ଅଷ୍ଟ୍ରେଲିିଆର କମନ୍୍ଓ୍ବେଲଥ୍ ସାଇଣ୍ଟିଫିକ୍ ଆଣ୍ଡ୍ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ ଏବେ ବ୍ରୋକୋଲି କଫିକୁ ଓଜନ କମ୍ କରିବାର ନୂଆ ଧାରାରେ ସାମିଲ କରିଛି। ଏହି କଫି ପ୍ରସ୍ତୁତ କରିବା…
ଓ୍ବାଶିଂଟନ୍: ଆପୋଲୋ-୧୧ ଚନ୍ଦ୍ରପୃଷ୍ଠକୁ ଜୁଲାଇ ୧୬,୧୯୬୯ ମସିହାରେ ତିନି ଜଣ ମହାକାଶଚାରୀ ନିଲ୍ ଆର୍ମଷ୍ଟ୍ରଙ୍ଗ, ଏଡ୍ଓ୍ବିନ୍ ଆଲ୍ଡ୍ରିନ୍ ଓ ମାଇକେଲ୍ କୋଲିନ୍ଙ୍କୁ ନେଇ ଯାଇଥିଲା। ଏହା ଜୁଲାଇ…
ରାଜକୁମାରୀ ଡାଏନା ଜିମ୍କୁ ପିନ୍ଧି ଯାଉଥିବା ସ୍ବେଟ୍ଶାର୍ଟକୁ ନିଲାମ କରାଯାଇ ୩୭ ଲକ୍ଷ ଟଙ୍କା( ୫୩, ୫୩୨ ଡଲାର )ରେ ବିକ୍ରି କରାଯାଇଛିି। ଶର୍ଟସ ସହ ଭିର୍ଜିନ…
ଆୟୁର୍ବେଦଶାସ୍ତ୍ରରେ ତୁଳସୀ, ଘିକୁଆଁରୀ ଓ ପୋଦିନା ପତ୍ରର ଅନେକ ଉପକାରୀ ଗୁଣ ରହିଥିବା ଉଲ୍ଲେଖ କରାଯାଇଛି। ଏବେ ଏହା ସହ ଯୋଡି ହୋଇଛି ଅମୃତଭଣ୍ଡା ପତ୍ର। ଏହି…
ଭାରତରେ ଥିବା ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ପରମ୍ପରା ରହିଛି। ଉତ୍ତରାଖଣ୍ଡ ଗଡଓ୍ବାଲରେ ଥିବା ମ୍ଫ୍ୟୁଲାନାରାୟଣ ମନ୍ଦିରରେ ପ୍ରଭୁ ନାରାୟଣଙ୍କ ଶୃଙ୍ଗାର ସ୍ଥାନୀୟ ମହିଳାମାନେ କରନ୍ତି। ଚମୋଲୀର…
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ବଲାଙ୍ଗୀର ଜିଲାକୁ ଜଳସେଚନ ସୁବିଧା ମିଳୁ ନାହିଁ। ରାଜ୍ୟ ସରକାର ସବୁ ବ୍ଲକକୁ ୩୫ ପ୍ରତିଶତ ଜଳସେଚନ ସୁବିଧା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି…
ଭୁବନେଶ୍ୱର,୧୮।୭(ବ୍ୟୁରୋ) : କାଲିଠୁ ମୁଁ ଖାଇନି। ଆପଣ ମନ୍ତ୍ରୀ ହୋଇଥିଲେ କ’ଣ ଏକଥା ସହିପାରିଥାନ୍ତେ! ମୋର ସବୁ ସମ୍ମାନ ଆପଣଙ୍କ ପାଖରେ। ବୁଧବାର ମୋହନ ମାଝିଙ୍କ ପ୍ରଶ୍ନୋତ୍ତର…
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ହୀରାକୁଦ ବନ୍ଧ ନିର୍ମାଣ ହେବାର ୭୦ ବର୍ଷ ପରେ ମଧ୍ୟ ବିସ୍ଥାପିତଙ୍କୁ ଏଯାଏ କ୍ଷତିପୂରଣ ମିଳିନାହିଁ। ସେମାନେ ରହୁଥିବା ପଡ଼ା ଗ୍ରାମକୁ ଏ ପର୍ଯ୍ୟନ୍ତ…
ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଚିର ସହଚର ହୋଇ ରହିଛି। କେତେବେଳେ ବନ୍ୟା ତ କେତେବେଳେ ବାତ୍ୟା, ମରୁଡ଼ି, ବଜ୍ରପାତ, ଅଂଶୁଘାତ ଭଳି ବିପତ୍ତି ରାଜ୍ୟବାସୀଙ୍କୁ…
ସୋସିଆଲ ମିଡିଆରେ ଆଜିକାଲି ବୃଦ୍ଧା ହେବାର ଏକ ନୂଆ ଟ୍ରେଣ୍ଡ ଚାଲିଛି। ‘ଫେସ୍ ଆପ୍’ ନାମକ ଏକ ଆପ୍ ବ୍ୟବହାର କରି ସେଲିବ୍ରିଟିମାନେ ବୃଦ୍ଧାବସ୍ଥାରେ କେମିତି ଦେଖାଯାଉଥିବେ…