Home

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

7 years ago

ତୋରଣରେ ଝଲସିବ ଉତ୍ତରାଖଣ୍ଡର ନାନ କାମଟା ଗୁରୁଦ୍ୱାର

ପୁରୁଣା ଭୁବନେଶ୍ୱର, ୧।୧୦(ଡି.ଏନ.ଏ.): କେଶୁରା ଦୁର୍ଗାପୂଜା ସମିତି ପକ୍ଷରୁ ୨୦୧୦ରୁ ଆରମ୍ଭ ହୋଇଥିବା ଦୁର୍ଗାପୂଜା ଚଳିତବର୍ଷ ୧୦ ବର୍ଷ ପୂରଣ କରୁଛି। ଏ ବର୍ଷ ଭିନ୍ନ ଧରଣର…

7 years ago

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ…

7 years ago

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି।…

7 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ପିଟିଶନ୍‌:ମଙ୍ଗଳବାରଠାରୁ ସାମ୍ବିଧାନିକ ପୀଠରେ ଶୁଣାଣି

ନୂଆଦିଲ୍ଲୀ,୧ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ସୁବିଧା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ୍‌ ଦାଏର ହୋଇଥିବାବେଳେ ମଙ୍ଗଳବାରଠାରୁ ଏହାର ଶୁଣାଣି…

7 years ago

ମଦର ଟେରେସା ସିଷ୍ଟର କନ୍‌ସିଲିଆଙ୍କୁ ଜାମିନ

ରାଞ୍ଚତ୍,୧ା୧୦-ଶିଶୁ ଚୋରାଚାଲାଣ ଅଭିଯୋଗରେ ଗିରଫ ମିଶନାରିଜ୍‌ ଅଫ ଚାରିଟି ସଦସ୍ୟା ତଥା ଅନ୍ୟତମ ମଦର ଟେରେସା ସିଷ୍ଟର କନ୍‌ସିଲିଆ ବାକ୍ସଲାଙ୍କୁ ଜାମିନ ମିଳିଛି। ୮ ମାସ ପୂର୍ବେ…

7 years ago

ଚାଇନା ଫ୍ୟାକ୍ଟ୍ରିରେ ନିଆଁ ଲାଗି ୧୯ ମୃତ

ବେଜିଂ,୧ା୧୦(ପି.ଟି.)-ଚାଇନାର ଏକ କାରଖାନାରେ ନିଆଁଲାଗି ୧୯ ଜଣଙ୍କ ମୃତ୍ୟୁ ଘଟିଛି। ନିଙ୍ଘାଇ କାଉଣ୍ଟିରେ ଥିତ୍ବା ରୁଇକି ଡେଲି ନେସେସିଟିଜ୍‌ କମ୍ପାନୀର ଏହି ଫ୍ୟାକ୍ଟ୍ରିରେ ରବିବାର ନିଆଁ ଲାଗିଯାଇଥିଲା।…

7 years ago

ହରିୟାଣା ବିଧାନସଭା ନିର୍ବାଚନ: ଯୋଗେଶ୍ୱର, ବବିତାଙ୍କୁ ଟିକେଟ

ନୂଆଦିଲ୍ଲୀ,୧ା୧୦(ପି.ଟି.)-୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୨୧ରେ ନିର୍ବାଚନ ହେବାକୁ ଯାଉଥିବାବେଳେ ସୋମବାର ଭାଜପା ୭୮ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ମନୋହର…

7 years ago

ଆମେରିକାରେ ୩ ଫୁଟ୍‌ ତୁଷାରପାତ

ଓ୍ବାଶିଂଟନ,୧ା୧୦: ଆମେରିକାରେ ଗ୍ରୀଷ୍ମଋତୁ ଶେଷ ହେବାର ସପ୍ତାହେ ପରେ ସେଠାରେ ପ୍ରବଳ ତୁଷାର ଝଡ଼ ହୋଇଛି। ପଶ୍ଚିମାଞ୍ଚଳରେ ରବିବାର ରେକର୍ଡ ପରିମାଣର ୩ ଫୁଟ୍‌ ଉଚ୍ଚରେ ତୁଷାର…

7 years ago

ଅଯୋଗ୍ୟ ବିଧାୟକଙ୍କୁ ଭାଜପାର ଟିକେଟ୍‌ ଲୋଭ

ବେଙ୍ଗାଲୁରୁ, ୧ା୧୦(ପି.ଟି.): ଅଯୋଗ୍ୟ ଘୋଷିତ କଂଗ୍ରେସ ଓ ଜେଡିଏସ୍‌ ବିଧାୟକଙ୍କୁ ମନାଇବା ଲାଗି ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଯଦି ସମସ୍ତ ୧୫ ଅଯୋଗ୍ୟ ଘୋଷିତ…

7 years ago