Home

ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍‌ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍‌କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର ଶାସିତ…

7 years ago

ବନ୍ଦେ ଭାରତରେ ନିଯୁକ୍ତ ହେଲେ ଟ୍ରେନ ହୋଷ୍ଟେସ

ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍‌ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍‌ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ। ଏହି…

7 years ago

ଅନୁଚ୍ଛେଦ ୩୭୦ ଉଚ୍ଛେଦ: ଦେଶବ୍ୟାପୀ ବିପୁଳ ସମର୍ଥନ

ନୂଆଦିଲ୍ଲୀ,୬ା୮(ପି.ଟି./ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା ସ୍ବତନ୍ତ୍ର…

7 years ago

ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ…

7 years ago

କନ୍ଦାଖାଇ କଲେଜ ପକ୍ଷରୁ ସଫେଇ

କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍‌ ଗାଇଡ୍‌ ମିଳିତ ଆନୁକୂଲ୍ୟରେ…

7 years ago

ଉଦ୍ଧାର ହାତୀ ଛୁଆଙ୍କୁ ନେଇ ଚିନ୍ତାରେ ବନ ବିଭାଗ

ଢେଙ୍କାନାଳ ଅଫିସ,୬ା୮ ଢେଙ୍କାନାଳ ଜିଲାରେ ବିଭିନ୍ନ ଜଙ୍ଗଲରୁ ଉଦ୍ଧାର ହେଉଥିବା ହାତୀ ଛୁଆଙ୍କୁ ନେଇ ବନ ବିଭାଗର ଚିନ୍ତା ବଢୁଛି। ଉଦ୍ଧାର ହାତୀ ଛୁଆଙ୍କୁ ସୁରକ୍ଷିତ ଭାବରେ…

7 years ago

ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ…

7 years ago

୬ଟି ଗାଁକୁ ନିର୍ମାଣ ହେବ ରାସ୍ତା

ଦଶମନ୍ତପୁର, ୬ା୮(ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ବ୍ଲକ । ବଣ, ପାହାଡ, ପର୍ବତଘେରରେ ରହିଥିବା ବ୍ଲକର ଅନେକଗୁଡିଏ ଦୁର୍ଗମ ଅଞ୍ଚଳକୁ ଭଲ…

7 years ago

ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ଆରମ୍ଭ

ଭୁବନେଶ୍ୱର, ୬।୮(କ୍ରୀଡ଼ା ପ୍ରତନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୦ତମ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ସୋମବାର ଆରମ୍ଭ ହୋଇଛି। ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା…

7 years ago

ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି:ଭାରତୀୟ ମହିଳା ଦଳରେ ଓଡ଼ିଶାରୁ ୪

ଭୁବନେଶ୍ୱର, ୬ା୮ (ସ୍ପୋଟର୍‌ସ ବ୍ୟୁରୋ)- ଏସିଆ ରଗ୍‌ବୀ ସେଭେନ୍ସ ଟ୍ରଫି ଅଗଷ୍ଟ ୧୦ ଓ ୧୧ ଦୁଇ ଦିନ ଧରି ଇଣ୍ଡୋନେସିଆର ଜାକର୍ତ୍ତାସ୍ଥିତ ଜି.ବି.କେ. କମ୍ପ୍ଲେକ୍ସଠାରେ ଅନୁଷ୍ଠିତ…

7 years ago