Home

ଟେଲି ପରଦାରେ ବେବୋଙ୍କ ଡେବ୍ୟୁ: ‘ଡିଆଇଡି-୭’ରେ ଆସିବେ ନଜର

ମୁମ୍ବାଇ: ବଡ଼ ପରଦାର କଳାକାରମାନେ ଏବେ ଟେଲି ପରଦା ପ୍ରେମରେ। ଧାରାବାହିକ, ଓ୍ବେବ୍‌ସିରିଜ୍‌ ପରେ ବିଭିନ୍ନ ରିଆଲିଟି ଶୋ’ମାନଙ୍କରେ ବଡ଼ ବଡ଼ ଅଭିନେତା ତଥା ଅଭିନେତ୍ରୀମାନଙ୍କୁ ଦେଖିବାକୁ…

7 years ago

ଟିଭିରେ ଦେଖିଲେ ମୋଦିଙ୍କ ମା’

ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ ଘରେ…

7 years ago

ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼

ନୂଆଦିଲ୍ଲୀ, ୩୧।୫ :ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି। ବଲିଉଡ୍‌ରୁ କରଣ…

7 years ago

୧୩ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୧।୫ (ବ୍ୟୁରୋ) : ରାଜ୍ୟରେ ତାତିର ପ୍ରକୋପ କିଛି ମାତ୍ରାରେ ହ୍ରାସ ପାଇଛି। ତଥାପି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ୧୦ ସହରରେ ପାରଦ ୪୧ ଡିଗ୍ରୀ…

7 years ago

ଦୟାନଦୀ ଜଳ ପ୍ରଦୂଷିତ : ଗ୍ରାମବାସୀ ଚର୍ମରୋଗରେ ଆକ୍ରାନ୍ତ

କଣାସ, ୩୧।୫ (ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀର ତିରିମଲ୍ଲ ନିକଟ ପାଣ୍ଡିଗିରିଠାରେ ଜଳପ୍ରବାହକୁ ବନ୍ଦକରି ଦିଆଯାଇଛି। ଫଳରେ ବାତ୍ୟାରେ ନଦୀ ଜଳରେ ଗଛପତ୍ରପଡି ପଚିଯାଇଥିବାରୁ…

7 years ago

ଗୋରୁ ବ୍ୟବସାୟୀଙ୍କ ଠାରୁ ୮ ଲକ୍ଷ ଲୁଟ୍‌ ଘଟଣା : ମାଷ୍ଟରମାଇଣ୍ଡ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଗିରଫ

ଗଣିଆ,୩୧।୫(ଡି.ଏନ.ଏ.)-ନୟାଗଡ ଜିଲା ଗଣିଆ ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ଗ୍ରାମଠାରେ ଗତ ମାର୍ଚ୍ଚ ୧ ତାରିଖରେ ଜଣେ ଗୋରୁ ବ୍ୟବସାୟୀଙ୍କଠାରୁ ବନ୍ଧୁୁକ ଦେଖାଇ ୮ ଲକ୍ଷ ଲୁଟ୍‌ ହୋଇଥିଲା।…

7 years ago

ବୃହତ୍‌ ବିଜୟ ସହ ଇଂଲଣ୍ଡର ଅଭିଯାନ

ଲଣ୍ଡନ, ୩୧।୫(ପି.ଟି.)- ଆୟୋଜକ ତଥା ଫେଭରାଇଟ ଇଂଲଣ୍ଡ ବୃହତ୍‌ ବିଜୟ ସହ ଆନ୍ତର୍ଜାତିକ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ରେ ଅଭିଯାନ ଆରମ୍ଭ କରିଛି। ଇଅନ ମୋର୍ଗାନଙ୍କ ନେତୃତ୍ୱରେ…

7 years ago

ଚାଇନାଠାରୁ ପଛଉଛି ଅର୍ଥନୀତି

ନୂଆଦିଲ୍ଲୀ,୩୧-୫: ଜାନୁୟାରୀ-ମାର୍ଚ୍ଚ ତ୍ରୈମାସିକ ଆର୍ଥିକ ଅଭିବୃଦ୍ଧିକୁ ହିସାବକୁ ନେଲେ ଚାଇନାଠାରୁ ଭାରତର ଅର୍ଥନୀତି ପଛଉଛି। ଘରୋଇ ଓ ବିଶ୍ୱ ସ୍ତରରେ ଚାହିଦା କମୁଥିବାରୁ ଏହାର ପ୍ରତ୍ୟକ୍ଷ ପ୍ରଭାବ…

7 years ago

ଜୁଲାଇ ପ୍ରଥମ ସପ୍ତାହରେ ଆସିପାରେ ବଜେଟ

ନୂଆଦିଲ୍ଲୀ,୩୧-୫: ମୋଦି ସରକାର ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳରେ ଚଳିତ ଆର୍ଥିକ ବର୍ଷ ପାଇଁ ଜୁଲାଇ ପ୍ରଥମ ସପ୍ତାହରେ ପୂର୍ଣ୍ଣାଙ୍ଗ ବଜେଟ ଆଣିପାରନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଚଳିତ…

7 years ago

ଭାରତକୁ ଲଣ୍ଡନ କୋର୍ଟଙ୍କ ପ୍ରଶ୍ନ;ନୀରବଙ୍କୁ କେଉଁ ଜେଲ୍‌ରେ ରଖିବ

ଲଣ୍ଡନ,୩୧-୫: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜେଲ୍‌ରୁ ବାହାରିବା ଉଦ୍ୟମ ପୁନର୍ବାର ବେକାର ହୋଇଯାଇଛି। ଲଣ୍ଡନର ଓ୍ବେଷ୍ଟମିନିଷ୍ଟର କୋର୍ଟ ତାଙ୍କର ହାଜତ ମିଆଦକୁ ଜୁନ୍‌ ୨୭…

7 years ago