Home

ବାଲାସାହେବଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଏନ୍‌ସିପି ନେତା

ମୁମ୍ବାଇ,୧୭।୧୧: ଶିବସେନାର ପ୍ରତିଷ୍ଠାତା ବାଲାସାହେବ ଠାକରେଙ୍କ ୭ମ ଶ୍ରାଦ୍ଧବାର୍ଷୀକି ଅବସରରେ ମହାରାଷ୍ଟ୍ରର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଛଗନ ଭୁଜବଳ ରବିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।…

7 years ago

ଏସବୁ କମ୍ପାନୀରେ ଅଫିସରେ ଚଷମା ପିନ୍ଧିବା ମନା…

କମ୍ପ୍ୟୁଟରରେ କାମ କଲାବେଳେ କେତେକ ଆଖିକୁ ଚାପମୁକ୍ତ ରଖିବା ପାଇଁ ଚଷମାର ବ୍ୟବହାର କରିଥାନ୍ତି। ମାତ୍ର ଜାପାନର କିଛି ରିଟେଲ୍‌ କମ୍ପାନୀ ଏହାର କର୍ମଚାରୀଙ୍କୁ ଅଫିସରେ କାମ…

7 years ago

କ୍ଷମା ମାଗିଲେ ଅମିତାଭ୍‌

ମୁମ୍ବାଇ: ବିଗ୍‌ ବି ଅମିତାଭ୍‌ ବଚ୍ଚନ ନିଜ ପ୍ରଶଂସକଙ୍କୁ କ୍ଷମା ମାଗିଛନ୍ତି। କୋଲକାତାଠାରେ ହୋଇଥିବା ୨୫ତମ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ୍‌ରେ ବିଗ୍‌ ବି ଏଥର ଯୋଗଦେଇପାରି ନ…

7 years ago

ଏଟିପି ଫାଇନାଲ୍ସ: ତିସିତ୍‌ପାସ- ଥିମ୍‌ ଟାଇଟଲ ମୁକାବିଲା

ଲଣ୍ଡନ,୧୭।୧୧(ଏଏଫ୍‌ପି): ସିଜନ ଶେଷରେ ଆୟୋଜନ ହେଉଥିବା ହାଇପ୍ରୋଫାଇଲ ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍‌ରେ ରବିବାର ଅଷ୍ଟ୍ରିଆର ଡୋମିନିକ…

7 years ago

ପ୍ରଥମ ଟେଷ୍ଟରୁ ପାଟିନସନ ବାସନ୍ଦ

ସିଡନୀ,୧୭।୧୧(ଏଏଫ୍‌ପି): ବ୍ରିସ୍‌ବେନ୍‌ରେ ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରୁ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜେମ୍ସ ପାଟିନସନ ବାସନ୍ଦ ହୋଇଛନ୍ତି। ଜଣେ…

7 years ago

ବିଦେଶ ଯିବାକୁ ଶରିଫଙ୍କୁ ମିଳିଲା ଅନୁମତି

ଲାହୋର,୧୭।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କୁ ଚିକିତ୍ସା ଲାଗି ବିଦେଶ ଯିବାକୁ ଲାହୋର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। କୋର୍ଟ ତାଙ୍କୁ ୪ ସପ୍ତାହ ଲାଗି…

7 years ago

କାର୍‌ବୋମା ବିସ୍ଫୋରଣ: ୧୯ ମୃତ

ଦାମାସ୍‌କସ୍‌,୧୭।୧୧: ସିରିଆରେ ଏକ କାର୍‌ବୋମା ବିସ୍ଫୋରଣରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୩ ଜଣ ସାଧାରଣ ଲୋକ ଥିବା କୁହାଯାଉଛି। ଏଥିରେ ୩୩ରୁ ଅଧିକ…

7 years ago

ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ମଧ୍ୟରେ ସହମତି ଆବଶ୍ୟକ: ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭।୧୧: ଏକ ଦେଶ ଏକ ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ମଧ୍ୟରେ ସହମତି ପ୍ରକାଶ ପାଇବାର ଆବଶ୍ୟକତା ରହିଛି। ଏନେଇ କେନ୍ଦ୍ର ସରକାର ପ୍ରୟାସ ଜାରି…

7 years ago

ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ସହର: କୋଲକାତା, ମୁମ୍ବାଇ ମଧ୍ୟ ଟପ୍‌ ୧୦ରେ

ନୂଆଦିଲ୍ଲୀ,୧୭।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଏବେ ସେଠାରେ ଲୋକେ ଘର ବାହାରକୁ ବାହାରିବାକୁ ଭୟ କରୁଛନ୍ତି। କାରଣ ଦିଲ୍ଲୀର ବାୟୁ…

7 years ago

ଦିଲ୍ଲୀରେ ଗୌତମ ଗମ୍ଭୀରଙ୍କ ନିଖୋଜ ପୋଷ୍ଟର

ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀର କେତେକ ସ୍ଥାନରେ ଏମ୍‌ପି ଗୌତମ ଗମ୍ଭୀରଙ୍କ ପୋଷ୍ଟର ଲାଗିଛି। ଏଥିରେ ଲେଖା ଯାଇଛି, ଆପଣ କ’ଣ ଏହାଙ୍କୁ ଦେଖିଛନ୍ତି କି? ଶେଷଥର ପାଇଁ ଇନ୍ଦୋରରେ…

7 years ago