Home

ଦଶହରାରେ କୁମାରୀ ପୂଜା: ୪ ବର୍ଷର ମୁସଲମାନ ବାଳିକା ଫାତିମାଙ୍କୁ ପଶ୍ଚିମବଙ୍ଗରେ କରାଗଲା ପୂଜା

କୋଲକତା,୭।୧୦: ଦଶହରାରେ ପଶ୍ଚିମବଙ୍ଗରେ ଧୁମ୍‌ଧାମ୍‌ରେ କୁମାରୀ ପୂଜା କରାଯାଇଥାଏ। ଏହାର ଆରମ୍ଭ ସ୍ବାମୀ ବିବେକାନନ୍ଦ ବେଲୁର ମଠରେ ଆରମ୍ଭ କରିଥିଲେ। ଚଳିତ ବର୍ଷ ଇଞ୍ଜିନିୟର ତମଲ ଦତ୍ତଙ୍କ…

7 years ago

ବୁଦ୍ଧିମତ୍ତା ବଢ଼ାଏ ଫଳମୂଳ

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ବିଶେଷଭାବରେ ଏହାକୁ ଯଦି ଆମେ ବ୍ରେକଫାଷ୍ଟରେ ସାମିଲ କରିବା ତେବେ ତାହାର ଉପକାରୀ…

7 years ago

ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଲେଣି ମୋଦି-ଶାହ ଯୋଡି

ପୁଣେ,୭।୧୦: ଗତ ଲୋକ ସଭା ନିର୍ବାଚନରେ ବହୁମତରେ ବିଜୟ ଲାଭ କରିଥିବା ଭାଜପା ସରକାର ଏବେ ପ୍ରଥମ ପରୀକ୍ଷା ଦେବାକୁ ପ୍ରସ୍ତୁତ ହୋଇଥିବା ଆଲୋଚନା ହେଉଛି। ବିଶେଷ…

7 years ago

୩୦ରୁ ଅଧିକ ବର୍ଷ ଧରି ମୁସଲମାନ ପରିବାର ରାମଲୀଳାରେ ବିଭିନ୍ନ ଚରିତ୍ରରେ କରୁଛନ୍ତି ଅଭିନୟ

ଚଣ୍ଡିଗଡ଼,୭।୧୦: ଭାରତରେ ବିଭିନ୍ନତା ମଧ୍ୟରେ ରହିଛି ଏକତା। ଏହାର ଉଦାହରଣ ପାଲଟିଛି ହରିୟାଣା ଆଦମ୍‌ପୁରରେ ଥିବା ଗଣେଶ ରାମଲୀଳା। ଏହି ରାମଲୀଳା ଦଳରେ ଏକ ମୁସଲମାନ ପରିବାରର…

7 years ago

ମହାରାଷ୍ଟ୍ର ସରକାରଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ବଡ଼ ଝଟକା

ମୁମ୍ବାଇ,୭।୧୦: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ମେଟ୍ରୋ ପ୍ରୋଜେକ୍ଟ ପାଇଁ ଆରେ କଲୋନୀରେ ଗଛ କଟା ମାମଲା ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଏନେଇ ସୋମବାର ସୁପ୍ରିମକୋର୍ଟ ଶୁଣାଣି…

7 years ago

ବରଫପାତରେ ଗରବା କରୁଥିବା ସେନା କର୍ମଚାରୀଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୭।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ କେନ୍ଦ୍ରୀୟ ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଟୁଇଟରରେ ବରଫପାତରେ ମନ ଖୁସିରେ ଗରବା ନାଚ କରୁଥିବା କିଛି ସେନା…

7 years ago

ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ପାଇଁ ଭଟକଲ ବନ୍ଧୁଙ୍କ ସହାୟତା ଲୋଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ୍‌,୭।୧୦: ଭାରତରେ ୨୬/୧୧ ଭଳି ଆକ୍ରମଣ କରିବା ଲାଗି ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଏଥିପାଇଁ ୨୦୦୮ଠାରୁ ପାକିସ୍ତାନରେ ଆଡ୍ଡା ଜମେଇ ବସିଥିବା ଇଣ୍ଡିଆନ୍‌ ମୁଜାହିଦ୍ଦିନ୍‌ ସଂଗଠନର ସଂସ୍ଥାପକ…

7 years ago

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ କୃଷ୍ଣଗର୍ତ୍ତ(ବ୍ଲାକ…

7 years ago

ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ…

7 years ago

ରାତିଅଧିଆ ପେଣ୍ଡାଲ ବୁଲା

ଭୁବନେଶ୍ୱର,୭।୧୦(ବ୍ୟୁରୋ) : ରାଜଧାନୀର ବିଭିନ୍ନ ସ୍ଥାନରେ ଚଳିତବର୍ଷ ଛୋଟବଡ଼ ୧୭୧ ମେଢ଼ ହୋଇଥିବାବେଳେ ଅଧିକାଂଶ ପୂଜାମଣ୍ଡପର ତୋରଣ ନିଆରା ଥିମ୍‌ରେ ତିଆରି ହୋଇଛି। ସେଥିମଧ୍ୟରୁ ନୟାପଲ୍ଲୀ, ଶହୀଦନଗର,…

7 years ago