Home

ଚାଲିଲେ ବଢେ ଆୟୁ

ୟୁନିଭରସିଟି ଅଫ୍‌ ସିଡ୍‌ନୀର ଗବେଷକମାନେ ଏବେ ଏକ ନୂଆ ତଥ୍ୟ ପ୍ରଦାନ କରିଛନ୍ତି। ଯେଉଁମାନେ ଯେତେ ଦ୍ରୁତ ଗତିରେ ଚାଲିଥାଆନ୍ତି ସେମାନେ ସେତେ ଦୀର୍ଘାୟୁ ହୋଇଥାଆନ୍ତି। ଦ୍ରୁତ…

7 years ago

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି, ଏନ୍‌ଜାଇମ,…

7 years ago

ଯେଉଁଠି ମୋଟା ଯୁବତୀଙ୍କୁ ପସନ୍ଦ କରନ୍ତି ବର…

ଯୁବକମାନେ ସାଧାରଣତଃ ପତଳା ଝିଅଙ୍କୁ ଜୀବନସାଥି ଭାବରେ ଗ୍ରହଣ କରିବାକୁ ପସନ୍ଦ କରନ୍ତି। ତେବେ ଏପରି ଏକ ଅଞ୍ଚଳ ରହିଛି ଯେଉଁଠି ମୋଟା ଝିଅଙ୍କୁ ଯୁବକ ପସନ୍ଦ…

7 years ago

କାହିଁକି ଦୁଇ ପିଲାର ମା’ଙ୍କୁ ବିବାହ କରିଥିଲେ ଶିଖର ଧାଓ୍ବନ୍‌

ଭାରତୀୟ କ୍ରିକେଟ୍‌ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଶିଖର ଧାଓ୍ବନ ନିଜ ବ୍ୟାଟିଂ ପାଇଁ ଯେତିକି ଲୋକପ୍ରିୟତା ହାସଲ କରିନାହାନ୍ତି, ତାଙ୍କ ପ୍ରେମ କାହାଣୀକୁ ନେଇ ସେତିକି ଚର୍ଚ୍ଚାରେ…

7 years ago

‘୨୦୨୪ ସୁଦ୍ଧା ପ୍ରତି ଘରେ ପହଞ୍ଚତ୍ବ ପାଇପ ଯୋଗେ ପାନୀୟଜଳ’

ପୁରୀ ଅଫିସ,୧୨ା୯: ବର୍ତ୍ତମାନ ସୁଦ୍ଧା ଭାରତର ସାଢେ ୧୮ ପ୍ରତିଶତ ପରିବାରକୁ ପାଇପ ଯୋଗେ ପାନୀୟଜଳ ପହଞ୍ଚତ୍ ପାରିଛି। ଆଗାମୀ ସାଢେ ୪ ବର୍ଷ ମଧ୍ୟରେ ଏହାକୁ…

7 years ago

ପିଲାଙ୍କୁ ସ୍ମାର୍ଟଫୋନ୍‌ ଦେଉଛନ୍ତି କି? ହୋଇଯାଆନ୍ତୁ ସାବଧାନ

ଛୋଟ ପିଲାଙ୍କର ବର୍ତ୍ତମାନ ପିଢ଼ି ସ୍ମାର୍ଟଫୋନ୍‌। ଟ୍ୟାବ୍‌ଲେଟ୍‌ ଏବଂ ଅନ୍ୟ ଇଣ୍ଟରନେଟ୍‌ ଯୁକ୍ତ ବୈଦ୍ୟୁତିକ ଉପକରଣ ବ୍ୟବହାର କରି ସେମାନେ ଆଗକୁ ବଢ଼ି ଚାଲିଛନ୍ତି। ଏହାକୁ ନେଇ…

7 years ago

ପଦ୍ମପୁରରେ ବ୍ୟାପୁଛି ଝାଡାବାନ୍ତି: ୨ ଦିନରେ ୩୦ ଆକ୍ରାନ୍ତ

ପଦ୍ମପୁର, ୧୨।୯(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ମାରିଗୁଡ଼ା ଓ ବହୁପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଗତ ଦୁଇ ଦିନ ମଧ୍ୟରେ ଉଭୟ ଗ୍ରାମରେ ୩୦ରୁ ଊର୍ଦ୍ଧ୍ୱ…

7 years ago

ଦୁଇ ବାଇକ୍‌ ମୁହାଁମୁହିଁ: ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ

ଉମରକୋଟ, ୧୨।୯(ଡି.ଏନ୍‌.ଏ.)- ଉମରକୋଟ ବ୍ଲକ କାରଗା ନିକଟରେ ବୁଧବାର ରାତିରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଛି ଓ ଅନ୍ୟଜଣେ ଏଥିରେ ଗୁରୁତର…

7 years ago

ହାତୀ ଉଜାଡିଲେ ଧାନ ଫସଲ

ମାଧପୁର/ବଇଣ୍ଡା, ୧୨ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମୁଚ୍ଛପୁର ଗ୍ରାମରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ବିଲରେ ପଶି ଚାଷୀମାନଙ୍କ ଧାନ ଫସଲ ଉଜାଡିବା ଦେଇଥିବାରୁ…

7 years ago

ରାଜପଥ ପାର୍ଶ୍ୱରୁ ଉଚ୍ଛେଦ ଜାରି, ୧୪୪ ଧାରା ବଳବତ୍ତର

ବଇଣ୍ଡା, ୧୨ା୯(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଛକଠାରେ ୫୫ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଦୋକାନ ଓ ବାସଗୃହ ଉଚ୍ଛେଦ ପ୍ରକ୍ରିୟା ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି।…

7 years ago