Home

କେରଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏସ୍‌ଡିଏ ଅଧ୍ୟକ୍ଷ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଶୁକ୍ରବାର କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ କେ.କେ. ଶୈଳଜା ଟିଚରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ…

7 years ago

ନଡ଼ା ପୋଡ଼ି ୪୧% କମିଛି

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣ ପାଇଁ ପଡୋଶୀ ପଞ୍ଜାବ ଓ ହରିୟାଣାରେ ପର୍ଯ୍ୟାପ୍ତ ନଡ଼ା ପୋଡ଼ାଯିବାକୁ ଅଧିକାଂଶ ଦାୟୀ କରୁଛନ୍ତି। ତେବେ ପୂର୍ବ ୩ ବର୍ଷ…

7 years ago

ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ

କାକଟପୁର, ୨ା୧୧(ଡି.ଏନ୍‌.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ…

7 years ago

ଭାରତ-ଜର୍ମାନୀ ୨୦ ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୨ା୧୧(ଆଇଏଏନ୍‌ଏସ୍‌): ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ଜର୍ମାନ୍‌ ଚାନ୍‌ସେଲର ଆଞ୍ଜେଲା ମର୍କେଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା ଶୁକ୍ରବାର ଅନୁଷ୍ଠିତ…

7 years ago

ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇଥିବା ଏମ୍‌ପି ପିଡିପିରୁ ବିଦା

ଶ୍ରୀନଗର,୨ା୧୧(ପି.ଟି.): ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗଦେଇଥିବା ପିଡିପି ରାଜ୍ୟ ସଭା ସଦସ୍ୟ ନାଜିର ଅହମଦ ଲଓ୍ବେଙ୍କୁ ଶୁକ୍ରବାର ଦଳରୁ ବହିଷ୍କାର କରାଯାଇଛି।…

7 years ago

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ: ବ୍ଲାକବୋର୍ଡରେ ଲେଖାଗଲା ପ୍ରଶ୍ନ

ଭୁବନେଶ୍ୱର (ବ୍ୟୁରୋ)/ ପୁରୀ ଅଫିସ/ ଗୋପ, (ଡି.ଏନ.ଏ)୨ା୧୧: ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। କିନ୍ତୁ ପ୍ରଥମ ଦିନରେ ବିଭ୍ରାଟ…

7 years ago

୧୦,୯୨୬ ଲୋକଙ୍କୁ ଜଣେ ଏଲୋପାଥିକ ଡାକ୍ତର

ନୂଆଦିଲ୍ଲୀ, ୨ା୧୧: ଭାରତରେ ପ୍ରତି ୧୦,୯୨୬ ଲୋକଙ୍କ ଚିକିତ୍ସା ଲାଗି ମାତ୍ର ଜଣେ ଏଲୋପାଥିକ ସରକାରୀ ଡାକ୍ତର ଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍‌ଓ)…

7 years ago

୧୨ ବର୍ଷରେ ଗଡ଼ିଛି ୧,୧୦୯ ଖବରଦାତାଙ୍କ ମୁଣ୍ଡ

ଲଣ୍ଡନ, ୨ା୧୧(ପି.ଟି.): ରାଜନୀତି, ଅପରାଧ ଓ ଦୁର୍ନୀତି ସମ୍ପର୍କରେ ରିପୋର୍ଟିଂ କରୁଥିବା ଖବରଦାତାଙ୍କୁ ବିଭିନ୍ନ ସମୟରେ ଆକ୍ରମଣ କରାଯାଉଛି। ରାଜନୈତିକ ବାହୁଛାୟା ତଳେ ରହି ଅପରାଧୀମାନେ ଗୋଟିଏ…

7 years ago

୨୦୦୮ ସିଆର୍‌ପିଏଫ୍‌ କ୍ୟାମ୍ପ୍‌ ଆକ୍ରମଣ ମାମଲା: ୩ ପାକିସ୍ତାନୀ ସମେତ ୬ ଦୋଷୀ

ରାମପୁର(ଉତ୍ତରପ୍ରଦେଶ),୨ା୧୧(ଆଇଏଏନ୍‌ଏସ୍‌): ୧୨ ବର୍ଷ ତଳର ସିଆର୍‌ପିଏଫ୍‌ କ୍ୟାମ୍ପ ଆକ୍ରମଣ ଘଟଣାରେ ୮ ଅଭିଯୁକ୍ତଙ୍କ ମଧ୍ୟରୁ ୬ ଜଣଙ୍କୁ ରାମପୁରର ଅତିରିକ୍ତ ଜିଲା ଜଜ୍‌ କୋର୍ଟ ଦୋଷୀସାବ୍ୟସ୍ତ କରିଛନ୍ତି।…

7 years ago

ରଘୁବରଙ୍କୁ ହଟାଇବା ବିରୋଧୀଙ୍କ ପାଇଁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ/ରାଞ୍ଚତ୍,୨ା୧୧: ଝାଡ଼ଖଣ୍ଡ ବିଧାନସଭା ଭୋଟ ପାଇଁ ଶୁକ୍ରବାର ନିର୍ବାଚନ କମିଶନଙ୍କ ତାରିଖ ଘୋଷଣା ସହ ବିଧିବଦ୍ଧ ଭାବେ ବିଗୁଲ ବାଜିଛି। ଏହି ଆଦିବାସୀ ଅଧ୍ୟୁଷିତ ରାଜ୍ୟର ୨.୨୬…

7 years ago