Home

ହୁତି ବିଦ୍ରୋହୀ ୨୯୦ ବନ୍ଦୀଙ୍କୁ ମୁକ୍ତ କଲେ

ସାନା,୧।୧୦: ୟେମେନ୍‌ରେ ହୁତି ବିଦ୍ରୋହୀମାନେ ୨୯୦ ବନ୍ଦୀଙ୍କୁ ମୁକ୍ତ କରିଛନ୍ତି। ବିଦ୍ରୋହୀମାନେ ସ୍ଥାନୀୟ ଅଞ୍ଚଳରେ ମୁତୟନ ଥିବା ସୈନିକଙ୍କୁ ବନ୍ଦୀ କରିଥିଲେ। ତେବେ ବିଦ୍ରୋହୀମାନେ ଅନ୍ୟ କେତେକ…

7 years ago

କଶ୍ମୀର ପ୍ରସଙ୍ଗରେ ଚୁପ୍‌ ରହିବାରୁ ହଟହଟା ହେଲେ ପାକିସ୍ତାନ ଅଭିନେତ୍ରୀ

ଇସଲାମାବାଦ,୧।୧୦:ପାକିସ୍ତାନର ପ୍ରସିଦ୍ଧ ଅଭିନେତ୍ରୀ ମେହଓ୍ବିଶ୍‌ ହାୟାତ୍‌ କଶ୍ମୀର ପ୍ରସଙ୍ଗରେ କୌଣସି ମତ ନ ରଖିବାରୁ ତାଙ୍କୁ ହଟହଟା ହେବାକୁ ପଡିଛି। ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲର ଶିକାର…

7 years ago

ପେନ୍‌ସନ୍‌ ନେବାକୁ ମନାକଲେ ଜେଟ୍‌ଲୀଙ୍କ ପରିବାର

ନୂଆଦିଲ୍ଲୀ,୧।୧୦:ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ମୃତ୍ୟୁ ପରେ ମିଳିବାକୁ ଥିବା ପେନସନ୍‌କୁ ତାଙ୍କ ପରିବାର ଲୋକେ ଦାନ କରିଦେଇଛନ୍ତି। ଜେଟଲୀଙ୍କ ସ୍ତ୍ରୀ ସଙ୍ଗୀତା ଏନେଇ ରାଜ୍ୟସଭା ସଭାପତି…

7 years ago

ଆଜିଠୁ ଦେଶରେ ଲାଗୁହେଲା ଏହିସବୁ ନିୟମ, ହୋଇଯାନ୍ତୁ ସତର୍କ

ନୂଆଦିଲ୍ଲୀ, ୧।୧୦: ଅକ୍ଟୋବର ୧ ଅର୍ଥାତ୍‌ ଆଜିଠୁ ଦେଶର ଅନେକ ନିୟମରେ ପରିବର୍ତ୍ତନ ହେବାକୁ ଯାଉଛି। ୨ ଅକ୍ଟୋବରରୁ ସାରା ଦେଶରେ ପ୍ଲାଷ୍ଟିକରୁ ପ୍ରସ୍ତୁତ ଜିନିଷ ବ୍ୟବହାର…

7 years ago

ଶୌଚ ପାଇଁ ଯାଇ ହାତୀ ଆକ୍ରମଣର ଶିକାର, ବୃଦ୍ଧ ମୃତ

ବେତନଟୀ, ୧।୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବନାଞ୍ଚଳ ଜାମୁଗଧା ଗ୍ରାମର ଜଣେ ବୃଦ୍ଧଙ୍କର ହାତୀ ଆକ୍ରମଣରେ ମଙ୍ଗଳବାର ସକାଳେ ମୃତ୍ୟୁ ଘଟିଛି। ସେ ହେଲେ ଗଜେନ୍ଦ୍ର ମହାନ୍ତ(୭୦)।…

7 years ago

ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭୪ ବର୍ଷରେ ପାଦ ଦେଲେ: ମୋଦି ଜଣାଇଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୧।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୭୪ ବର୍ଷରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ…

7 years ago

ତୋରଣରେ ଝଲସିବ ଉତ୍ତରାଖଣ୍ଡର ନାନ କାମଟା ଗୁରୁଦ୍ୱାର

ପୁରୁଣା ଭୁବନେଶ୍ୱର, ୧।୧୦(ଡି.ଏନ.ଏ.): କେଶୁରା ଦୁର୍ଗାପୂଜା ସମିତି ପକ୍ଷରୁ ୨୦୧୦ରୁ ଆରମ୍ଭ ହୋଇଥିବା ଦୁର୍ଗାପୂଜା ଚଳିତବର୍ଷ ୧୦ ବର୍ଷ ପୂରଣ କରୁଛି। ଏ ବର୍ଷ ଭିନ୍ନ ଧରଣର…

7 years ago

‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’: ମୋଦି କରିନାହାନ୍ତି ପ୍ରଚାର; ଦୋହରାଇଛନ୍ତି ଟ୍ରମ୍ପ୍‌ଙ୍କ ସ୍ଲୋଗାନ୍‌

ନୂଆଦିଲ୍ଲୀ,୧।୧୦: ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଅବ୍‌ କି ବାର୍‌ ଟ୍ରମ୍ପ୍‌ ସରକାର’ କହିଥିଲେ। ଏହାକୁ ନେଇ କଂଗ୍ରେସ ସମେତ ଅନ୍ୟ ବିରୋଧୀ…

7 years ago

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍‌ରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ପୁଞ୍ଚ୍‌ର ଶାହପୁର ଏବଂ କରନି ସେକ୍ଟରରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି।…

7 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ପିଟିଶନ୍‌:ମଙ୍ଗଳବାରଠାରୁ ସାମ୍ବିଧାନିକ ପୀଠରେ ଶୁଣାଣି

ନୂଆଦିଲ୍ଲୀ,୧ା୧୦(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ସୁବିଧା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ୍‌ ଦାଏର ହୋଇଥିବାବେଳେ ମଙ୍ଗଳବାରଠାରୁ ଏହାର ଶୁଣାଣି…

7 years ago