Home

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୩-୯(ଡି.ଏନ୍‌.ଏ.):ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ…

7 years ago

ଇଂଲଣ୍ଡ ୨୭୧/୮

ଲଣ୍ଡନ, ୧୩|୯-ସ୍ଥାନୀୟ କେନିଙ୍ଗଟନ୍‌ ଓଭାଲଠାରେ ୫ମ ଆଶେସ ଟେଷ୍ଟ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏଥିରେ ଟସ୍‌ ଜିତି ଅଷ୍ଟ୍ରେଲିଆ ବୋଲିଂ ନିଷ୍ପତ୍ତି ନେଇଛି। ପ୍ରଥମେ ବ୍ୟାଟିଂ କରିବାକୁ…

7 years ago

ମହିଳାଙ୍କ ଉପରେ ବାସନ୍ଦ ଲାଗିବା ପ୍ରସଙ୍ଗ: ଇରାନ ଗସ୍ତ କରିବେ ଫିଫା ପ୍ରତିନିଧି

ଲାଉସାନ୍ନେ,୧୩।୯(ଏଏଫ୍‌ପି): ଇରାନରେ ମହିଳା ପ୍ରଶଂସକଙ୍କ ଫୁଟ୍‌ବଲ ଷ୍ଟାଡିୟମ ମଧ୍ୟକୁ ପ୍ରବେଶକୁ ବାରଣ ରହିଛି। ଏହି ନିୟମରେ ପରିବର୍ତ୍ତନ କରିବା ପାଇଁ ଫିଫା ପକ୍ଷରୁ ପ୍ରତିନିଧି ମଣ୍ଡଳୀ ପଠାଯିବ।…

7 years ago

ଆର୍‌ସିଏ ନିର୍ବାଚନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଲଢ଼ିବେ

ଜୟପୁର,୧୩।୯(ପିଟି): ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ପୁଅ ବୈଭବ ରାଜସ୍ଥାନ କ୍ରିକେଟ ଆସୋସିଏଶନ(ଆରସିଏ) ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ବିସିସିଆଇ ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ଆସୋସିଏଶନର ନିର୍ବାଚନ ପ୍ରକ୍ରିୟା…

7 years ago

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ଦଳ ଘୋଷିତ; ଶୁବମନ ନୂଆ ମୁହଁ

ନୂଆଦିଲ୍ଲୀ,୧୩।୯(ପି.ଟି.)- ଆଗାମୀ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଭାରତୀୟ ଟେଷ୍ଟ ଦଳ ଘୋଷଣା ହୋଇଛି। ଦଳରେ ଏକାଧିକ ଅଦଳବଦଳ କରାଯାଇି। ଖରାପ୍‌ ଫର୍ମ ପାଇଁ ଓପନର…

7 years ago

ଓରେରାକୁ ଚକମା ଦେଉଛନ୍ତି ଅସାଧୁ ବିଲ୍‌ଡର

ଭୁବନେଶ୍ୱର,୧୩-୯(ବ୍ୟୁରୋ):ଘର କିମ୍ବା ଜମି କିଣୁଥିବା ବ୍ୟକ୍ତି ଅନେକ ସମୟରେ ଅସାଧୁ ପ୍ରମୋଟର ଓ ରିୟଲ ଇଷ୍ଟେଟ ମାଲିକଙ୍କର ଶୋଷଣର ଶିକାର ହେଉଥିଲେ। ଗ୍ରାହକମାନଙ୍କୁ ସେମାନଙ୍କଠାରୁ ସୁରକ୍ଷା ଦେବା…

7 years ago

କୋହଲିଙ୍କ ନାମରେ ଷ୍ଟାଣ୍ଡ

ନୂଆଦିଲ୍ଲୀ,୧୩।୯(ପି.ଟି.): ନୂଆ କରି ନାମିତ ହୋଇଥିବା ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଡିଡିସିଏ ଏକ ନୂଆ ପ୍ୟାଭିଲିୟନ ଷ୍ଟାଣ୍ଡ ଉନ୍ମୋଚନ କରିଥିଲା। ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ…

7 years ago

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଦୂତୀ ଭାଗନେବେ

ଭୁବନେଶ୍ୱର, ୧୩।୯(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ଦୋହାରେ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ…

7 years ago

ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ସ୍କୁଲରେ ତାଲା, ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ

ବାଲେଶ୍ୱର ଅଫିସ,୧୩-୯:ବାଲେଶ୍ୱର ସହର ମଠସାହି ମହାବୀର ନୋଡ଼ାଲ ଉ.ପ୍ରା. ବିଦ୍ୟାଳୟରେ ଜଣେ ପ୍ରଥମଶ୍ରେଣୀ ଛାତ୍ର ଶୌଚାଳୟ ଯାଇଥିବା ବେଳେ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଚତୁର୍ଥ ଶ୍ରେଣୀ…

7 years ago

୨୫ ଲକ୍ଷ ପର୍ଯ୍ୟନ୍ତ ଟିଡିଏସ୍‌ ଦାଖଲ ନ କଲେ;ହେବ ନାହିଁ ଫୌଜଦାରୀ ମାମଲା

ନୂଆଦିଲ୍ଲୀ,୧୩-୯: ଟିକସ ପ୍ରଦାନକାରୀଙ୍କୁ ଆଶ୍ୱସ୍ତ କରି କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି) ଏକ ସର୍କୁଲାର ଜାରି କରିଛି। ଏଣିକି ଜାଣିଶୁଣି ଟିକସ ଫାଙ୍କିବାର ପ୍ରୟାସ, ଆୟକର ରିଟର୍ନ…

7 years ago