Home

ବାଲୁକାକଳାରେ ମୁଖ୍ୟମନ୍ତ୍ରୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧୬।୧୦: ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୪ ବର୍ଷରେ ପଦାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳା କରି ତାଙ୍କୁ ଶୁଭେଚ୍ଛା…

7 years ago

ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ୧୫ ନିହତ

ମେକ୍ସିକୋ ସିଟି,୧୬।୧୦: ଡ୍ରଗ୍ସ୍‌ ମାଫିଆଙ୍କ ଗୁଳିରେ ମେକ୍ସିକୋର ଗୁଏରେରୋର ଦକ୍ଷିଣ ଅଞ୍ଚଳରେ ୧୫ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଯବାନ ଥିବା ସ୍ଥାନୀୟ ପୋଲିସ…

7 years ago

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ

ଖପ୍ରାଖୋଲ, ୧୬।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଧପ୍ତାମୁଣ୍ଡା ପଞ୍ଚାୟତ କଟାପାଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ସକାଳେ ଜଣଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଛି।…

7 years ago

ନବୀନ@୭୪: ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୁଧବାର ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଟୁଇଟ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଓଡ଼ିଆ ଏବଂ…

7 years ago

ଅନନ୍ତନାଗରେ ଏନ୍‌କାଉଣ୍ଟର୍‌: ୩ ଲଶ୍କର ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ଆତଙ୍କବାଦୀମାନେ ଲଶ୍କର-ଇ-ତୋଇବା ସଂଗଠନ ସଦସ୍ୟ…

7 years ago

ଖାଦ୍ୟ ସାଥୀ ଯୋଜନାରେ ପଶ୍ଚିମବଙ୍ଗର ୮ କୋଟି ୫୦ ଲକ୍ଷ ଲୋକଙ୍କୁ ମିଳିଛି ଖାଦ୍ୟ ସୁରକ୍ଷା: ମମତା

କୋଲକାତା,୧୬।୧୦: ପଶ୍ଚିମବଙ୍ଗରେ ଖାଦ୍ୟ ସାଥୀ ଯୋଜନା ଅନ୍ତର୍ଗତ ରାଜ୍ୟର ୮କୋଟି ୫୦ ଲକ୍ଷ ଲୋକଙ୍କ ଖାଦ୍ୟ ସୁରକ୍ଷା ମିଳିଛି। ବିଶ୍ୱ ଖାଦ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମମତା…

7 years ago

ଏହି ତୁଳନାରେ ପାକିସ୍ତାନଠାରୁ ପଛରେ ଭାରତ

ନୂଆଦିଲ୍ଲୀ,୧୬।୧୦: ଆଜି ବିଶ୍ୱ ଖାଦ୍ୟ ଦିବସ। ଏହି ଦିବସ ପୂର୍ବରୁ ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ ଏହି ରିପୋର୍ଟ ପ୍ରକାଶ ପାଇଛି। ୧୧୭ଟି ଦେଶକୁ ନେଇ ପ୍ରସ୍ତୁତ ହୋଇଥିବା…

7 years ago

୧୩୪ ବର୍ଷ ତଳର ଅଯୋଧ୍ୟା ବିବାଦ: ଦାଖଲ ହୋଇଛି ୧୨ ଲକ୍ଷ ୫୦ ହଜାର ପୃଷ୍ଠାର ଫଟୋକପି

ନୂଆଦିଲ୍ଲୀ,୧୬।୧୦: ରାମଜନ୍ମ ଭୂମି ବାବରୀ ମସଜିଦ୍‌ ବିବାଦ ବହୁ ବର୍ଷ ଧରି ନିର୍ମୋହି ଆଖଡ଼ା ଏବଂ ମୁସଲମାନ୍‌ ପକ୍ଷଙ୍କ ମଧ୍ୟରେ ଜାରି ରହିଛି। ୧୩୪ ବର୍ଷ ତଳର…

7 years ago

ସ୍ବାମୀ ନିଖୋଜ: ସ୍ତ୍ରୀ ଆଣିଲେ ହତ୍ୟା ଅଭିଯୋଗ, ୨ ଅଟକ

ଖୋର୍ଦ୍ଧା ଅଫିସ,୧୬।୧୦: ବାଣପୁର ଥାନା ପଦନପୁର ଗାଁରେ ସୁଶାନ୍ତ ନାୟକ(୩୫) ମଙ୍ଗଳବାର ରାତିରୁ ନିଖୋଜ ଅଛନ୍ତି। ତାଙ୍କ ସ୍ତ୍ରୀ ଥାନାରେ ପହଞ୍ଚି ସ୍ବାମୀକୁ ହତ୍ୟା କରାଯାଇ ମୃତଦେହକୁ…

7 years ago

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୬।୧୦(ସ୍ବ.ପ୍ର.): ଗତ ସୋମବାର ଦିନ ବଳଦ ଚରାଇବାକୁ ଯାଇ ଅରଡେଇ ନଦୀରେ ନିଖୋଜ ହୋଇଥିବା ନିର୍ମଳ ମହାରଣା (୪୫)ଙ୍କ ମୃତଦେହ ପୋଲିସ ବୁଧବାର ସକାଳେ ଉଦ୍ଧାର କରିଛି।…

7 years ago