Home

କେନାଲକୁ ଖସିଲା କାର୍‌: କଟକ ବିଜେଡି ଉପସଭାପତି ମୃତ

ମାଣିଆବନ୍ଧ,୨।୪ (ଅଖିଳ କୁମାର ସାହୁ):କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଗୋଡ଼ିଝରିଆସ୍ଥିତ ରେଙ୍ଗାଲି ଦକ୍ଷିଣ କେନାଲରେ ସୋମବାର ସନ୍ଧ୍ୟାରେ ଏକ କାର୍‌ କେନାଲ ଭିତରକୁ ଖସିପଡ଼ିଛି। ଫଳରେ…

12 months ago

ଯୋଗୀ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା: ଘର ଭାଙ୍ଗିଲ, କ୍ଷତିପୂରଣ ଦିଅ

ନୂଆଦିଲ୍ଲୀ,୨ା୪ (ପି.ଟି.):ଆଇନଗତ ପ୍ରକ୍ରିୟାର ଅନୁପାଳନ ନ କରି ବେଆଇନ ଭାବେ ଘର ଭଙ୍ଗାଯିବା ଘଟଣାରେ ସୁପ୍ରିମକୋର୍ଟ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ଏବଂ ପ୍ରୟାଗରାଜ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ଭର୍ତ୍ସନା…

12 months ago

ଟଙ୍କା ଅପେକ୍ଷାରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ: ଆଗେଇପାରୁନି ଫେରସ୍ତ ପ୍ରକ୍ରିୟା

ଭୁବନେଶ୍ୱର,୨ା୪(ସୁନିତ୍‌ ମିଶ୍ର):ରାଜ୍ୟରେ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ଭବିଷ୍ୟତ ଏକପ୍ରକାର ଅନ୍ଧାର ଭିତରେ ରହିଛି। ଅନେକ ଲକ୍ଷ ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ, ଯେଉଁମାନେ ନିଜ କଷ୍ଟ ଉପାର୍ଜିତ ଅର୍ଥକୁ ଚିଟ୍‌ଫଣ୍ଡ ସଂସ୍ଥାରେ…

12 months ago

ହୁ ହୁ ହୋଇ ବଢୁଛି ସୁନା ଦର: ୯୪ ହଜାର ଟପିଲା

ନୂଆଦିଲ୍ଲୀ,୨ା୪(ପି.ଟି.):ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ ଲଗାତର…

12 months ago

ଅବସର ନେଲେ ଗଞ୍ଜାମ ସିଡିଏମଓ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ଅଧିକାରୀ (ସିଡିଏମଓ) ବିଜୟ କୁମାର ପଣ୍ଡା ଗତ ୩୧ ତାରିଖରେ ଚାକିରିରୁ ଅବସର ନେଇଛନ୍ତି। ଏନେଇ ବ୍ରହ୍ମପୁରସ୍ଥିତ ତାଙ୍କ କାର୍ଯ୍ୟାଳୟର…

12 months ago

ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ କମିଟି…

12 months ago

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍‌ ଦିବସ

ଅଟିଜିମ୍‌ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି। ଅଟିଜିମ୍‌…

12 months ago

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬ ଜଣ…

12 months ago

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର ପୂଜାରେ…

12 months ago

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା କରିଛନ୍ତି।…

12 months ago