ନିରାକାରପୁର,୧୮ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫନୀ କ୍ଷତିଗ୍ରସ୍ତଙ୍କ ୯ ଦଫା ଦାବି ପୂରଣ ନେଇ ଶୁକ୍ରବାର ସିପିଆଇଏମ୍ ତରଫରୁ ଧାରଣା ଦିଆଯାଇଥିଲା। ଫନୀ…