ନୂଆଦିଲ୍ଲୀ,୯।୮: ଭାଜପାର ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶୁକ୍ରବାର ନୂଆଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍(ଏମ୍ସ)ରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ…
ଶ୍ରୀନଗର,୯।୮:ଅନୁଚ୍ଛେଦ ୩୭୦ ଓ ୩୫(ଏ)କୁ ଜମ୍ମୁ-କଶ୍ମୀରରୁ ହଟାଇ ଦିଆଯିବ ପରେ ଏଠାରେ ୧୪୪ ଧାରା ଜାରି କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କ ଏହି ଐତିହାସିକ ଘୋଷଣା ପରେ…
ମୁମ୍ବାଇ: ବାପା ହେବାକୁ ଯାଉଛନ୍ତି କମେଡିଆନ କପିଲ ଶର୍ମା। ପରିବାରର ସଦସ୍ୟମାନେ ଗିନ୍ନିଙ୍କ ଯତ୍ନ ନେଉଥିବା ବେଳେ କପିଲ ନିଜେ ସ୍ତ୍ରୀଙ୍କ ମନକଥାକୁ ବୁଝିବାକୁ ପଛାଉନାହାନ୍ତି। ନିକଟରେ…
ନୂଆଦିଲ୍ଲୀ,୯।୮: ଆଉ ଗୋଟିଏ ଦିନ ପରେ କଂଗ୍ରେସ ଦଳକୁ ଅଧ୍ୟକ୍ଷ ମିଳିଯିବ ବୋଲି କୁହାଯାଉଛି। ଶୁକ୍ରବାର ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ ହୋଇଥିବା ଏକେ ବୈଠକରୁ…
ମୁମ୍ବାଇ: ଦକ୍ଷିଣ ଭାରତୀୟ ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ। ମହେଶ କେବଳ ଯେ ଜଣେ ଲୋକପ୍ରିୟ ଅଭିନେତା ତାହା ନୁହେଁ ବରଂ ଜଣେ ପାରିବାରିକ ମଣିଷ…
ଯୋଡା,୯।୮(ଡି.ଏନ୍.ଏ.): ଯୋଡା ପୌରପାଳିକା ସଭାଗୃହରେ ଜିଲାପାଳ ଆଶିଷ ଠାକ୍ରେ ଓ ଚମ୍ପୁଆ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ଟ୍ରାଫିକ୍ ବ୍ୟବସ୍ଥାରେ ସୁଧାର ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ନୂଆଦିଲ୍ଲୀ,୯।୮: ମୋଦି ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ଭାରତ ପାକିସ୍ତାନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ପାକିସ୍ତାନ ଭାରତ ସହ ବ୍ୟବସାୟୀକ ସମ୍ପର୍କ ସହ…
ଭୁବନେଶ୍ୱର,୯।୮(ବ୍ୟୁରୋ): ସିପିଆଇ(ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଏବଂ ସିପିଆଇ ସାଧାରଣ ସମ୍ପାଦକ ଡି.ରାଜାଙ୍କୁ ଶ୍ରୀନଗର ବିମାନବନ୍ଦରରେ ଅଟକ ରଖିବାକୁ ବିରୋଧ କରିଛି ଦଳର ଓଡ଼ିଶା ରାଜ୍ୟ…
ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍ ବନ୍ଦ…
ଭୁବନେଶ୍ୱର,୯।୮(ବ୍ୟୁରୋ): ଅଗଷ୍ଟ ୧୫, ସ୍ବାଧୀନତା ଦିବସ ଉପଲକ୍ଷେ ଶୁକ୍ରବାର ବିଭିନ୍ନ ସ୍ଥାନରେ ମନ୍ତ୍ରୀମାନଙ୍କ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଭୁବନେଶ୍ୱରସ୍ଥ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେବାକୁ…