Home

ଜିଓ ଟ୍ୟୁବ୍‌ ୱାଲରେ ଅଗ୍ନିକାଣ୍ଡ : ପ୍ରକଳ୍ପ କଳାକାରନାମାକୁ ଘୋଡାଇବାକୁ ଉଦ୍ୟମ

କେନ୍ଦ୍ରାପଡା ଅଫିସ, ୨୬ା୮:  କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ପେଣ୍ଠ ବେଳାଭୂମିସ୍ଥିତ ଜିଓ ସିନ୍ଥେଟିକ ଟ୍ୟୁବ୍‌ ଓ୍ବାଲରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିବା ପରେ…

7 years ago

ରଣପୁରର ବିକାଶ ଲାଗି ପ୍ରତିଶ୍ରୁତି

ରଣପୁର,୨୬।୮(ସ୍ବ.ପ୍ର.): ରଣପୁରସ୍ଥିତ ମା’ ମଣିନାଗଙ୍କ ପାନ୍ଥନିବାସରେ ରଣପୁର ବିଧାୟକ ତଥା ଜିଲା ଯୋଜନା କମିଟିର ଅଧ୍ୟକ୍ଷ ସତ୍ୟନାରାୟଣ ପ୍ରଧାନଙ୍କ ତତ୍ତ୍ୱାବଧାନରେ ରବିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…

7 years ago

ବେନିୟମ ଭାବେ ବଣ୍ଟନ ହୋଇଛି ମାର୍କେଟ କମ୍ପ୍ଲେକ୍ସ : ଜଣେ ଜଣେ ହାତେଇଛନ୍ତି ଏକାଧିକ ଗୃହ

ନୟାଗଡ଼ ଅଫିସ,୨୬ା୮: ନୟାଗଡ଼ ସହରର ବିଭିନ୍ନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଦୋକାନ ଗୃହଗୁଡିକ ବେନିୟମ ଭାବେ ବଣ୍ଟନ କରାଯାଇଛି। ସହରରେ ବସବାସ କରୁଥିବା ଯୁବକମାନେ ଯେପରି ରୋଜଗାରକ୍ଷମ…

7 years ago

ବାଟବନା ହେଇଛେ ଆବାସ ଯୋଜନା: ପଲିଥିନ ତଲେ ମୁଡ଼ ଗୁଁଜିଛନ୍‌ ୭ ପରାନୀ କୁଟୁମ

ଲାଠୋର,୨୬।୮(ଡି.ଏନ୍‌.ଏ.):  ଉଭଏ କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦିଆଯାଉଛେ ବଲି ଡିଂଗ୍‌ରା ପିଟୁଛନ୍‌। ହେଲେ ଦେଖ୍‌ବାକେ ଗଲେ ଅନେକ…

7 years ago

ହିତାଧିକାରୀଙ୍କୁ ମିଳୁନି ପାଇଖାନା ନିର୍ମାଣ କାର୍ଯ୍ୟାଦେଶ

ଖଣ୍ଡପଡ଼ା,୨୬ା୮(ସ୍ବ.ପ୍ର.)- ସ୍ବଚ୍ଛ ଭାରତ ମିଶନ ଅଭିଯାନ ନିମନ୍ତେ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିଲେ ସୁଦ୍ଧା ବାସ୍ତବରେ ଏହା କେତେଦୂର କାର୍ଯ୍ୟକାରୀ ହୋଇପାରିଛି ସେ…

7 years ago

ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ

ଦାରିଙ୍ଗବାଡ଼ି, ୨୬।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ଦିନକୁ ଦିନ ଦୁର୍ନୀତି ବୃଦ୍ଧି ପାଉଥିବାବେଳେ ମୃତ ଲୋକଙ୍କ ନାମରେ ହଜାର ହଜାର ଟଙ୍କା ଚଳୁ କରାଯାଇଥିବା ଘଟଣା…

7 years ago

ଟୋଲ ଆଦାୟ ନେଇ କୁହୁଳୁଛି ଅସନ୍ତୋଷ

କେନ୍ଦୁଝର, ୨୬ା୮(ଡି.ଏନ.ଏ.)-ଜାତୀୟ ରାଜପଥ ୨୦ ସମ୍ପ୍ରସାରଣ କାର୍ଯ୍ୟ ଏକ ଠିକା କମ୍ପାନୀକୁ ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଚୁକ୍ତିନାମା କରାଯାଇ ନୂତନ ଭାବେ ନିର୍ମାଣ ପାଇଁ ଦିଆଯାଇଥିଲା।…

7 years ago

ସ୍ବାସ୍ଥ୍ୟକେନ୍ଦ୍ର ଥାଇ ରୋଗୀଙ୍କୁ ମିଳୁନି ସେବା

କପ୍ତିପଦା,୨୬ା୮(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ଶିମିଳିପାଳ ପାଦଦେଶ ଆଦିବାସୀ ଅଧ୍ୟୁଷିତ କୁଳିଅଳମ୍‌ ପଞ୍ଚାୟତର ନଛିପୁରଠାରେ ୧୯୯୦ରେ ଖୋଲିଥିବା ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଥାଇ ନ…

7 years ago

ବଜ୍ରପାତରୁ ସୁରକ୍ଷା ଦେବ ‘ମିଶନ ତାଳ’

କପ୍ତିପଦା,୨୬ା୮(ଡି.ଏନ୍‌.ଏ.)- ‘ମିଶନ ତାଳ’ର ଉଦ୍‌ଘାଟନୀ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ପୁରସ୍କୃତ ଶିକ୍ଷକ ସନ୍ତୋଷ କୁମାର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ ଉତ୍ସବରେ ମୟୂରଭଞ୍ଜ ଜିଲା କପ୍ତିପଦା…

7 years ago

ବସ୍ତା ଡାକ୍ତରଖାନାରେ ପଶିଲା ନର୍ଦ୍ଦମା ପାଣି

ବସ୍ତା, ୨୫।୮(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଶନିବାର ରାତିରୁ ବର୍ଷା ଲାଗି ରହିବାରୁ ବସ୍ତା ଡାକ୍ତରଖାନାରେ ରବିବାର ହଠାତ୍‌ ନର୍ଦ୍ଦମା ପାଣି ପଶିଯାଇଥିଲା। ଡାକ୍ତରଖାନା ପାଖ ଡ୍ରେନ୍‌ରେ ଅନାବନ ସାମଗ୍ରୀ…

7 years ago