ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା…
ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ ମାଧବ…
ବାରିପଦା ଅଫିସ,୭।୮- ଆୟତନ ଦୃଷ୍ଟିରୁ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ ଜିଲା। ଏହି ଜିଲାରେ ୨୬ଟି ବ୍ଲକ, ୨ଟି ମ୍ୟୁନିସିପାଲିଟି ଓ ୨ଟି ଏନଏସି ରହିଛି। ଆଦିବାସୀ…
ଖଇରା, ୭।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ସବ୍ମାଇନର କେନାଲରେ ରାସ୍ତା ନିର୍ମାଣ ଓ ନାଳ ଖୋଳା କାର୍ଯ୍ୟକୁ ଚାଷୀ ଓ ଗ୍ରାମବାସୀ ବିରୋଧ କରି…
ମୁମ୍ବାଇ, ୭ା୮ (ପି.ଟି.)-ଆଗାମୀ ‘ଭିଜି’ ଟ୍ରଫି ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁତ୍ର ଅର୍ଜୁନ ତେନ୍ଦୁଲକର ୧୫ ଜଣିଆ ମୁମ୍ବାଇ ଦଳରେ ସ୍ଥାନ ପାଇଛନ୍ତି। ଭିଜି…
ଜୋହାନ୍ସ ବର୍ଗ, ୭ା୮(ଏଏଫ୍ପି)-ଅକ୍ଟୋବରରେ ଖେଳାଯିବାକୁଥିବା ଭାରତ ବିପକ୍ଷ ଟେଷ୍ଟ ସିରିଜରେ ଫାଫ୍ ଡୁ’ପ୍ଲେସି ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ। କ୍ରିକେଟ ସାଉଥ୍ ଆଫ୍ରିକା…
ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ବିଶ୍ୱ ଚାମ୍ପିୟନ ପାରା ବ୍ୟାଡ୍ମିଣ୍ଟନ ତାରକା ପ୍ରମୋଦ ଭଗତ ଚଳିତ ବର୍ଷର ସ୍ପୋଟର୍ସଲଗ୍ଅନ୍ ପ୍ଲେୟର ଅଫ୍ ଦି ଇୟର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ…
ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି)-ପାରା ଆଥଲେଟ୍ ପ୍ରମୋଦ ଭଗତ ୨୦୧୮ ମସିହା ପାଇଁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡ଼ାବିତ୍ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ପୁରସ୍କାର ପାଇଁ…
ଗୁୟାନା, ୭।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ବିଜୟୀ ହୋଇଛି। ସ୍ଥାନୀୟ ପ୍ରୋଭିଡେନ୍ସ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ଭାରତ ୫ଟି…
ନୂଆଦିଲ୍ଲୀ,୭।୮(ପି.ଟି.)- ସଦ୍ୟ ପ୍ରକାଶିତ ବିଶ୍ୱ ବ୍ୟାଡିମିଣ୍ଟନ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ପୁରୁଷ ଡବଲ୍ସ ଯୋଡି ସାତ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଉନ୍ନତି କରିଛନ୍ତି। ଡବଲ୍ସ ର଼୍ୟାଙ୍କିଙ୍ଗ୍ରେ ଏହି…