ବନ୍ତଳା,୬।୯(ଡି.ଏନ.ଏ.): ଅନୁଗୋଳ ରେଞ୍ଜ କରତପଟା ବିଟ୍ ଅଧୀନ କଇରିଆମ୍ବ ଗ୍ରାମରେ ଗୁରୁବାର ସକାଳେ ଏକ ଦନ୍ତା ହାତୀ ଆକ୍ରମଣରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…
ପୁରୀ ଅଫିସ,୬।୯: ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ଅଭିଯାନ। ଦୁଇଦିନ ଛୁଟି ଓ ଦୁଇଦିନ ଛକାପଞ୍ଝା ଭିତରେ ଏହି ଅଭିଯାନ ବନ୍ଦ ରହିଥିଲା। ଗୁରୁବାର…
ଭୁବନେଶ୍ୱର,୬।୯(ବ୍ୟୁରୋ) : ପ୍ରତି ୱାର୍ଡ, ବାସଗୃହରୁ କଠିନ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ସଚେତନତା ସୃଷ୍ଟି ସହ ନିୟମ କଡ଼ାକଡ଼ି ଭାବେ ଲାଗୁ କରିବାକୁ ମୁଖ୍ୟ ଶାସନ ସଚିବ…
କାବୁଲ,୬-୯: କାବୁଲରେ ଗୁରୁବାର ଏକ ଆତ୍ମଘାତୀ ବିସ୍ଫୋରଣରେ ୧୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆଫଗାନିସ୍ତାନରେ ଥିବା ନାଟୋ ସେନା ମୁଖ୍ୟାଳୟ ଏବଂ…
ଚିତ୍ରକୋଣ୍ଡା/ମାଲକାନଗିରି,୬ା୯ (ଡି.ଏନ୍.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଦୋରାଗୁଡା ପଞ୍ଚାୟତ ଅନ୍ତର୍ଗତ ଥାଟମାନଗୁଡା ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗଛମୂଳେ ପଢୁଛନ୍ତି ପିଲା। ଏ ଖବର ଧରିତ୍ରୀରେ ଗତ…
ନୂଆଦିଲ୍ଲୀ,୬-୯:ପାକିସ୍ତାନ ଓ ଚାଇନା ସୀମାରେ ମୁତୟନ ହେବ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ଏୟାର ଡିଫେନ୍ସ ମିସାଇଲ ସିଷ୍ଟମ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ସମ୍ପର୍କିତ…
ଭୁବନେଶ୍ୱର,୬।୯(ବ୍ୟୁରୋ):ରାଜଧାନୀରେ ସୁଲଭ ମୂଲ୍ୟରେ ଲୋକମାନଙ୍କୁ ଫ୍ଲାଟ୍ ଯୋଗାଇ ଦେବା ଆଳରେ ୨ କୋଟି ୧୦ ଲକ୍ଷ ଟଙ୍କା ଠକେଇ କରିଥିବା ବିଲଡର୍ଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…
ନୂଆଦିଲ୍ଲୀ,୬-୯(ଆଇଏଏନ୍ଏସ୍):ଦିଲ୍ଲୀର କନ୍ନଟପ୍ଲେସ୍ସ୍ଥିତ ଏକ ରେଷ୍ଟୁରାଣ୍ଟରେ ଜମ୍ମୁ-କଶ୍ମୀରର ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଛି। ସୁସ୍ବାଦୁ ବ୍ୟଞ୍ଜନ ପାଇଁ ଜଣାଶୁଣା ହୋଟେଲ ଆର୍ଡୋର ୨.୧ କଶ୍ମୀରୀଙ୍କ ପାଇଁ…
ପୁରୁଣା ଭୁବନେଶ୍ୱର,୬।୯(ଡି.ଏନ.ଏ.) : ଏକଦା ଐତିହ୍ୟ ଶିଶୁପାଳଗଡ ଏ୫୬୨. ୬୦୦ ଡିସିମିଲରୁ ଊର୍ଦ୍ଧ୍ୱ ପରିମିତ ଅଞ୍ଚଳରେ ଥିବାବେଳେ ଏବେ ମାତ୍ର ଏ.୦.୭୭୭ ଡିସିମିଲରେ ଏହା ରହିଛି। ସମ୍ପ୍ରତି…
ଭୋପାଳ,୬-୯(ପି.ଟି.): ଚାଇନାର ଜଣେ ପୂର୍ବତନ ଯବାନ ଓ୍ବାଙ୍ଗ୍ ଚାଙ୍ଗ୍ କି(୮୦)ଙ୍କୁ ଭାରତ ଫେରିବା ଲାଗି ଭିଜା ମିଳିଛି। ୧୯୭୪ରେ ସେ ମଧ୍ୟପ୍ରଦେଶରେ ବିବାହ କରି ୨୦୧୭ରେ ଚାଇନା…