦ କୋଟି ଲୋକ ପ୍ରାଣ ହରାଇବେ। ଆଣବିକ ଅସ୍ତ୍ର ପ୍ରୟୋଗର କୁପରିଣାମ ଯୋଗୁ ପୃଥିବୀକୁ ସୂର୍ଯ୍ୟକିରଣ ପହଞ୍ଚତ୍ବାରେ ବାଧାସୃଷ୍ଟି…

7 years ago

‘୩୧ରେ ବ୍ରେକ୍‌ଜିଟ୍‌ ପାଇଁ ପ୍ରସ୍ତୁତ’

ଲଣ୍ଡନ,୩ା୧୦(ପି.ଟି.): ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ନୂଆ ବ୍ରେକ୍‌ଜିଟ ଯୋଜନା ଆଣିବା ପୂର୍ବରୁ ୟୁରୋପୀୟ ସଂଘ (ଇୟୁ) ସହ ବୁଝାମଣା ପାଇଁ ଅନୁରୋଧ କରିଛନ୍ତି। ଏହାସହ ଯାହା…

7 years ago

ବ୍ରାଡମ୍ୟାନଙ୍କ ସମକକ୍ଷ ରୋହିତ

ବିଶାଖାପାଟଣା,୩।୧୦(ପି.ଟି.)- ଓପନର ହିସାବରେ ପ୍ରଥମ ପରୀକ୍ଷରେ ସଫଳ ହୋଇଥିବା ରୋହିତ ଶର୍ମା ଶତକ ହାସଲ କରିବା ସହ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଡନ୍‌ ବ୍ରାଡମ୍ୟାନଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି।…

7 years ago

ଏସ୍‌ଆଇଏ ସର୍ଭେ: ୫୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ,୩ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ୫ ଟିମ୍‌ ଘର ଘର…

7 years ago

ଗାନ୍ଧୀ ଲିଗାସିକୁ ନେଇ ଭାଜପା-ବିରୋଧୀ ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୩ା୧୦(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ସାରା ଦେଶ ସମେତ ବିଦେଶରେ ପାଳନ କରାଯାଉଥିବାବେଳେ ତାଙ୍କ ଲିଗାସୀକୁ ନେଇ ଭାଜପା ଓ ବିରୋଧୀ ଦଳ ମଧ୍ୟରେ ଦ୍ୱନ୍ଦ୍ୱ…

7 years ago

‘କଂଗ୍ରେସରେ ଟିକେଟ ବିକ୍ରି ହେଉଛି’

ନୂଆଦିଲ୍ଲୀ,୩ା୧୦: ହରିୟାଣା କଂଗ୍ରେସର ଗୋଷ୍ଠୀ ବିବାଦ ଦିଲ୍ଲୀରେ ପହଞ୍ଚତ୍ଛି। ହରିୟାଣା କଂଗ୍ରେସର ପୂର୍ବତନ ସଭାପତି ଅଶୋକ ତନ୍‌ଓ୍ବର ନିଜ ସମର୍ଥକଙ୍କ ସହ ବୁଧବାର ଦଳର ଅଧ୍ୟକ୍ଷା ସୋନିଆ…

7 years ago

ବାଣୀବିହାରରେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ: ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିବା ଜରୁରୀ: ରାଜ୍ୟପାଳ

ଭୁବନେଶ୍ୱର, ୩ା୧୦(ବ୍ୟୁରୋ): ଅର୍ଥଶାସ୍ତ୍ର ଓ ନୀତିଶାସ୍ତ୍ର ମଧ୍ୟରେ ସମନ୍ବୟ ରହିଲେ ଅନେକ ସାମାଜିକ ବୈଷମ୍ୟ ଓ ଅସନ୍ତୁଳନ ଦୂର ହୋଇପାରିବ। ମହାତ୍ମା ଗାନ୍ଧୀ ଏହାର ପ୍ରୟୋଗାତ୍ମକ ଦିଗ…

7 years ago