Home

କଏଦୀଙ୍କ ଫୋନ୍‌ କଲ୍‌ ଉପରେ ଲାଗିବ ଅଙ୍କୁଶ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ବିଭିନ୍ନ ସମୟରେ କଏଦୀମାନେ ଜେଲ୍‌ ବାହାରର ଅପରାଧୀଙ୍କ ସହ ସମ୍ପର୍କ ରଖନ୍ତି। ଏପରି କି ଜେଲ ଭିତରେ ରହି ବାହାରେ ଅପରାଧ ଘଟାଇବା ପାଇଁ…

7 years ago

ପରଲୋକରେ କଥାକାର ହେମନ୍ତ ମହାପାତ୍ର

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ସୁପରିଚିତ ଓଡ଼ିଆ କଥାକାର, ପ୍ରାକ୍ତନ ବରିଷ୍ଠ ଇତିହାସ ପ୍ରାଧ୍ୟାପକ ଡକ୍ଟର ହେମନ୍ତ କୁମାର ମହାପାତ୍ରଙ୍କର ଗୁରୁବାର ଅପରାହ୍ଣରେ ପରଲୋକ ହୋଇଯାଇଛି। ୧୯୫୫ରେ ତିର୍ତ୍ତୋଲର ରାମଦାସପୁର ଗ୍ରାମରେ…

7 years ago

ରାୟ ନୁହେଁ, ସମାଧାନ ଚାହୁଁ: ସୁନ୍ନି ଓ୍ବାକଫ୍‌ ବୋର୍ଡ

ନୂଆଦିଲ୍ଲୀ,୧୮-୧୦:ଅଯୋଧ୍ୟା ଜମି ବିବାଦ ମାମଲାର ସମସ୍ତ ପକ୍ଷ ସମାଧାନ ପାଇଁ ଏକ ନିଷ୍କର୍ଷରେ ପହଞ୍ଚତ୍ଛନ୍ତି, ଯାହାକି ସମସ୍ତଙ୍କ ପାଇଁ ଜିତିବା ସ୍ଥିତିକୁ ସୁନିଶ୍ଚିତ କରିବ। ଏଥିଲାଗି ସୁପ୍ରିମକୋର୍ଟଙ୍କ…

7 years ago

ଫ୍ଲାଗ୍‌ ମିଟିଂ ପରେ ବାଂଲା ସୈନ୍ୟଙ୍କ ଗୁଳିମାଡ଼:ବିଏସ୍‌ଏଫ୍‌ ଯବାନ ଶହୀଦ

କୋଲକାତା,୧୮-୧୦(ପି.ଟି.):ବାଂଲାଦେଶୀ ସୀମା ସୁରକ୍ଷା ବାହିନୀର ଗୁଳିମାଡ଼ରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ଶହୀଦ ହୋଇଛନ୍ତି। ଅନ୍ତର୍ଜାତୀୟ ସୀମାବର୍ତ୍ତୀ ପଶ୍ଚିମବଙ୍ଗରେ ଫ୍ଲାଗ୍‌ ମିଟିଂ ଚାଲିଥିଲାବେଳେ ଜଣେ ବାଂଲାଦେଶୀ ଯବାନ…

7 years ago

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଅମରଙ୍କ ଚିଠି : ଡିଏମ୍‌ଏଫ୍‌ଟି ଜିଏସ୍‌ଟି ଛାଡ଼ କରାଯାଉ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ) : ଆଦିବାସୀବହୁଳ ଖଣିଜ ସମ୍ପଦ ଜିଲାଗୁଡିକର ବିକାଶ ପାଇଁ ରାଜ୍ୟ ସରକାର ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ ଟ୍ରଷ୍ଟ(ଡିଏମ୍‌ଏଫ୍‌ଟି) ଗଠନ କରିଛନ୍ତି। ଏହି ଟ୍ରଷ୍ଟ ଉପରୁ ଆୟକର,…

7 years ago

୫-ଟି ସଚିବଙ୍କ ଗସ୍ତ ପୂର୍ବରୁ ସଫା ହେଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ): ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ ହେବାପରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ଉପରେ ଗୁରୁତ୍ୱ ବଢ଼ିଯାଇଛି। ବିଶେଷକରି ହସ୍ପିଟାଲ ଓ ଥାନାକୁ ଯାଉଥିବା ଲୋକଙ୍କୁ ଉନ୍ନତ ସେବା…

7 years ago

ଏନ୍‌କାଉଣ୍ଟର : ଦୁର୍ଦ୍ଦାନ୍ତ ଅପରାଧୀ ଭାଗୁ ଆହତ

ପୁରୀ ଅଫିସ,୧୮।୧୦: ପୁରୀ- ଭୁବନେଶ୍ବର ଜାତୀୟ ରାଜପଥ ପିପିଲି ବାଇପାସ୍‌ ରାସ୍ତା ତରାକାଜ ଓଭରବ୍ରିଜ ପାର୍ଶ୍ୱରେ ଗୁରୁବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ…

7 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମହିଳା ମୃତ

ଟାଙ୍ଗୀ(ଖୋର୍ଦ୍ଧା)/ଚିଲିକା,୧୮।୧୦(ଡି.ଏନ.ଏ.):  ଖୋର୍ଦ୍ଧା ଜିଲା ଚିଲିକା ବ୍ଲକ୍‌ ହରିପୁର ଗ୍ରାମପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମରେ ଗୁରୁବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମହିଳା ପ୍ରାଣ ହରାଇଛନ୍ତି। ମୃତା…

7 years ago

ଛଟେଇ ପ୍ରତିବାଦରେ ବିଇଓ ଅଫିସ୍‌ ସମ୍ମୁଖରେ ପାଚିକାଙ୍କ ଧାରଣା

ଗଣିଆ,୧୮।୧୦(ଡି.ଏନ.ଏ.): ବିଦ୍ୟାଳୟର ପାଚିକା କାର୍ଯ୍ୟରୁ ଛଟେଇ କରାଯିବା ପ୍ରତିବାଦରେ ନୟାଗଡ଼ ଜିଲା ଗଣିଆ ବ୍ଲକ କରଡାପଡା ପଞ୍ଚାୟତ କରଡାପଡା ଗ୍ରାମସ୍ଥିତ ଜେ. ପ୍ରଧାନସିଂହ ମଧ୍ୟ ଇଂରାଜୀ ବିଦ୍ୟାଳୟର…

7 years ago

ମୃତ୍ତିକା ପରୀକ୍ଷା କାର୍ଯ୍ୟକ୍ରମ ବାଟବଣା : ୧୩ହଜାରରୁ ମାତ୍ର ୩ ହଜାର ଚାଷୀଙ୍କ ଜମିର ହୋଇଛି ପରୀକ୍ଷା

ନୟାଗଡ଼ ଅଫିସ,୧୮ା୧୦: ରାଜ୍ୟ ସରକାରଙ୍କ କୃଷିନୀତି ୨୦୧୩ ଅନୁଯାୟୀ ଚାଷୀଙ୍କ ଜମିର ମାଟି ପରୀକ୍ଷା ପାଇଁ ପ୍ରତି ଜିଲାରେ ମୃତ୍ତିକା ପରୀକ୍ଷା କେନ୍ଦ୍ର ରହିଛି। ଚାଷୀମାନେ ସେମାନଙ୍କ…

7 years ago