କୋଲକାତା,୧୯।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅସଦୁଦ୍ଦିନ୍ ଓଓ୍ବେସିଙ୍କ ରାଜନୈତିକ ଦଳ ଅଲ୍ ଇଣ୍ଡିଆ ମଜଲିସ୍-ଇ-ଇତେହାଦୁଲ୍ ମୁସ୍ଲିମିନ୍କୁ ଭାଜପାର ବି ଟିମ୍ ବୋଲି କହିଛନ୍ତି। ସେ ଓଓ୍ବେସିଙ୍କ…
ଭୁବନେଶର,୧୯।୧୧(ବ୍ୟୁରୋ): ଦୁର୍ନୀତି ଅଭିଯୋଗ ପ୍ରମାଣ ମିଳିବା ପରେ ସ୍ପେଶାଲ ସ୍କ୍ବାଡ ଏଏସଆଇ ଅର୍ଜୁନ କହଁର ନିଲମ୍ବିତ ହୋଇଛନ୍ତି। ଏ ସମ୍ପର୍କରେ କଟକ ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା…
ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ ଉଦ୍ଦେଶ୍ୟରେ…
ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ…
ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ୨୦୨୦ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସମସ୍ତ ସହରାଞ୍ଚଳକୁ ପାଇପ୍ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ। ମଙ୍ଗଳବାର ପଶ୍ନୋତ୍ତରବେଳେ ଏହି ସୂଚନା ଦେଇଛନ୍ତି ପଞ୍ଜାୟତରାଜ…
ଭୁବନେଶ୍ୱର, ୧୯।୧୧(ବ୍ୟୁରୋ): ସୋମବାର ଅପରାହ୍ନଣରେ ଭାଜପା ଗୃହ କାର୍ଯ୍ୟରେ ସହଯୋଗ କରିଥିଲେ ମଧ୍ୟ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବକ୍ତବ୍ୟ…
ଚେନ୍ନାଇ,୧୯।୧୧: ପ୍ଲାଟଫର୍ମର ସୁରକ୍ଷା ଦାୟିତ୍ୱ ଆର୍ପିଏଫ୍ ଉପରେ ନ୍ୟସ୍ତ ରହିଥାଏ। ତେବେ ଚେନ୍ନାଇରେ ପ୍ଲାଟଫର୍ମରେ ଅଯଥା ଗହଳି କରୁଥିବା ଯାତ୍ରୀଙ୍କୁ ଭୁକି ତାଗିଦ୍ କରୁଛି ଏକ କୁକୁର।…
ମୁମ୍ବାଇ: ମଲ୍ଟିଟ୍ୟାଲେଣ୍ଟେଡ୍, ସୌନ୍ଦର୍ଯ୍ୟରେ ଭରପୂର ଓ ବଲିଉଡ୍ରେ ନୂଆ ନୂଅ ପାଦ ରଖିଥିବା ବୋଲ୍ଡ ଅଭିନେତ୍ରୀ ତାରା ସୁତାରିଆ ମଙ୍ଗଳବାର ୨୪ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି…
ଜମ୍ମୁ,୧୯।୧୧:ସିଆଚୀନ୍ ଗ୍ଲାସିୟର ପୃଥିବୀର ଉଚ୍ଚତମ ଯୁଦ୍ଧସ୍ଥଳ। ଏଠାରେ ଭାରତୀୟ ଯବାନ ୧୬ ରୁ ୨୦ ହଜାର ଫୁଟ ଉଚ୍ଚରେ ମୁତୟନ ହୋଇଥାନ୍ତି। ଦେଶ ସୀମାର ସୁରକ୍ଷା ପାଇଁ…
ଭୁବନେଶ୍ୱର,୧୯୧୧(ବ୍ୟୁରୋ): ରାଜ୍ୟରେ ଗଞ୍ଜେଇ ଚାଷ କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି ଅବକାରୀ ସଚିବ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି। ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ…