Home

ପ୍ରସୂତିଙ୍କୁ ଭେଟିଲା ଭାଜପା ମହିଳା ମୋର୍ଚ୍ଚା

ଭଦ୍ରକ ଅଫିସ,୧୬ା୧୦- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ବାରଣ୍ଡାରେ ସୋମବାର ଜଣେ ପ୍ରସୂତି ପିଲା ଜନ୍ମ କରିବା ଘଟଣାପରେ ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି…

7 years ago

ଜେସିବି ଲଗାଇ ବାଲି ଲୁଟୁଛନ୍ତି ଚୋର

ଭଣ୍ଡାରିପୋଖରୀ, ୧୬ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀ ଗର୍ଭରୁ ବାଲି ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମଣିନାଥପୁର, ମୁଢାପଦା, ବାଲିପୋଖରୀ ଆଦି…

7 years ago

ଉଦଳା-କରଞ୍ଜିଆରେ ମାତିଲେ ଲୁଟେରା: ୫ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା, ଅଧ୍ୟାପିକାଙ୍କ ସୁନାଚେନ୍‌ ଲୁଟ

ଉଦଳା/ଠାକୁରମଣ୍ଡା,୧୬ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ଓ କରଞ୍ଜିଆ ଥାନା ପୋଲିସ୍‌କୁ ମଙ୍ଗଳବାର ଲୁଟେରାମାନେ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ୫ ଲକ୍ଷରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କା ସହ ଜଣେ…

7 years ago

ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ର ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୧୬।୧୦-ବାଲେଶ୍ୱର ସେରଗଡ଼ସ୍ଥିତ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କେନ୍ଦ୍ରକୁ ମଙ୍ଗଳବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍‌ଘାଟନ କରିଛନ୍ତି। ପୌରାଞ୍ଚଳର ୫୨ଟି ସ୍କୁଲରେ ପଢୁଥିବା ୮,୨୦୦ ଛାତ୍ରୀଛାତ୍ରଙ୍କ…

7 years ago

ସୁଲତାନ ଜୋହର କପ୍‌ ହକି: ଲଢ଼େଇ କରି ହାରିଲା ଭାରତ

ଜୋହର ବାହରୁ, ୧୬।୧୦-ସୁଲତାନ ଜୋହର କପ୍‌ ଜୁନିୟର ହକି ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭାରତ ୩-୪ ଗୋଲରେ ଜାପାନଠାରୁ ହାରି ଯାଇଛି। ମ୍ୟାଚରେ…

7 years ago

ରଣ୍‌ଜୀ ଭେନ୍ୟୁ ଘୋଷିତ: ଘରୋଇ ଗ୍ରାଉଣ୍ଡରେ ୫ ମ୍ୟାଚ୍‌ ଖେଳିବ ଓଡ଼ିଶା

କଟକ ଅଫିସ,୧୬ା୧୦- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ଚଳିତ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଭେନ୍ୟୁ ତାଲିକା ଘୋଷଣା କରାଯାଇଛି । ଆସନ୍ତା ଡିସେମ୍ବର ୯ରୁ ଆରମ୍ଭ…

7 years ago

ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ: ଭାରତ-ବାଂଲାଦେଶ ମ୍ୟାଚ ଡ୍ର

କୋଲକାତା, ୧୬ା୧୦ (ପି.ଟି.)-ଆଦିଲ ଖାଁଙ୍କ ବିଳମ୍ବିତ ଗୋଲ ଭାରତର ସମ୍ମାନ ରଖିଛି। ମଙ୍ଗଳବାର ଅନୁଷ୍ଠିତ ଭାରତ-ବାଂଲାଦେଶ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ଗ୍ରୁପ୍‌ ‘ଇ’ ମ୍ୟାଚ ୧-୧…

7 years ago

ଫିଫା ବିଶ୍ୱକପ୍‌ କ୍ୱାଲିଫାୟର: ମ୍ୟାଚ୍‌ ଡ୍ର ରଖିଲେ ଦୁଇ କୋରିଆ

ସିଓଲ,୧୫।୧୦(ଏଏଫ୍‌ପି)- ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଉତ୍ତର ଓ ଦକ୍ଷିଣ କୋରିଆ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର…

7 years ago

ଅଷ୍ଟ୍ରେଲିଆ ପୁରୁଷ, ମହିଳା ଟି୨୦ ଦଳକୁ ସମାନ ପୁରସ୍କାର ରାଶି ମିଳିବ

ସିଡନୀ, ୧୫।୧୦(ଏଏଫ୍‌ପି)- କ୍ରିକେଟ ଅଷ୍ଟ୍ରେଲିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଆସନ୍ତାବର୍ଷ ଘରୋଇ ପରିବେଶ୍‌ରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଉଭୟ ପୁରୁଷ ଓ…

7 years ago

ଆଇସିସିର ବାଉଣ୍ଡାରୀ ନିୟମ ପରିବର୍ତ୍ତନକୁ ନିଶାମଙ୍କ ପରିହାସ

ନୂଆଦିଲ୍ଲୀ, ୧୬।୧୦ (ପି.ଟି.)- ବିବାଦୀୟ ବାଉଣ୍ଡାରୀ କାଉଣ୍ଟ ନିୟମ ପରିବର୍ତ୍ତନ କରିବା ପରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏବେ ସମାଲୋଚନାର ଶିକାର ହୋଇଛି। ନ୍ୟୁଜିଲାଣ୍ଡ ଅଲରାଉଣ୍ଡର…

7 years ago