ଭଦ୍ରକ ଅଫିସ,୨୪।୧୦: ରାଜ୍ୟରେ ଲାଗାଣ ବର୍ଷI ଯୋଗୁ ଗୁରୁବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ରକୁ ଜିଲାପାଳ ଛୁଟି ଘୋଷଣା କରିଛନ୍ତି। ଛାତ୍ରୀଛାତ୍ରଙ୍କ ସୁରକ୍ଷା…
ବ୍ରହ୍ମପୁର ଅଫିସ,୨୪।୧୦: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ବୁଧବାରରୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏଥିଯୋଗୁ ବେହାଲ ହୋଇପଡ଼ିଛି ବ୍ରହ୍ମପୁର। ସହରର…
ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଗଣତି ପରେ ଉତ୍ସାହିତ ହୋଇ ପଡିଛି ଭାରତୀୟ ଜନତା ପାର୍ଟି(ଭାଜପା)। ବିଜୟକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ବିଜୟ ଉତ୍ସବ ପାଳନ…
ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ବଙ୍ଗେପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ଟ୍ରେନ୍ ସେବା ବ୍ୟାହତ ହୋଇଛି। ଆଜି ଯିବାକୁ ଥିବା ବିଶାଖାପାଟଣା-ଭୁବନେଶ୍ୱର ଇଣ୍ଟରସିଟି…
ଲକ୍ଷ୍ନୌ,୨୪ା୧୦(ପି.ଟି.): ହିନ୍ଦୁବାଦୀ ନେତା କମଳେଶ ତିଓ୍ବାରୀଙ୍କୁ ହତ୍ୟାକାରୀ ୧୫ ଥର ଛୁରି ଭୁସିବା ସହ ମୁହଁକୁ ଗୁଳି କରିଥିଲେ। ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଏହା ଜଣାପଡିଛି। ତିଓ୍ବାରୀଙ୍କ…
ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଚାଲିଥିବା ବେଳେ ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ପ୍ରାର୍ଥୀ ରୀତା ସାହୁ ୨୩ ହଜାର ୩୬୫…
ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ ଭାଜପା…
ନୂଆଦିଲ୍ଲୀ,୨୪ା୧୦(ପି.ଟି.): ଦିଲ୍ଲୀର ଅନଧିକୃତ କଲୋନିଗୁଡ଼ିକରେ ରହୁଥିବା ୪୦ ଲକ୍ଷ ଲୋକଙ୍କୁ ମାଲିକାନା ଅଧିକାର ମିଳିବ। ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏଭଳି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ମନ୍ତ୍ରୀ…
ବ୍ରହ୍ମପୁର ଅଫିସ/ଛତ୍ରପୁର(ଡି.ଏନ.ଏ.)୨୪।୧୦: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଥିବା ଯୋଗୁଁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଗଞ୍ଜାମ ଜିଲାରେ ବୁଧବାରଠାରୁ…
ଭୁବନେଶ୍ୱର,୨୪।୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାତାର ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଚାରିଆଡେ ଜଳମଗ୍ନ ହୋଇପଡିଛି। ଫଳରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ…