Home

ଆମେରିକାରେ ୩ ଫୁଟ୍‌ ତୁଷାରପାତ

ଓ୍ବାଶିଂଟନ,୧ା୧୦: ଆମେରିକାରେ ଗ୍ରୀଷ୍ମଋତୁ ଶେଷ ହେବାର ସପ୍ତାହେ ପରେ ସେଠାରେ ପ୍ରବଳ ତୁଷାର ଝଡ଼ ହୋଇଛି। ପଶ୍ଚିମାଞ୍ଚଳରେ ରବିବାର ରେକର୍ଡ ପରିମାଣର ୩ ଫୁଟ୍‌ ଉଚ୍ଚରେ ତୁଷାର…

7 years ago

ଅଯୋଗ୍ୟ ବିଧାୟକଙ୍କୁ ଭାଜପାର ଟିକେଟ୍‌ ଲୋଭ

ବେଙ୍ଗାଲୁରୁ, ୧ା୧୦(ପି.ଟି.): ଅଯୋଗ୍ୟ ଘୋଷିତ କଂଗ୍ରେସ ଓ ଜେଡିଏସ୍‌ ବିଧାୟକଙ୍କୁ ମନାଇବା ଲାଗି ଭାଜପା ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଯଦି ସମସ୍ତ ୧୫ ଅଯୋଗ୍ୟ ଘୋଷିତ…

7 years ago

କର୍‌ତାରପୁର କରିଡର ଉଦ୍‌ଘାଟନ: ମନମୋହନଙ୍କୁ ଆମନ୍ତ୍ରଣ କରିବ ପାକିସ୍ତାନ

ଇସ୍‌ଲାମାବାଦ,୧ା୧୦(ପି.ଟି.): ପଞ୍ଜାବ ଗୁର୍‌ଦାସପୁର ଜିଲାର ଡେରା ବାବା ନାନକଙ୍କ ପୀଠକୁ ପାକିସ୍ତାନ କର୍‌ତାରପୁରର ଦରବାର ସାହିବ ସହ ଯୋଡ଼ିବା ଲାଗି ନିର୍ମିତ କର୍‌ତାରପୁର କରିଡର ନଭେମ୍ବରରେ ଉଦ୍‌ଘାଟନ…

7 years ago

ଗୁଜରାଟରେ ବସ୍‌ ଓଲଟି ୨୧ ମୃତ

ଅହମଦାବାଦ,୧ା୧୦: ଗୁଜରାଟର ବନସକଣ୍ଠା ଜିଲାରେ ସୋମବାର ଏକ ବସ୍‌ ଓଲଟିପଡ଼ିବାରୁ ୨୧ ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ଅମ୍ବାଜି ସହର ନିକଟବର୍ତ୍ତୀ ତ୍ରିଶୁଳିଆ…

7 years ago

ବର୍ଷା ବିତ୍ପାତ: ମୃତ୍ୟୁସଂଖ୍ୟା ୧୪୫; ବିହାର ଉପମୁଖ୍ୟମନ୍ତ୍ରୀ ଓ ପରିବାରଙ୍କୁ ଉଦ୍ଧାର କଲା ଏନ୍‌ଡିଆର୍‌ଏଫ୍‌

ନୂଆଦିଲ୍ଲୀ, ୧ା୧୦(ପି.ଟି.): ବିହାର ଓ ଉତ୍ତରପ୍ରଦେଶ ସମେତ ୪ ରାଜ୍ୟରେ ବର୍ଷାଜନିତ ମୃତ୍ୟୁସଂଖ୍ୟା ୧୪୫ରେ ପହଞ୍ଚିଛି। ଲଗାଣ ବର୍ଷା ଯୋଗୁ କେତେକ ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି…

7 years ago

ଖଣି ଖାଦାନରେ ୧୪୪ ଧାରା ଜାରିକୁ ବିରୋଧ: ରେଞ୍ଜ କାର୍ଯ୍ୟାଳୟ ଘେରାଉ କଲେ ଗ୍ରାମବାସୀ

ଖୁଣ୍ଟା,୧ା୧୦(ଡି.ଏନ୍‌.ଏ.)-ଖୁଣ୍ଟା ତହସିଲ ଅଧିନ ତଥା ଶିମିଳିପାଳ ପାଦଦେଶରେ ଥିବା ବିଭିନ୍ନ ବେଆଇନ ଖଣି ଖାଦାନରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସୋମବାର ଏହାକୁ ବିରୋଧ…

7 years ago

ଶିକ୍ଷକ ନିଯୁକ୍ତି ନେଇ ସ୍କୁଲରେ ପଡ଼ିଲା ତାଲା

ବଡ଼ସାହି,୧ା୧୦ (ସ୍ବ.ପ୍ର)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ସୋରିଷକୋଠା ଗ୍ରାମ ଉ.ପ୍ରା ବିଦ୍ୟାଳୟରେ ସୋମବାର ଗ୍ରାମବାସୀ ତାଲା ପକାଇଛନ୍ତି। ୮ଟି ଶ୍ରେଣୀ ପାଇଁ ଆବଶ୍ୟକ ଶିକ୍ଷକ ନ ଥିବାରୁ…

7 years ago

‘କ୍ଷେତ୍ର ପରିଦର୍ଶନରେ ଯାଇ ବାସ୍ତବ ସ୍ଥିତି ଅନୁଧ୍ୟାନ କର’

ବାଲେଶ୍ୱର ଅଫିସ, ୧।୧୦-ରାଜ୍ୟ ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ବାଲେଶ୍ୱର ଗସ୍ତରେ ଆସି ବାଲେଶ୍ୱର ଓ ଭଦ୍ରକ…

7 years ago

ନିମ୍ନମାନର କାମ ଯୋଗୁ ରାସ୍ତା ଦୁଇ ଫାଳ

କେନ୍ଦୁଝର, ୧।୧୦ (ସ୍ବ.ପ୍ର.)-ନିମ୍ନମାନର କାମ ଓ ଉପଯୁକ୍ତ ତଦାରଖ ଅଭାବରୁ କେନ୍ଦୁଝର ଜିଲାର ବିଶେଷ କରି ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକରେ ବିଭିନ୍ନ ବିଭାଗ ଦ୍ୱାରା କରାଯାଇଥିବା…

7 years ago

ମେଦବହୁଳତାଠୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଉଷୁମ ପାଣିରେ ମିଶାଇ ପିଅନ୍ତୁ ଏହି ଲୁଣ…

ସକାଳେ ଟିପେ କଳା ଲୁଣ(ସୈନ୍ଧବ ଲବଣ) ଗ୍ଲାସେ ଉଷୁମ ପାଣି ସହିତ ପିଇଲେ ମିଳିଥାଏ ଅନେକ ଉପକାର। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରେ। ମେଦବହୁଳତା କମ୍‌…

7 years ago