ବ୍ରହ୍ମପୁର ଅଫିସ,୧୦ା୮-ମଧ୍ୟାହ୍ନଭୋଜନ ଏବଂ ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଉଥିବା ମାନ୍ନା ଟ୍ରଷ୍ଟର କର୍ମଚାରୀମାନେ ଆଉଟ୍ସୋର୍ସିଂକୁ ପ୍ରତିବାଦ କରି ଶୁକ୍ରବାର ଧାରଣା ଦେବା ସହ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି।…
ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା ବନ…
କର୍ଲାମୁଣ୍ଡା,୧୦।୮(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବ୍ରା ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବ୍ଲକସ୍ତରୀୟ ବିଶ୍ୱ ଆଦିବାସୀ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଆରମ୍ଭରେ ମୁଗଲାଲ ମାଝିଙ୍କ ଦ୍ୱାରା…
ବିଜେପୁର, ୧୦।୮ (ଡି.ଏନ୍.ଏ.):ବରଗଡ ଜିଲା ବିଜେପୁର ଅଂଚଲ୍ରେ ମୁଗ୍ଫଲି ଫସଲରେ ରୋଗ୍ପୋକ୍ ଲାଗି ଚାଷୀ ଅଥାଥାଲି ହେଇଯାଉଥିଲେ। ଯେତେ ଉଷୋକଷା ଝିଁଟ୍ଲେ ବି କାମ୍ ନାଇଁ କରୁଥିବାର…
ନୀଳଗିରି, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଏକମାତ୍ର ନୀଳଗିରି ଗଡ଼ଜାତ ରାଜ ପରିବାରର ରାଜଜେମା ଅକ୍ରୀତି ମର୍ଦ୍ଦରାଜ ଓକିଲାତି ପାଇଁ ଦିଲ୍ଲୀ ବାର୍ରେ ଗୁରୁବାର ତାଲିକାଭୁକ୍ତ କରାଇଛନ୍ତି। ସୁପ୍ରିମକୋର୍ଟ ଓ…
କଟକ ଅଫିସ,୧୦ା୮- ଫନୀ ଝଡ଼ ପରେ ରକ୍ଷଣାବେକ୍ଷଣ ଅଭାବରୁ ବାରବାଟୀ ଷ୍ଟାଡିୟମ ବିପଦ ସଙ୍କୁଳ ଅବସ୍ଥାକୁ ଆସିଲାଣି । କିଛି ଦିନ ହେବ ବାରବାଟୀ ଷ୍ଟାଡିୟମ ପରିସରରେ…
ପଣଜୀ,୯।୮(ପି.ଟି.)- ଆଜିକାଲି ସବୁ ପେସାରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ରହିଛି ବୋଲି ପୂର୍ବତନ ଭାରତୀୟ ଅଧିନାୟକ ତଥା କୋଚ୍ ଅନିଲ କୁମ୍ବଲେ କହିଛନ୍ତି। ଏବେ ସ୍ବାର୍ଥ ନିହିତ…
ନୂଆଦିଲ୍ଲୀ,୧୦।୮(ପି.ଟି.)- ଦେଶର ଦ୍ରୁତତମ ମହିଳା ଧାବିକା ଦୂତୀ ଚାନ୍ଦଙ୍କୁ ୟୁରୋପ୍ ଗସ୍ତ ପାଇଁ ଶେଷରେ ଭିଜା ମିଳିଛି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ ଯୋଗ୍ୟତା ହାସଲ ପାଇଁ ସେ…
ନୂଆଦିଲ୍ଲୀ, ୧୦।୮(ପି.ଟି.)- ଦୀର୍ଘବର୍ଷ ଧରି ମନାକରି ଆସୁଥିଲେ ମଧ୍ୟ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶେଷରେ ଜାତୀୟ ନିଶା ନିବାରଣ ସଂସ୍ଥା (ନାଡ଼ା) ଅଧୀନକୁ ଆସିବାକୁ…
ଏକ ଅନ୍ତଃରାଷ୍ଟ୍ରୀୟ ଗବେଷଣାରୁ ଜଣାପଡ଼ିଛି ଯେ, ଶରୀରରେ ଭିଟାମିନ୍-ଡି’ର ଉଚ୍ଚସ୍ତର କୋଲୋରେକ୍ଟାଲ୍ କ୍ୟାନସର୍ ଆଶଙ୍କାକୁ ହ୍ରାସ କରିଥାଏ। ଏହାର ଗବେଷଣା ହାର୍ଭାର୍ଡ ଟିଏଚ୍ ଚାନ୍ ସ୍କୁଲ୍ ଅଫ୍…