Home

ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

କଟକସଦର,୨୬।୯(ଡି.ଏନ୍‌.ଏ.): କଟକ-ପାରାଦୀପ ରାସ୍ତାର କନ୍ଦରପୁର ଛକରେ ଗୁରୁବାର ମଧ୍ୟାହ୍ନରେ ଏକ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଜଗତସିଂହପୁର ଜିଲା…

7 years ago

ଖର୍ଚ୍ଚ ନ ହୋଇ ପଡ଼ି ରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଅର୍ଥ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ି ଧର୍ମେନ୍ଦ୍ରଙ୍କ ଚିଠି

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଖର୍ଚ୍ଚ ନ ହୋଇ ପଡ଼ି ରହିରହିଛି ରାଉରକେଲା ସ୍ମାର୍ଟ ସିଟି ପ୍ରକଳ୍ପ ଲାଗି ମଞ୍ଜୁର ହୋଇଥିବା ଅର୍ଥ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ…

7 years ago

ସାପକାମୁଡ଼ାରେ ନାବାଳକଙ୍କ ଜୀବନଗଲା

ବାହାନଗା,୨୬।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ବାହାନଗା ବ୍ଲକ ଆରୁହାବାଡ଼ ପଞ୍ଚାୟତର ଦୋଳପୁର ଗ୍ରାମରେ ଗୁରୁବାର ସକାଳେ ଏକ ବିଷାକ୍ତ ସାପ କାମୁଡ଼ିଦେବାରୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ଗ୍ରାମର…

7 years ago

ପାକିସ୍ତାନରେ ଡେଙ୍ଗୁ ସାଜିଛି ମହାମାରୀ: ୧୦ ହଜାର ଲୋକ ସଂକ୍ରମିତ

ଇସଲାମାବାଦ୍‌,୨୬।୯: ପାକିସ୍ତାନରେ ସାଧାରଣ ସ୍ବାସ୍ଥ୍ୟସେବା ଭୁଶୁଡ଼ି ପଡିଛି। ଏଠାରେ ଅସ୍ବାସ୍ଥ୍ୟକର ପରିବେଶ ଯୋଗୁ ଡେଙ୍ଗୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଡେଙ୍ଗୁରେ ବହୁ ଲୋକଙ୍କ ମୃତ୍ୟୁ…

7 years ago

ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ : ଡାକ୍ତରଖାନା ପରିସରରେ ଉତ୍ତେଜନା

ଅନୁଗୋଳ ଅଫିସ,୨୬।୯: ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ଘର ବଅଁରପାଳ ବ୍ଲକ ନୂଆହତା…

7 years ago

୧୫ ଦିନ ମଧ୍ୟରେ ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କର; ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଆର୍‌ଟିଓ କାର୍ଯ୍ୟାଳୟରେ ଭିଡ ଲାଗୁଛି। ଏହାର ଫାଇଦା ଉଠାଉଛନ୍ତି ଦଲାଲ।…

7 years ago

୫୦ କିଲୋ ସୁନାରେ ନିର୍ମାଣ ଚାଲିଛି ମା’ ଦୁର୍ଗାଙ୍କ ମୂର୍ତ୍ତି

କୋଲକାତା,୨୬।୯:ନବରାତ୍ର ଆରମ୍ଭ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ଏଥିପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗା ପୂଜା ଏକ ସ୍ବତନ୍ତ୍ରତା ବଜାୟ ରଖିଛି।…

7 years ago

ପ୍ରବଳ ବର୍ଷା: ବନ୍ୟା ଜଳରେ ଭାସିଗଲା ଗାଡ଼ି

ମୁମ୍ବାଇ,୨୬।୯: ମହାରାଷ୍ଟ୍ର ପୁଣେରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। କେତେକ ଅଞ୍ଚଳରେ ଘର ଭିତରେ ଛାତିଏ ପାଣି ଠିଆ ହୋଇ ରହିଛି। କିଛି…

7 years ago

ହସ୍ପିଟାଲ, ଆର୍‌ଟିଓ ଅଫିସରୁ ୧୦ ଦଲାଲ ଅଟକ

ବଲାଙ୍ଗୀର ଅଫିସ,୨୬।୯: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ଏବଂ ଆରଟିଓ ଅଫିସରୁ ଗୁରୁବାର ୧୦ ଦଲାଲଙ୍କୁ ପୋଲିସ ଅଟକ ରଖିଛି । ପୂର୍ବାହ୍ନରେ ବଲାଙ୍ଗୀର ଜିଲାପାଳ…

7 years ago

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ ଗୁରୁବାର…

7 years ago