ଓ୍ବାଶିଂଟନ,୨ା୯(ପି.ଟି.): ଭାରତୀୟ ବଂଶୋଦ୍ଭବ ଆଟର୍ନି ଶିରୀନ୍ ମାଥ୍ୟୁସ୍ ଆମେରିକାର ଏକ ଜିଲା କୋର୍ଟ ବିଚାରପତି ହେବାକୁ ଯାଉଛନ୍ତି। କାଲିଫର୍ନିଆ ସଦର୍ନ ଜିଲା କୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି…
ପାଟନା,୨।୯:ବିହାର ଜମୁଇର କଂଗ୍ରେସ ବିଧାୟକ ସୁଧୀର କୁମାର ଏବଂ ତାଙ୍କ ସ୍ତ୍ରୀଙ୍କ ବେଡରୁମ୍ ଟିକ୍ଟକ୍ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ଏନେଇ ଥାନାରେ ଏକ ମାମଲା…
ଭୁବନେଶ୍ୱର,୨ା୯(ବ୍ୟୁରୋ) : ଓଡ଼ିଶାରେ ଆରମ୍ଭ ହୋଇଛି ‘ଓ୍ବାନ୍ ନେଶନ ଓ୍ବାନ୍ ରାଶନ’ ବ୍ୟବସ୍ଥା। ପ୍ରଥମ ପାଇଲଟ୍ ପ୍ରକଳ୍ପ ଭାବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ରବିବାରଠାରୁ…
ଯାଜପୁର ଅଫିସ,୨ା୯: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ରବିବାର ଭୋଟର ତାଲିକା ଯାଞ୍ଚ ପ୍ରକ୍ରିୟା ପାଇଁ ମେଗା ମିଲିଅନ ଲଞ୍ଚ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ରଞ୍ଜନ…
ପୁରୀ ଅଫିସ,୨ା୯ : ଶ୍ରୀମନ୍ଦିରର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ କରାଯିବ।…
ଭୁବନେଶ୍ୱର,୨ା୯(ବ୍ୟୁରୋ) : ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବାବେଳେ ଆଜି ଆଉଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବା ସହ…
ଭୁବନେଶ୍ୱର,୨ା୯(ବ୍ୟୁରୋ) : ସାରା ଦେଶରେ ନୂଆ ମୋଟର ଆଇନ ରବିବାରଠାରୁ ଲାଗୁ ହୋଇଛି। ଏହି ଆଇନ ଅନୁସାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ୧୦ ଗୁଣା ଜରିମାନା ଆଦାୟ…
ଜମ୍ମୁ,୨ା୯(ପି.ଟି.): ଜମ୍ମୁ-କଶ୍ମୀରର ପୁଞ୍ଚ୍ ଜିଲା ଅନ୍ତର୍ଗତ ନିୟନ୍ତ୍ରଣ ରେଖାରେ ରବିବାର ପାକିସ୍ତାନ ସେନା ଅସ୍ତ୍ରବିରତି ଉଲ୍ଲଂଘନ କରି ଭାରତର ଆଗୁଆ ଘାଟି ଓ ସୀମାନ୍ତବର୍ତ୍ତୀ ଗାଁ ଉପରେ…
ବରୀ,୨ା୯(ସ୍ବ.ପ୍ର) : ବରୀ ବ୍ଲକ ବାଲିଆ ପଞ୍ଚାୟତ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟରେ କର୍ମଚାରୀ ନିଯୁକ୍ତିରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଆସୁଛି। ଏହି ଅଭିଯୋଗ ଜିଲାପାଳଙ୍କଠାରୁ ଆରମ୍ଭ କରି…
ସନା,୨ା୯(ଏଏଫ୍ପି): ହଉତି ବିଦ୍ରୋହୀଙ୍କ ଦଖଲରେ ଥିବା ୟେମେନର ଧମାରସ୍ଥିତ ଏକ ଜେଲକୁ ସୌଦି ନେତୃତ୍ୱାଧୀନ ସେନା ରବିବାର ଟାର୍ଗେଟ କରିଛି। ଆକାଶମାର୍ଗରୁ ବୋମାମାଡ଼ କରାଯିବା ଫଳରେ ଶତାଧିକ…