Home

ଫିଲ୍ମ ‘ରାଧେ’ରେ ଏମିତି ରହିବ ସଲମାନଙ୍କ ଲୁକ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନଙ୍କ ଆଗାମୀ ଫିଲ୍ମ ‘ରାଧେ’ର ଟିଜର ଇତିମଧ୍ୟରେ ଲଞ୍ଚ ହୋଇଯାଇଛି। ଦବଙ୍ଗ ୩ର ଶୁଟିଂ ଶେଷ ହେବାପରେ ସଲ୍ଲୁ ଏହି ଫିଲ୍ମ ପାଇଁ…

7 years ago

ଖଲିସ୍ତାନୀଙ୍କୁ ସକ୍ରିୟ କରୁଛି ଆଇଏସ୍‌ଆଇ: ଭାରତୀୟ ଗୋଇନ୍ଦା ବିଭାଗର ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ,୩୦।୧୦: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ପଞ୍ଜାବରେ ଅଶାନ୍ତି ସୃଷ୍ଟି ପାଇଁ ଷଡ଼ଯନ୍ତ୍ର ରଚିଛି। ଏହା ଅନ୍ତର୍ଗତ ଆଇଏସ୍‌ଆଇ ସ୍ଥାନୀୟ ଖଲିସ୍ତାନୀ ଆତଙ୍କବାଦୀଙ୍କ ସହିତ ହାତ ମିଳାଇଛି।…

7 years ago

ରାସ୍ତା ପାର ହେଉଥିବା ବେଳେ ଧକ୍କା ଦେଲା ଡମ୍ପର: ୬ ବର୍ଷ ନାବାଳିକାଙ୍କ ମୃତ୍ୟୁ

ବସ୍ତା, ୩୧।୧୦(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଅମର୍ଦାରୋଡ ଛକ ନିକଟରେ ବୁଧବାର ସକାଳେ ଡମ୍ପର ଧକ୍କାରେ ଜଣେ ୬…

7 years ago

ଜାଣନ୍ତୁ କେଉଁ ଟିମ୍‌ କେତୋଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି

ଭାରତ ଓ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ କୋଲକାତାର ଇଡେନ ଗାର୍ଡେନ୍ସରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳାଯିବ। ଦୁଇ ଟିମ କ୍ରିକେଟ ଇତିହାସରେ…

7 years ago

କଶ୍ମୀର ପ୍ରସଙ୍ଗରେ ଯେଉଁ ଦେଶ ଭାରତକୁ ସମର୍ଥନ କରିବ, ତା’ ଉପରେ କ୍ଷେପଣାସ୍ତ୍ର ମାଡ ହେବ: ପାକିସ୍ତାନ ମନ୍ତ୍ରୀ

ଇସଲାମାବାଦ,୩୦।୧୦:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ଉତ୍ତେଜିତ ହୋଇପଡିଛି ପାକିସ୍ତାନ। ଦେଶର ଅନେକ ନେତା ଏବଂ ମନ୍ତ୍ରୀ ଭାରତ ବିରୋଧୀ ମନ୍ତବ୍ୟମାନ ଦେଉଛନ୍ତି। ଏବେ କଶ୍ମୀର ପ୍ରସଙ୍ଗରେ…

7 years ago

ଉଦୟକଣି ଗ୍ରାମ ନିକଟରେ ପୁଣି କୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଗଲା ଲୁଣାଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର,୩୦।୧୦(ଡି.ଏନ୍‌.ଏ.): ପୁଣି ଥରେ ଅସ୍ତରଙ୍ଗ ଉପକୂଳ ଉଦୟକଣି ଗ୍ରାମଠାରେ କୂଳ ଲଙ୍ଘିଛି ଅଶାନ୍ତ ସମୁଦ୍ର। ମେଲା ପଡ଼ିଥିବା ବେଳାଭୂମି ଦେଇ ବୁଧବାର ଲୁଣା ଜୁଆର ସ୍ଥଳଭାଗକୁ ମାଡ଼ି…

7 years ago

ଜମ୍ମୁ-କଶ୍ମୀରରେ ୫ ଶ୍ରମିକଙ୍କୁ ହତ୍ୟା ଘଟଣା: ନିନ୍ଦା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୩୦।୧୦: ମଙ୍ଗଳବାର ଜମ୍ମୁ-କଶ୍ମୀରର କୁଲଗାମ ଜିଲାରେ ୫ ଜଣ ଶ୍ରମିକଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏମାନେ ସମସ୍ତେ ପଶ୍ଚିମବଙ୍ଗର ମୁର୍ଶିଦାବାଦରୁ କଶ୍ମୀର ଯାଇ ପଥର କାରିଗର କାମ…

7 years ago

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ଆଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ବୁଧବାର ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ କୁପଓ୍ବାରା ଜିଲାର କେତେକ ଅଞ୍ଚଳ…

7 years ago

ବ୍ୟବସାୟୀଙ୍କୁ ତାଲାପକାଇ ସିରିଜ୍‌ ଚୋରି: ସିସିଟିଭିରେ ଚୋରଙ୍କ କାରନାମା କଏଦ୍‌

ଖୋର୍ଦ୍ଧା ଅଫିସ, ୩୦।୧୦: ଖୋର୍ଦ୍ଧା ଜିଲା ଆଦର୍ଶ ଥାନା ଅନ୍ତର୍ଗତ ମୁକୁନ୍ଦପ୍ରସାଦ ଓ ଗୋଡିପୋଖରୀ ଛକରୁ ମଙ୍ଗଳବାର ରାତିରେ ସିରିଜ୍‌ ଚୋରି ହୋଇଛି। ଷ୍ଟିଲ ଓ ଫର୍ନିଚର…

7 years ago

ବେଆଇନ ସ’ମିଲ୍‌ ଉପରେ ଚଢ଼ାଉ: ଯନ୍ତ୍ରାଂଶ, କାଠଗଣ୍ଡି ଜବତ

ଭଣ୍ଡାରିପୋଖରୀ,୩୦।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତ ଦାଣ୍ଡକୁଳଠାରେ ବେଆଇନ ଭାବେ ଚାଲୁଥିବା ଏକ ସ’ମିଲ୍‌ ଉପରେ ବୁଧବାର ସକାଳେ ବନବିଭାଗ ଚଢ଼ାଉ କରିଛି। ବନବିଭାଗ…

7 years ago