Home

ନଭେମ୍ବର ୨୫ରେ ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ଲାଗି ନଭେମ୍ବର ୨୫ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶୁକ୍ରବାର ଘୋଷଣା…

7 years ago

ଅନ୍‌ଲାଇନ୍‌ରେ ହେବ ପ୍ରେକ୍ଷାଳୟ ବୁକିଂ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନରେ ଥିବା ପ୍ରେକ୍ଷାଳୟ ଏବଂ ମଣ୍ଡପଗୁଡ଼ିକୁ ଏଣିକି ଘରେ ବସି ଅନ୍‌ଲାଇନ୍‌ରେ ବୁକିଂ କରିହେବ। ଏଥିନିମନ୍ତେ…

7 years ago

୨୨୯.୭ କୋଟିରେ ପାର୍ଲାମେଣ୍ଟ ଭବନର ପୁନଃ ବିକାଶ ହେବ

ନୂଆଦିଲ୍ଲୀ,,୨୬ା୧୦: ୨୨୯.୭ କୋଟି ଟଙ୍କା ବ୍ୟୟରେ ପାର୍ଲାମେଣ୍ଟ ଭବନର ନବୀକରଣ ଓ ପୁନଃବିକାଶ କରାଯିବ। ଏଥିଲାଗି ଗୁଜରାଟ ଅହମଦାବାଦର ଏଚ୍‌ସିପି ଡିଜାଇନ୍‌ ପ୍ଲାନିଂ କମ୍ପାନୀକୁ ଶୁକ୍ରବାର ଠିକା…

7 years ago

କୃଷ୍ଣପ୍ରସାଦରେ ଲାଗିଲା ଆଣ୍ଡାମାନ ବୋଟ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୬।୧୦(ଡି.ଏନ୍‌.ଏ.): ଆଣ୍ଡାମାନ ଦ୍ବୀପରେ ବ୍ୟବସାୟ କରୁଥିବା ଏକ ବୋଟ ସାମୁଦ୍ରିକ ଝଡ଼ରେ ବାଟବଣା ହୋଇ ଗୁରୁବାର ରାତିରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଖିରିସାହି ଉପକୂଳରେ…

7 years ago

ହରିୟାଣାର ୯୩% ନବନିର୍ବାଚିତ ବିଧାୟକ କୋଟିପତି

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ହରିୟାଣାର ନବନିର୍ବାଚିତ ୯୦ ବିଧାୟକଙ୍କ ମଧ୍ୟରୁ ୮୪ ଜଣ କୋଟିପତି ଥିବା ଆସୋସିଏଶନ୍‌ ଫର ଡେମୋକ୍ରାଟିକ୍‌ ରିଫର୍ମସ୍‌ (ଏଡିଆର୍‌) ବିଶ୍ଳେଷଣରୁ ଜଣାପଡିଛି। ଅର୍ଥାତ୍‌ ୯୩ ପ୍ରତିଶତ…

7 years ago

‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌ ୨୦୧୯’: ଶେଫାଳିଙ୍କ ସଫଳତା

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ବଲାଙ୍ଗୀର ଜନ୍ମିତ ଓଡ଼ିଆ ଝିଅ ଶେଫାଳି ଉଦ୍‌ଗାତା ନିକଟରେ ଶ୍ରୀଲଙ୍କାରେ ଅନୁଷ୍ଠିତ ‘ମିସ୍‌ ବ୍ରିଟିଶ ଏମ୍ପାୟାର୍‌-୨୦୧୯’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସଅପ୍‌ ହେବାର ଗୌରବ ଅର୍ଜନ…

7 years ago

ବିପଦ ସାଜୁଛି ସ୍ତନକର୍କଟ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ମହିଳାମାନଙ୍କ କ୍ଷେତ୍ରରେ ସ୍ତନକର୍କଟ ଏକ ଜଣାଶୁଣା ବ୍ୟାଧି। ପାଶ୍ଚାତ୍ୟ ଦେଶଗୁଡ଼ିକରେ ସ୍ତନକର୍କଟ ପ୍ରାଥମିକ ଅବସ୍ଥାରେ ଚିହ୍ନଟ ହୋଇପାରୁଥିବା ସ୍ଥଳେ ଭାରତରେ ଏହା ପ୍ରାୟ ଶେଷ…

7 years ago

ମସ୍‌ଜିଦରେ ମହିଳାଙ୍କ ପ୍ରବେଶ କଟକଣାକୁ ଚ୍ୟାଲେଞ୍ଜ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ଦେଶର ମସ୍‌ଜିଦଗୁଡ଼ିକରେ ମୁସଲମାନ ମହିଳାଙ୍କ ପ୍ରବେଶ ଉପରେ କଟକଣା ରହିଛି। ଏଭଳି ‘ଅସାମ୍ବିଧାନିକ’ କଟକଣା ଯୋଗୁ ଜୀବନଧାରଣ, ସମାନତା ଓ ଲିଙ୍ଗଗତ ନ୍ୟାୟ ଭଳି ଅଧିକାର…

7 years ago

୧୩୮ କୋଟିର ଜିଏସ୍‌ଟି ଠକେଇ: ୪ ଗିରଫ

କଟକ ଅଫିସ/ରାଉରକେଲା ଅଫିସ୍‌, ୨୬।୧୦: ନା କିଣା ହୋଇଛି ସାମଗ୍ରୀ, ନା ବିକ୍ରୟ ହୋଇଛି। ମାତ୍ର କାଗଜପତ୍ରରେ ଦର୍ଶାଯାଇଛି ବହୁ କୋଟି ଟଙ୍କାର କାରବାର। ଏହିଭଳି ଜାଲିଆତି…

7 years ago

ଜାତୀୟ ଲୋକମେଳା, କୃଷିମେଳା ଉଦ୍‌ଯାପିତ: ଛବିଳେନ୍ଦ୍ର, ବିମ୍ବାଧର, ରଞ୍ଜିତ, ଶ୍ରୀଧରଙ୍କୁ ଶ୍ରୀକ୍ଷେତ୍ର ସମ୍ମାନ

ପୁରୀ ଅଫିସ, ୨୬।୧୦: ଶ୍ରୀ ଶ୍ରୀକ୍ଷେତ୍ର ସୂଚନା ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚଠାରେ ୫ଦିନ ବ୍ୟାପି ଚାଲିଥିବା ୧୭ତମ ଲୋକମେଳା(ଜାତୀୟ ଆଦିବାସୀ ଲୋକଗୀତ ଓ ନୃତ୍ୟ ମହୋତ୍ସବ ଏବଂ…

7 years ago