Home

ଲିଫ୍ଟ ବେସ୍‌ରେ ନିଆଁ, ଦୌଡ଼ିଲେ କର୍ମଚାରୀ

ଭୁବନେଶ୍ୱର, ୨୭।୫ (ବ୍ୟୁରୋ): ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ଏକ ଖବରକାଗଜ ସଂସ୍ଥା କାର୍ଯ୍ୟାଳୟର ଲିଫ୍ଟ ବେସ୍‌ରେ ରବିବାର ନିଆଁ ଲାଗିଯାଇଥିଲା। ଫଳରେ ଷଷ୍ଠ ମହଲା ପର୍ଯ୍ୟନ୍ତ ଧୂଆଁ ବ୍ୟାପିଯାଇଥିଲା।…

7 years ago

ମେ ୩୦, ସନ୍ଧ୍ୟା ୭ଟାରେ ଶପଥ ନେବେ ମୋଦି

ନୂଆଦିଲ୍ଲୀ, ୨୬।୫: ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୩୦ରେ ଶପଥ ନେବେ। ଏନେଇ ଟୁଇଟରରେ…

7 years ago

ସହଯୋଗୀଙ୍କ ମୃତଦେହ କାନ୍ଧେଇଲେ ସ୍ମୃତି ଇରାନୀ

ଲକ୍ଷ୍ନୌ, ୨୬।୫: ଆମେଠିର ନର୍ବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା କରାଯାଇଛି। ଏହାକୁ ନେଇ ରାଜନୀତି ଜୋର ଧରିଥିବାବେଳେ ରବିବାର…

7 years ago

ମିଶ୍ରି ଖାଇଲେ ମିଳିବ ଏସବୁ ଉପକାର

ମିଶ୍ରିର ଅନେକ ଔଷଧିୟ ଗୁଣ ରହିଛି। ଏହା ଶର୍କରା ଜାତୀୟ ହୋଇଥିଲେ ମଧ୍ୟ ଅନେକ ରୋଗରୁ ମୁକ୍ତି ଦେଇଥାଏ। ଏକ ଗବେଷଣାରୁ ଜଣାପଡ଼ିଛି ଯେ, ମିଶ୍ରି ଖାଇଲେ…

7 years ago

ଦୁଇ ବାଇକ୍‌ ଓ ଇଣ୍ଡିଗୋକୁ ଧକ୍କା ଦେଲା ଟ୍ରକ, ଜଣେ ଗୁରୁତର

ନୂଆଗାଁ,୨୬ା୫(ଡି.ଏନ୍‌.ଏ.): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁରଠାରେ ରବିବାର ପୂର୍ବାହ୍ନରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଦୁଇଟି ବାଇକ ଓ ଗୋଟିଏ ଇଣ୍ଡିଗୋକୁ ଧକ୍କାଦେଇଥିଲା। ଫଳରେ ଚାରି…

7 years ago

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ମୋ ପିତାଙ୍କୁ କଂଗ୍ରେସ କାର୍ଯ୍ୟକର୍ତ୍ତା ମାରିଛନ୍ତି ବୋଲି ଅଭିଯୋଗ କଲେ ପୁଅ

ଲକ୍ଷ୍ନୌ, ୨୬।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ହରାଇ କଂଗ୍ରେସ ଗଡ କୁହାଯାଉଥିବା ଆମେଠି ଲୋକ ସଭା ଆସନ ଜିତିଥିବା ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କର ଘନିଷ୍ଠ…

7 years ago

ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ

ବ୍ରହ୍ମଗିରି,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍‌କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ…

7 years ago

ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ: ସଜାଗ ହେଲା କେନ୍ଦୁଝର ଜିଲା ପ୍ରଶାସନ

କେନ୍ଦୁଝର,୨୬।୫(ସ୍ବ.ପ୍ର.): ସୁରଟର କୋଚିଂ ସେଣ୍ଟରରେ ଅଗ୍ନିକାଣ୍ଡ ଘଟିବା ପରେ ରବିବାର କେନ୍ଦୁଝର ଜିଲା ଅଗ୍ନିଶମ ବିଭାଗ ପକ୍ଷରୁ ବିଭିନ୍ନ ସଂସ୍ଥାଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ଯାଞ୍ଚ କରାଯାଇଛି।…

7 years ago

ବନବିଭାଗର ଅବହେଳା: ଅସୁସ୍ଥ ମାଈ ହାତୀର ଜୀବନ ଗଲା

ଦେବଗଡ଼,୨୬ା୫(ସ୍ବ.ପ୍ର.): ଦେବଗଡ଼ ରେଞ୍ଜ ତଥା କଂସର ଫରେଷ୍ଟ ସେକ୍ସନ ଅଧୀନ ହିରନ୍‌ ଗ୍ରାମରେ ଗତ ଏପ୍ରିଲ ୬ ତାରିଖରୁ ଆଶ୍ରୟ ନେଇଥିବା ଅସୁସ୍ଥ ହାତୀର ସ୍ବାସ୍ଥ୍ୟବସ୍ଥାରେ ଯଥେଷ୍ଟ…

7 years ago

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ…

7 years ago