Home

ଆରମ୍ଭ ହେଲା ‘୧୦୪ ହେଲ୍‌ଥ ହେଲ୍ପଲାଇନ୍‌’

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ସମ୍ପର୍କିତ ସୂଚନା ଏବଂ ପରାମର୍ଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘୧୦୪ ହେଲ୍‌ଥ ହେଲ୍ପଲାଇନ’ ସେବା ଶୁଭାରମ୍ଭ କରାଯାଇଛି। ରାଜ୍ୟରେ ପ୍ରଥମଥର ପାଇଁ…

7 years ago

ନୂଆ ନିୟମକୁ ଠିକାଦାରଙ୍କ ବିରୋଧ: ୨୦ରୁ ସରକାରୀ କାର୍ଯ୍ୟ ବନ୍ଦ ଚେତାବନୀ

ଢେଙ୍କାନାଳ ଅଫିସ, ୧୬।୧୧ - ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଲଘୁ ଖଣିଜ ପଦାର୍ଥ ପାଇଁ ଲାଗୁ ହୋଇଥିବା ନିୟମକୁ ଠିକାଦାରମାନେ ବିରୋଧ କରିଛନ୍ତି।…

7 years ago

କଟକଣା ମାନୁନାହାନ୍ତି ଭାରିଯାନ: ଗାଡ଼ି ଅଟକାଇ ପ୍ରତିବାଦ

ଭୁବନ, ୧୬।୧୧(ଡି.ଏନ୍‌.ଏ.) - ଭୁବନ ଏନ୍‌ଏସି ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାରେ ଭାରିଯାନ ଚଳାଚଳକୁ ନେଇ ଲାଗି ରହିଥିବା ଅସନ୍ତୋଷ ଦିନକୁ ଦିନ ତୀବ୍ର ହେବାରେ…

7 years ago

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୮୦ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଡିସେମ୍ବର ୨୭ରୁ ଧାନ ସଂଗ୍ରହ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେଣୁ ଏଥର ଜଗତ୍‌ସିଂହପୁର ଜିଲାରୁ ୮୦,୧୪୯.୨୫ ମେଟ୍ରିକ୍‌ ଟନ୍‌ (ଏମ୍‌ଟି) ଧାନ ସଂଗ୍ରହ…

7 years ago

ବିଗ୍‌ ବଜାର ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ

ଭୁବନେଶ୍ୱର,୧୬-୧୧(ବ୍ୟୁରୋ): ବିଗ୍‌ ବଜାର ଏବଂ ଏଫ୍‌ବିବି ପକ୍ଷରୁ ପ୍ରଥମାଷ୍ଟମୀ ପାଳିତ ହୋଇଯାଇଛି। ଶିଶୁ ଦିବସ ଅବସରରେ ମୌଳିକ ସୁବିଧାରୁ ବଞ୍ଚିତ ଛୋଟ ଛୋଟ ପିଲାଙ୍କ ମୁହଁରେ ଖୁସି…

7 years ago

ଟ୍ରାଫିକ୍‌ ସମସ୍ୟା, ବିଏମ୍‌ସିର ଜବରଦଖଲ ଉଚ୍ଛେଦ

ବ୍ରହ୍ମପୁର ଅଫିସ,୧୬ା୧୧-ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଶୁକ୍ରବାର ସହରର ବିଭିନ୍ନ ଅଞ୍ଚଳରେ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତଙ୍କ ନେତୃତ୍ୱରେ ଗଠିତ ଟିମ୍‌…

7 years ago

ଭିଜିଲାନ୍ସ ଜାଲରେ ବୈଧମାପ, ଓଜନ ବିଭାଗ ବରିଷ୍ଠ ନିରୀକ୍ଷକ

ଜଗତ୍‌ସିଂହପୁର ଅଫିସ,୧୬ା୧୧: ଭିଜିଲାନ୍ସ ଜାଲରେ ପଡିଛନ୍ତି ବୈଧମାପ ଏବଂ ଓଜନ ବିଭାଗ ଜଗତ୍‌ସିଂହପୁର କାର୍ଯ୍ୟାଳୟ ସହକାରୀ ନିୟନ୍ତ୍ରକ ତଥା ପାରାଦୀପସ୍ଥିତ ବିଭାଗୀୟ ବରିଷ୍ଠ ନିରୀକ୍ଷକ ବିଶ୍ରାନ୍ତ କୁମାର…

7 years ago

ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ…

7 years ago

ପ୍ରୋଗ୍ରାମ ଅଧିକାରୀ ବହିଷ୍କୃତ

ନୟାଗଡ଼ ଅଫିସ,୧୬।୧୧: ନୟାଗଡ଼ ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରୋଗ୍ରାମ ଅଧିକାରୀ ଚୂଡ଼ାମଣି ମୁର୍ମୁଙ୍କୁ ବିଭାଗୀୟ ପ୍ରମୁଖ ସଚିବ ବହିଷ୍କୃତ କରିଛନ୍ତି। ଗତ ୬ ତାରିଖରେ…

7 years ago

କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା…

7 years ago