Home

ଏକସଙ୍ଗରେ ୬ଟି ସନ୍ତାନ ଜନ୍ମଦେଲେ ମହିଳା: ରାଷ୍ଟ୍ରପତି ଜଣାଇଲେ ଶୁଭେଚ୍ଛା

ଓ୍ବାର୍‌ଶ, ୨୨।୫: ୟୁରୋପୀୟ ଦେଶ ପୋଲାଣ୍ଡରେ ଜଣେ ମହିଳା ପ୍ରଥମଥର ପାଇଁ ୬ଟି ସନ୍ତାନ ଜନ୍ମ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହାକୁ ନେଇ ପୋଲାଣ୍ଡରେ ଏକ ଖୁସିର…

7 years ago

ହାତରେ ହାତ ଛନ୍ଦି ବୁଲୁଥିଲେ ଏହି ଯୋଡ଼ି, କ୍ୟାଚ୍‌ କରିନେଲା କ୍ୟାମେରା

ହାତରେ ହାତ ଛନ୍ଦି ବଲିଉଡ୍‌ର ଏହି ଯୋଡ଼ି କାର୍‌ରେ ବୁଲୁଥିଲେ। ଫଟୋଗ୍ରାଫରଙ୍କ କ୍ୟାମେରାକୁ ଦେଖି ମୁହଁ ଲୁଚାଇଦେଲେ। କିନ୍ତୁ ଲୁଚିଛି ନା ଗୋଡ଼ ଦି’ଟା ଦିଶୁଛି ପରି…

7 years ago

ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ଜଳନ୍ଧର, ୨୨।୫:  ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ ସରକାରରେ …

7 years ago

ରାଜୀବ କୁମାରଙ୍କ ବଢିଲା ଚିନ୍ତା: ଜାମିନ ପାଇଁ ଗଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୨।୫: ସାରଦା ଚିଟ୍‌ଫଣ୍ଡ୍‌ ମାମଲାରେ ସମ୍ପୃକ୍ତ ଥିବା କୋଲକତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାର ଜାମିନ ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ପଶ୍ଚିମବଙ୍ଗରେ ଓକିଲ ଆନ୍ଦୋଳନ…

7 years ago

୫ ଲକ୍ଷ ଫଲୋଅର୍ସ ଥିବା ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ହତ୍ୟା

ନୂଆଦିଲ୍ଲୀ, ୨୨।୫: ଦିଲ୍ଲୀର ନଜଫଗଡରେ ଜଣେ ଟିକ୍‌ଟକ୍‌ ସେଲିବ୍ରିଟିଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ମୃତକଙ୍କ ଜଣଙ୍କ ହେଲେ ମୋହିତ। ପେଶାରେ ସେ ଜଣେ ଜିମ୍‌ ଟ୍ରେନର…

7 years ago

କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ: ନିର୍ବାଚନୀ ଜାଲିଆତିରେ ସୁପ୍ରିମକୋର୍ଟ ମଧ୍ୟ ସମ୍ପୃକ୍ତ

ନୂଆଦିଲ୍ଲୀ, ୨୨।୫: ଇଭିଏମ ଏବଂ ଭିଭିପାଟକୁ ନେଇ ଚାଲିଥିବା ଚର୍ଚ୍ଚା ଭିତରେ କଂଗ୍ରେସ ନେତା ଉଦିତ ରାଜ ସୁପ୍ରିମକୋର୍ଟ ଉପରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୁପ୍ରିମକୋର୍ଟଙ୍କ ବିଶସନୀୟତା…

7 years ago

ମର୍ମନ୍ତୁତ ସଡକ ଦୁର୍ଘଟଣା: ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ଗଲା ଜୀବନ

ନୋଏଡା, ୨୨।୫: ଉତ୍ତର ପ୍ରଦେଶର ନୋଏଡାରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୪ ଏମବିବିଏସ ଛାତ୍ରୀଛାତ୍ରଙ୍କ ମୃତ୍ୟୁ ଘଟିବା ସହ ଜଣେ ଛାତ୍ରୀ ଗୁରୁତର…

7 years ago

ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍‌ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।…

7 years ago

ଅରୁଣାଚଳ ପ୍ରଦେଶରେ ଉଗ୍ରବାଦୀଙ୍କ ପକ୍ଷରୁ ବିସ୍ଫୋରଣ: ବିଧାୟକଙ୍କ ସମେତ ୧୧ ମୃତ

ଇଟ୍ଟାନଗର, ୨୧।୫: ଅରୁଣାଚଳ ପ୍ରଦେଶର ବିଧାୟକ ତିରୋଙ୍ଗ ଅବୋଙ୍କ ରାଲିରେ ଭୟାନକ ବିସ୍ଫୋରଣ ଘଟିଛି। ଏଥିରେ ବିଧାୟକଙ୍କ ସମେତ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାଥମିକ…

7 years ago

ପୁଣି ପରଦାରେ ଧମାଲ୍‌ କରିବେ ପ୍ରଭାସ୍‌, ଆସୁଛି ଫିଲ୍ମ ‘ସାହୋ’

ବାହୁବଳୀ ଫେମ୍‌ ପ୍ରଭାସ ପୁଣି ପରଦାରେ ଧମାଲ୍‌ କରିବାକୁ ଯାଉଛନ୍ତି। ବାହୁବଳୀ ଏବଂ ବାହୁବଳୀ ୨ ପରେ ଏବେ ଫିଲ୍ମ ‘ସାହୋ’ ପାଇଁ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି…

7 years ago