Home

ବିଚାରପତିଙ୍କ ରାୟ ବି ଭୁଲ୍‌ ହୋଇପାରେ

ନୂଆଦିଲ୍ଲୀ,୪-୧୦(ପି.ଟି.):ଆଦୌ ଭୁଲ୍‌ ରାୟ ଦେଇ ନ ଥିବା କୌଣସି ବିଚାରପତି ଦାବି କରିପାରିବେ ନାହିଁ। ରାୟ ପ୍ରଦାନରେ ସେମାନଙ୍କର ବି ଭୁଲ୍‌ ହୋଇପାରେ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

7 years ago

ବଜାର ସଫେଇ କଲେ ଛାତ୍ରୀଛାତ୍ର

ଛତିଆ,୪ା୧୦(ଡି.ଏନ୍‌.ଏ.): ଛତିଆ ବଜାରରେ ଦୀର୍ଘଦିନ ଧରି ପଡିରହିଥିବା ଅଳିଆ ଆବର୍ଜନାକୁ ଗୁରୁବାର ମଣିଆସ୍ଥିତ ଡିଏଭି ପଦ୍ମାବତୀ ସ୍କୁଲ ଛାତ୍ରୀଛାତ୍ର ସଫା କରିଛନ୍ତି। ପ୍ରଧାନ ଶିକ୍ଷୟିତ୍ରୀ ପୂର୍ଣ୍ଣା ଶର୍ମାଙ୍କ…

7 years ago

ଦିଲ୍ଲୀରେ ୪ ସଶସ୍ତ୍ର ଆତଙ୍କବାଦୀ: ଉତ୍ତର ଭାରତ ବିମାନବନ୍ଦରରେ ହାଇଆଲର୍ଟ

ନୂଆଦିଲ୍ଲୀ,୪-୧୦:ରାଜଧାନୀ ଦିଲ୍ଲୀ ଉପରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌)ର ନଜର। ଜୈଶ୍‌ର ୪ ସଶସ୍ତ୍ର ଆତଙ୍କବାଦୀ ଦିଲ୍ଲୀରେ ବୁଲୁଛନ୍ତି। ସେମାନେ ପୂଜାଋତୁରେ ଆମତ୍ଘାତୀ ଆକ୍ରମଣ କରିପାରନ୍ତି…

7 years ago

ପାକିସ୍ତାନରେ ନୀରବ ବିଦ୍ରୋହ:ଅର୍ଥନୀତି ସୁଧାରିବାକୁ ଅଣ୍ଟା ଭିଡ଼ିଲେ ସେନାମୁଖ୍ୟ

ଇସ୍‌ଲାମାବାଦ,୪-୧୦(ପି.ଟି.):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ବିରୋଧରେ ଆରମ୍ଭ ହୋଇଛି ନୀରବ ବିଦ୍ରୋହ। ସ୍ଥଳସେନା ମୁଖ୍ୟ ଜେନେରାଲ କମର ଜାଭେଦ୍‌ ବାଜ୍‌ଓ୍ବା…

7 years ago

ଆରଟିଓ କାର୍ଯ୍ୟାଳୟ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଚଣ୍ଡିଖୋଲ,୪ା୧୦(ଡି.ଏନ୍‌.ଏ.): ରାଜ୍ୟରେ ଥିବା ସମସ୍ତ ଆରଟିଓ(ରିଜିଓନାଲ ଟ୍ରାନ୍ସପୋର୍ଟ ଅଫିସ) କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଆର୍‌ଟିଓ କାର୍ଯ୍ୟାଳୟ…

7 years ago

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ଅଭିଯାନ: ଶଙ୍କରାଚାର୍ଯ୍ୟ, ସେବାୟତଙ୍କ ପରାମର୍ଶ ନିଅ

ନୂଆଦିଲ୍ଲୀ,୪-୧୦:ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ କାର୍ଯ୍ୟରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉଚ୍ଛେଦ ପୂର୍ବରୁ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ଓ ବରିଷ୍ଠ ସେବାୟତମାନଙ୍କ ସହ ପରାମର୍ଶ କରିବାକୁ…

7 years ago

ଶିକ୍ଷା, ସ୍ବାସ୍ଥ୍ୟ ବିଭାଗର ଅବହେଳା: ପଡିରହିଛି ୭ ଲକ୍ଷର ସାନିଟାରି ନାପ୍‌କିନ

ଆଠମଲ୍ଲିକ, ୪ା୧୦ (ଡି.ଏନ.ଏ.)-ବିଦ୍ୟାଳୟ ଛାତ୍ରୀଙ୍କୁ ମାଗଣାରେ ସାନିଟାରି ନାପକିନ ଯୋଗାଇଦେବାର ବ୍ୟବସ୍ଥା କରାଯାଇଛି। ସମସ୍ତ ବିଦ୍ୟାଳୟରେ ଛାତ୍ରୀମାନେ ଯେପରି ଏହି ପ୍ୟାଡ ପାଇବେ ସେଥିପାଇଁ ସରକାରୀ ସ୍ତରରେ…

7 years ago

ଆଜି ମହାଷଷ୍ଠୀ, ଉତ୍ସବମୁଖର ଅନୁଗୋଳ: ୧୧ ମଣ୍ଡପରେ ପୂଜା ପାଇବେ ଦଶଭୁଜା

ଅନୁଗୋଳ ଅଫିସ, ୪।୧୦- ଦୁର୍ଗାପୂଜା ପାଇଁ ସଜେଇ ହେଉଛି ଅନୁଗୋଳ ସହର। ଚଳିତବର୍ଷ ୧୧ ମଣ୍ଡପରେ ମା’ ଦଶଭୁଜାଙ୍କ ପୂଜାର୍ଚ୍ଚନା କରାଯିବ। ଶୁକ୍ରବାର ମା’ଙ୍କ ଷଷ୍ଠୀପୂଜା ହେବାକୁ…

7 years ago

ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ : ଥାନା ଅଧିକାରୀଙ୍କୁ ଗାଡ଼ି ଚଢ଼ାଇବା ଉଦ୍ୟମ

ନୟାଗଡ଼ ଅଫିସ,୪ା୧୦: ନୟାଗଡ଼ ଜିଲା ଦେଇ ଯାଇଥିବା ୫୭ନଂ. ଜାତୀୟ ରାଜପଥ-୫୭ରେ ଗୁରୁବାର ଜଣେ ଟ୍ରକ୍‌ ଚାଳକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଥିଲା। ଚାଳକଙ୍କ ବେପାରୁଆ ଗାଡ଼ି ଚାଳନା…

7 years ago

ନୀଳମାଧବ ପୀଠରେ ମା’ ବିମଳାଙ୍କ ଭଦ୍ରକାଳୀ ବେଶ

ଖଣ୍ଡପଡା,୪।୧୦(ସ୍ବ.ପ୍ର.): ନୀଳମାଧବ ପୀଠରେ ଇଷ୍ଟଦେବୀ ମା’ ବିମଳାଙ୍କ ୧୬ପୂଜା ଦ୍ୱିତୀୟା ଓଷାଠାରୁ ଆରମ୍ଭ ହୋଇଛି। ଏହି ପାରମ୍ପରିକ ପର୍ବ ମହାନବମୀ ପଯର୍‌ୟନ୍ତ ଚାଲୁରହିବ। ମହାଳୟା ଅମାବାସ୍ୟାଠାରୁ ମା’ଙ୍କର…

7 years ago