Home

ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ କରିଛି…

7 years ago

ରାଫାଲ ବିମାନ କ’ଣ ନୂଆ ଟ୍ରକ୍‌ ଯେ ତାକୁ ପୂଜା କରାଗଲା: ଶରଦ ପାଓ୍ବାର

ନୂଆଦିଲ୍ଲୀ,୧୦।୧୦: ଗୋଟିଏ ଦିନ ପୂର୍ବରୁ ପ୍ରତିରକ୍ଷାମନ୍ତ୍ରୀ ପ୍ୟାରିସ ଯାଇ ଯୁଦ୍ଧ ବିମାନ ରାଫାଲକୁ ଗ୍ରହଣ କରିବା ପୂର୍ବରୁ ଏହାକୁ ପୂଜା କରିଥିଲେ। ଆଉ ଏହାପରେ ପରେ ଏହି…

7 years ago

ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍‌ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର ଭୁବନେଶ୍ୱର…

7 years ago

ପିଓକେରେ ଆତଙ୍କବାଦୀଙ୍କ ରାଲି କରିବାକୁ ପ୍ରସ୍ତୁତ ହେଉଛି ହାଫିଜ

ନୂଆଦିଲ୍ଲୀ,୧୦।୧୦: ଆତଙ୍କବାଦୀ ସଙ୍ଗଠନ ଜମାତ-ଉଦ୍‌-ଦାଓ୍ବାର ମୁଖ୍ୟ ହାଫିଜ ସୟିଦ ଆସନ୍ତା ୧୪ ତାରିଖରେ ପିଓକେରେ ଆତଙ୍କବାଦୀଙ୍କ ରାଲି କରିବାକୁ ପ୍ରସ୍ତୁତ ହେଉଥିବା ଖବର ମିଳିଛି। ଏହି ରାଲିକୁ…

7 years ago

କେନ୍ଦ୍ର ଯୋଜନାକୁ ରାଜ୍ୟ ସରକାର ହଡ଼ପ କରିବା ପ୍ରତିବାଦ: ରାଜଭବନ ସମ୍ମୁଖରେ ଭାଜପାର ଧାରଣା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜେଡି ନିଜ ନାମରେ କରୁଥିବା ଅଭିଯୋଗ ଆଣିଛି ଭାଜପା। ଏଥିସହ ଅନ୍ୟ ଚାରୋଟି ପ୍ରସଙ୍ଗକୁ ନେଇ ଭାଜପା ପକ୍ଷରୁ…

7 years ago

ରିଲିଜ୍‌ ହେଲା ଫିଲ୍ମ ‘ଡ୍ରାଇଭ୍‌’ର ଗୀତ

ମୁମ୍ବାଇ: ଜ୍ୟାକଲିନ୍‌ ଫର୍ଣ୍ଣାଡିଜ୍‌ ଓ ଶୁଶାନ୍ତ ସିଂ ରଜପୁତଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ଡ୍ରାଇଭ୍‌’ର ଦ୍ୱିତୀୟ ଗୀତ ରିଲିଜ୍‌ ହୋଇଛି। ଅବଶ୍ୟ ଗୀତଟି ବେଶି ଫୋକସ୍‌ କରିଛି…

7 years ago

୧୯ ବର୍ଷ ପୂର୍ବର ପେଣ୍ଟିଂ, ବିକ୍ରି ହେଲା ୧୭୭ କୋଟିରେ

ଜାପାନର ଜଣେ ଲୋକପ୍ରିୟ ଚିତ୍ରକାର ୟୋଶୋତୋମୋ ୨୦୦୦ ମସିହାରେ ଏକ କାର୍ଟୁନ ଗର୍ଲ ପେଣ୍ଟିଂ(ଫଟୋଚିତ୍ର) ତିଆରି କରିଥିଲେ। ନିକଟରେ ହଂକଂର ମଡେନଷ୍ଟିକ୍‌ କନ୍‌ଭେନ୍‌ଶନ ସେଣ୍ଟରରେ ଏହା ନିଲାମ…

7 years ago

ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଯବାବ ଦେଲେ ଭାରତୀୟ ସେନା

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟରୁ ଗୁରୁବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯିବା ପରେ ଏହାର କଡ଼ା ଯବାବ ଦେଇଛି ଭାରତୀୟ ସେନା। ବୁଧବାର ରାତିରେ ଆରମ୍ଭ…

7 years ago

ବିଜେପୁର ଉପନିର୍ବାଚନ ପୂର୍ବରୁ ଭାଜପାରେ ଅସନ୍ତୋଷ: ଅଶୋକ କହିଲେ ‘ଦଳରେ ତାଙ୍କୁ ଅଣଦେଖା କରାଯାଉଛି’

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ବିଜେପୁର ଉପନିର୍ବାଚନକୁ ଆଉ ମାତ୍ର ୧୧ ଦିନ ବାକି ଥିବା ବେଳେ ଭାଜପାରେ ଅସନ୍ତୋଷ ଦେଖାଦେଇଛି। ୨୦୧୮ ନିର୍ବାଚନରେ ଉକ୍ତ ଆସନରୁ ପ୍ରାର୍ଥୀ ହୋଇଥିବା ଅଶୋକ…

7 years ago

ସୀତାରାମନଙ୍କୁ ଘେରିଲେ ପିଏମ୍‌ସି ବ୍ୟାଙ୍କ୍‌ ଖାତାଧାରୀ: କହିଲେ, ଆମ ଟଙ୍କା ଦିଅ

ମୁମ୍ବାଇ,୧୦।୧୦: ପଞ୍ଜାବ ଓ ମହାରାଷ୍ଟ୍ର ସମବାୟ (ପିଏମ୍‌ସି) ବ୍ୟାଙ୍କ ଦୁର୍ନୀତି ମାମଲାକୁ ନେଇ ବ୍ୟାଙ୍କ୍‌ର ଖାତାଧାରୀମାନେ ଚିନ୍ତାରେ ପଡିଛନ୍ତି । ଗୁରୁବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ…

7 years ago