ହଂକଂ,୩୧ା୮(ଆଇଏଏନ୍ଏସ୍): ହଂକଂରେ ବେଆଇନ ଭାବେ ଶୋଭାଯାତ୍ରା କରିବା ଅଭିଯୋଗରେ ଡେମୋସିଷ୍ଟୋ ପାର୍ଟି ନେତା ଜୋଶୁଆ ଓ୍ବୋଙ୍ଗ୍ଙ୍କ ସମେତ ଗଣତନ୍ତ୍ର ସପକ୍ଷବାଦୀ ୩ ନେତାଙ୍କୁ ଶୁକ୍ରବାର ଗିରଫ କରାଯାଇଛି।…
ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ…
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ଥିବା ବିଭାଗଗୁଡିକ ସହ ସଂପୃକ୍ତ ନିର୍ଦ୍ଦେଶାଳୟ ମିଶ୍ରଣ ନେଇ ଗତ ୨୧ତାରିଖରେ ଜିଏ ଏଣ୍ଡ ପିଜି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।…
ପୁରୀ ଅଫିସ, ୩୧ା୮: ବହୁଚର୍ଚ୍ଚିତ ଏମାର ମଠ ଭଙ୍ଗାକୁ ନେଇ ଦିନକୁ ଦିନ ନାନା ପ୍ରକାର ଚର୍ଚ୍ଚା ଚାଲିଛି। ତେବେ ଶୁକ୍ରବାର ବ୍ରିଟିଶ ଅମଳର ରଘୁନନ୍ଦନ ଲାଇବ୍ରେରି…
ପୁରୁଣା ଭୁବନେଶ୍ୱର, ୩୧ା୮(ଡି.ଏନ.ଏ.): ବିଭାଗୀୟ କର୍ତ୍ତୃପକ୍ଷଙ୍କ ଉଦାସୀନତା ମନୋଭାବ ଯୋଗୁ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ବିଭିନ୍ନ କୀର୍ତ୍ତିରାଜି ବିପନ୍ନ ହେବାକୁ ବସିଛି। ତନ୍ନମଧ୍ୟରୁ ଶିଶୁପାଳଗଡ ଅନ୍ୟତମ। ଏକଦା…
ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ ଘୋଷଣା…
ପୁରୁଣା ଭୁବନେଶ୍ୱର,୩୧ା୮ (ଡି.ଏନ.ଏ.): ଜ୍ୟୋତି କଳାମନ୍ଦିର ଏବଂ କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚର ମିଳିତ ଆୟୋଜନରେ ଜ୍ୟୋତି କଳାମନ୍ଦିରର ସପ୍ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ…
ଭୁବନେଶ୍ୱର, ୩୧ା୮(ବ୍ୟୁରୋ): ପୋଲିସର ଦକ୍ଷତା ମାପିବେ ସାଧାରଣ ଜନତା। ଥାନାରେ ପୋଲିସର ଅଭିଯୋଗକାରୀଙ୍କ ପ୍ରତି ବ୍ୟବହାର କିଭଳି ରହୁଛି ଓ ତଦନ୍ତରେ ଅଭିଯୋଗକାରୀ କେତେ ସନ୍ତୁଷ୍ଟ ସେନେଇ…
ଭୁବନେଶ୍ୱର,୩୧ା୮: ସାରା ରାଜ୍ୟରେ ଶନିବାର ପାଳନ ହେବ ସ୍ବାୟତ୍ତ ଶାସନ ଦିବସ। ଏହି ଅବସରରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ ହେବ। ରାଜଧାନୀ ଭୁବନେଶ୍ୱରରେ ଏନେଇ…
ଭୁବନେଶ୍ୱର,୩୧ା୮(ବ୍ୟୁରୋ): ପୂର୍ବ ଭାରତର ସର୍ବବୃହତ୍ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂଗ୍ରହାଳୟ ‘କଳାଭୂମି’ ଏହାର ନିଆରା କନ୍ସେପ୍ଟ ପାଇଁ ଦେଶବିଦେଶରେ ଲୋକପ୍ରିୟତା ହାସଲ କରିଥିବାବେଳେ ଏହାର ବିକାଶ ଲାଗି…