କୋଲକାତା,୧୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବାକୁ ଦିଲ୍ଲୀ ଯାଇଥିଲେ। ହେଲେ ସେ ମୋଦିଙ୍କୁ ଭେଟିବା ପୂର୍ବରୁ ତାଙ୍କ ପତ୍ନୀ ଯଶୋଦାବେନଙ୍କୁୁ…
ଚଳିତ ବର୍ଷ ବମିଖାଲ ଦୁର୍ଗାପୂଜା ସମିତି ୫୬ବର୍ଷରେ ପଦାର୍ପଣ କରିଛି। ପୂର୍ବରୁ ଅନେକ ତୋରଣ ନେଇ ଚର୍ଚ୍ଚାକୁ ଆସିଥିବା ପୂଜା ସମିତି ଏ ବର୍ଷ ସହରାଞ୍ଚଳ ରାସ୍ତା…
ନୂଆଦିଲ୍ଲୀ,୧୮।୯ : ଦେଶରେ ୧୯୯ ନୂଆ ଜେଲ୍ ନିର୍ମାଣ ପାଇଁ ସରକାର ଯୋଜନା କରିଛନ୍ତି। ସ୍ଥାନର ଅଭାବ ଯୋଗୁ ବିଭିନ୍ନ ଜେଲ୍ରେ ଆବଶ୍ୟକତା ଅନୁସାରେ ଅଧିକ ସଂଖ୍ୟକ…
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଅଧୀନରେ କାର୍ଯ୍ୟରତ ଓଡ଼ିଶା ଟ୍ୟାକ୍ସେସନ୍ ଏଣ୍ଡ ଆକାଉଣ୍ଟସ୍ ସର୍ଭିସ-୨ର ୫୪ ଜଣ ଅଧିକାରୀଙ୍କୁ ଅଦଳବଦଳ କରାଯାଇଛି। ଏ ସଂକ୍ରାନ୍ତରେ…
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଘୂର୍ଣ୍ଣିବଳୟ ଯୋଗୁ କେତେକ ଜାଗାରେ ଅସରାଏ କିମ୍ବା ଦି ଅସରା ବର୍ଷା ହେଉଛି। ଆସନ୍ତା…
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : କେନ୍ଦ୍ର ସରକାର ଓଡ଼ିଶାକୁ ୨୬ଲକ୍ଷ ୫୪ହଜାର ଔଷଧୀୟ ମଶାରି ବଣ୍ଟନ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହାର ସୂଚାରୁରୂପେ କାର୍ଯ୍ୟକାରିତା ପାଇଁ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗର…
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ କେତେକ ମରାମତି କାର୍ଯ୍ୟ କରାଯିବ। ନଭେମ୍ବର ୧ରୁ ଆସନ୍ତାବର୍ଷ ଜୁନ୍ ୩୦ ପର୍ଯ୍ୟନ୍ତ ରନ୍ଓ୍ବେର ରିକାର୍ପେଟିଂ…
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟର ପ୍ରାୟ ୧୨,୦୦୦ ବଡଚାଷୀ, ୯୦୦୦ ନାବାଳିକା/ନାବାଳକ ଏବଂ ପ୍ରାୟ ୨୦,୦୦୦ ସରକାରୀ ଚାକିରିଆ ଚାଷୀ ଭାବେ କାଳିଆ ସୁବିଧା ପାଇଛନ୍ତି। ଅନୁରୂପଭାବେ ଗୋଟିଏ…
ଭୁବନେଶ୍ୱର,୧୮ା୯(ବ୍ୟୁରୋ) : ରାଜ୍ୟ ସରକାରଙ୍କୁ ଖଣି ଚିନ୍ତା ଘାରିଲାଣି। ଆଉ ବର୍ଷକ ମଧ୍ୟରେ ୨୪ଟି ଖଣିର ଲିଜ ଅବଧି ଶେଷ ହୋଇଯିବ। ଶିଳ୍ପଗୁଡ଼ିକୁ କଞ୍ଚାମାଲ ମିଳିବା ନେଇ…
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆଦିଲ୍ଲୀ ଗସ୍ତ କରିବେ। ସେହିଦିନ ଅପରାହ୍ନ ୫ଟା ୩୦ରେ ଓଡ଼ିଶା ଭବନରେ ଭାରତ ସରକାରଙ୍କ ବିଭିନ୍ନ ଅଧିକାରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…