Home

ସାପ କାମୁଡ଼ାରେ ମା’, ପୁଅ ମୃତ

କ.ନୂଆଗାଁ, ୨୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ପଞ୍ଚାୟତ ଡପର ଗାଁରେ ସାପ କାମୁଡ଼ାରେ ମଙ୍ଗଳବାର ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ…

7 years ago

ଭାରତ-ପାକିସ୍ତାନ ଭାଗବଣ୍ଟାଠାରୁ ଅଧିକ ଭୟଙ୍କର ଶିବସେନା-ଭାଜପା ଆସନ ବଣ୍ଟା

ମୁମ୍ବାଇ, ୨୪।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶିବସେନା-ଭାଜପା ମଧ୍ୟରେ ଆସନ ବଣ୍ଟା ଅଙ୍କ ଛିଡୁନି। ରାଜ୍ୟର ୨୮୮ ବିଧାନସଭା ଆସନ ମଧ୍ୟରୁ ଶିବସେନା ଭାଗରେ କେତେ…

7 years ago

ଅଜଣା ଲୋକଙ୍କ ସହିତ ପ୍ରତିଦିନ କରନ୍ତି ବନ୍ଧୁତା: ୪ ବର୍ଷରେ ୨୮ଶହ ବନ୍ଧୁ

ଫିଲାଡ଼େଲଫିଆ,୨୪।୯: ଆମେରିକା ଫିଲାଡ଼େଲଫିଆରେ ଜଣେ ଯୁବକ ପ୍ରତିଦିନ ଅଜଣା ଲୋକଙ୍କୁ ଭେଟି ତାଙ୍କ ସହିତ ବନ୍ଧୁତା କରିଥାନ୍ତି। ସେ ହେଉଛନ୍ତି ୨୮ ବର୍ଷ ବୟସ୍କ ରୋବ୍‌ ଲୋଲେସ୍‌।…

7 years ago

୨୦୯ ବର୍ଷ ପୁରୁଣା କବରସ୍ତାନରେ ହେବ ରେଳଷ୍ଟେଶନ: ବାହାର କରାଯିବ ୬ହଜାର ୫ଶହ ମଣିଷ କଙ୍କାଳ

ବର୍ମିଂହାମ୍‌,୨୪।୯: ବ୍ରିଟେନରେ ଏକ ୨୦୯ ବର୍ଷ ପୁରୁଣା କବରସ୍ତାନରେ ରେଳଷ୍ଟେଶନ କରାଯିବା ଳାଗି ଯୋଜନା ହୋଇଛି। ଏଠାରେ ଏଚଏସଟୁ ରେଳଷ୍ଟେଶନ ନିର୍ମାଣ କରାଯିବ। ଏଥିପାଇଁ ଏହି କବରସ୍ତାନରୁ…

7 years ago

ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଓକିଲ ସଂଘର ଅର୍ଥନୈତିକ ଅବରୋଧ ଆରମ୍ଭ

ବରଗଡ ଅଫିସ, ୨୪।୯: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର ଓକିଲ ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇ ଥିବାବେଳେ ମଙ୍ଗଳବାରରୁ ଅର୍ଥନୈତିକ ଅବରୋଧ…

7 years ago

ମୁମ୍ବାଇରେ ପିଆଜ କିଲୋ ୮୦ଟଙ୍କା

ମୁମ୍ବାଇ,୨୪।୯: ସମଗ୍ର ଦେଶରେ ପିଆଜର ଦରଦାମ୍‌ ଆକାଶ ଛୁଆଁ ହୋଇଛି। ବିଭିନ୍ନ ସହରରେ ପିଆଜର ଦରଦାମ୍‌ ବୃଦ୍ଧିକୁ ନେଇ ଲୋକଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ନିକଟରେ ପିଆଜ…

7 years ago

ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା ଆଇଏସ୍‌ଆଇ: ମାନିଲେ ଇମ୍ରାନ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଅଲ୍‌-କାଇଦା ଆତଙ୍କବାଦୀଙ୍କୁ ତାଲିମ୍‌ ଦେଇଥିଲା। ଏନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ନ୍ୟୁୟର୍କର ସେଣ୍ଟର ଫର୍‌ ଫରେନ୍‌ ରିଲେଶନ୍‌ ପକ୍ଷରୁ…

7 years ago

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ପାଟଣାଗଡ଼,୨୪।୯(ଡି.ଏନ୍‌.ଏ.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୂର୍ତ୍ତବିଭାଗ ସହକାରୀ ଯନ୍ତ୍ରୀ କିଶୋର ଚନ୍ଦ୍ର ପାତ୍ରଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ପକ୍ଷରୁ…

7 years ago

କ୍ରିକେଟ ପାଇଁ ଐତିହାସିକ ଦିନ, ଆଜିର ଦିନରେ ହିଁ ଭାରତ ପାକିସ୍ତାନକୁ ଧୂଳି ଚଟାଇଥିଲା

ଭାରତୀୟ କ୍ରିକେଟ ପାଇଁ ଆଜି ଏକ ଐତିହାସିକ ଦିନ। ଆଜିର ଦିନରେ ହିଁ ଭାରତ ପାକିସ୍ତାକୁ ଧୂଳି ଚଟାଇଥିଲା। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ…

7 years ago

ନୋବେଲ ପୁରସ୍କାର ନ ମିଳିବାରୁ ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

ନ୍ୟୁୟର୍କ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ନ ମିଳିବାରୁ ସେ କ୍ଷୋଭ ପ୍ରକାଶ କରିଛନ୍ତି। ଏଥିସହ ନୋବେଲ ଶାନ୍ତି ପୁରସ୍କାରର ଚୟନ ଉପରେ…

7 years ago