ଭ୍ଲାଡିଭୋଷ୍ଟକ୍,୬-୯ (ପି.ଟି.):ଭାରତ-ରୁଷିଆ ସମ୍ପର୍କରେ ଆମେରିକା କଟକଣା ପ୍ରତିବନ୍ଧକ ହୋଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ପ୍ରତିରକ୍ଷା ଓ ଶକ୍ତି କ୍ଷେତ୍ରରେ ଦୁଇଦେଶ ମଧ୍ୟରେ ବଢ଼ୁଥିବା…
ଗୁଆହାଟୀ,୬-୯(ପି.ଟି.):ଆସାମରେ ଏନ୍ଆର୍ସି(ଜାତୀୟ ନାଗରିକ ପଞ୍ଜିକା) କାର୍ଯ୍ୟରେ ନିୟୋଜିତ ସଂଯୋଜକ ପ୍ରତୀକ ହାଜେଲାଙ୍କ ବିରୋଧରେ ଦୁଇଟି ମାମଲା ରୁଜୁ କରାଯାଇଛି। ଚୂଡ଼ାନ୍ତ ତାଲିକା ପ୍ରସ୍ତୁତିରେ ସେ ଜାଲିଆତି କରିଥିବା…
ଖୋର୍ଦ୍ଧା ଅଫିସ,୬।୯: ବିନା ହେଲ୍ମେଟ୍ରେ ଟ୍ରକ୍ ଚଳାଉଥିବାରୁ ଖୋର୍ଦ୍ଧାରେ ଜଣେ ଡ୍ରାଇଭରଙ୍କ ଉପରେ ଜରିମାନା ହୋଇଛି। ଡ୍ରାଇଭର ଜଣକ ପଶ୍ଚିମବଙ୍ଗରୁ ଟ୍ରକ୍ରେ ଟମାଟୋ ଧରି ଆସିଥିଲେ। ୯…
ତାଳଚେର, ୬ା୯ (ନି.ପ୍ର.) - ଫାଇଲ ତଳେ ତାଳଚେର ସମଲ ବ୍ୟାରେଜଠାରେ ପ୍ରସ୍ତାବିତ କହ୍ନେଇଜେନା ଇକୋ ଟୁରିଜିମ ପ୍ରକଳ୍ପର ଭାଗ୍ୟ। କାଗଜକଲମରେ ସରିଛି ବ୍ୟୟ ଅଟକଳ, ଆବଶ୍ୟକ…
ନୂଆଦିଲ୍ଲୀ,୬-୯(ପି.ଟି.): ୨୦୦୮-୦୯ରେ ଚନ୍ଦ୍ରକୁ ପଠାଯାଇଥିବା ଚନ୍ଦ୍ରୟାନ-୧ର ଅଧୁରା କାର୍ଯ୍ୟକୁ ୧୧ ବର୍ଷ ପରେ ପୂରା କରିବା ଲାଗି ଚନ୍ଦ୍ରୟାନ-୨ର ଅଭିଯାନ ଜାରି ରହିଛି। ଚନ୍ଦ୍ରରେ ଲୋକଙ୍କ ଉପସ୍ଥିତି…
ଅନୁଗୋଳ ଅଫିସ, ୬।୯-ଅନୁଗୋଳ ପୌରପାଳିକାରେ ନିୟୋଜିତ ହୋଇଥିବା ଜଣେ ଆକାଉଣ୍ଟାଣ୍ଟ ଗୁରୁବାର କାର୍ଯ୍ୟାଳୟର କ୍ୟାଶବୁକ୍କୁ ବାହାରକୁ ନେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ପୌରପାଳିକା ଅର୍ଥ ହେରଫେର…
ଭୁବନେଶ୍ୱର,୬।୯ (ବ୍ୟୁରୋ) : ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ…
ବଅଁରପାଳ, ୬।୯ (ଡି.ଏନ୍.ଏ) - ନାଲ୍କୋ ପ୍ରସିଦ୍ଧ ଗଣପର୍ବ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଆସନ୍ତା ୧୭ ତାରିଖ ଠାରୁ ଅନୁଷ୍ଠିତ ହେବ। ଏହି ପୂଜା ପାଇଁ ସମଗ୍ର…
ନୂଆଦିଲ୍ଲୀ, ୬-୯(ପି.ଟି.):ଗୁରୁଦିବସରେ ଭାରତର ୪୬ ଶିକ୍ଷକଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଜାତୀୟ ଶିକ୍ଷକ ପୁରସ୍କାର-୨୦୧୯ରେ ସମ୍ମାନିତ କରିଛନ୍ତି। କୋରାପୁଟର ବୋରିଗୁମାସ୍ଥିତ ପ୍ରୋଜେକ୍ଟ ୟୁପି ସ୍କୁଲ ଶିକ୍ଷକ…
ନୂଆଦିଲ୍ଲୀ,୬-୯:କଶ୍ମୀର ସମ୍ପର୍କିତ କେନ୍ଦ୍ରର ନିଷ୍ପତ୍ତିକୁ ମାସେ ପୂରିଥିବାବେଳେ ଏହି ପ୍ରସଙ୍ଗକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ପ୍ରଶମିତ ହୋଇନାହିଁ। ଅନ୍ତର୍ଜାତୀୟ ସମୁଦାୟ ନିକଟରେ କଶ୍ମୀର ପ୍ରସଙ୍ଗ ଉଠାଇ…