Home

ଓଡ଼ିଶାର ସର୍ବବୃହତ୍‌ ପରିବାର: ଗୟାବନ୍ଧ ଗ୍ରାମର ଶ୍ରୀଚନ୍ଦନ ପରିବାର, ସଦସ୍ୟ ୧୨୩; ପାଲଟିଛି ଦୃଷ୍ଟାନ୍ତ

ଆଜିର ସମୟରେ ପରିବାର ଛୋଟରୁ ଛୋଟ ହୋଇ ଚାଲିଥିବାବେଳେ ଶ୍ରୀଚନ୍ଦନ ପରିବାର କିନ୍ତୁ ବ୍ୟତିକ୍ରମ। ୧୨୩ ସଦସ୍ୟ ବିଶିଷ୍ଟ ଏହି ପରିବାର ସମସ୍ତଙ୍କ ପାଇଁ ପାଲଟିଛି ଦୃଷ୍ଟାନ୍ତ...…

7 years ago

ସ୍କୁଲ ଛୁଟି ଅବଧି ବଢ଼ିବା ଖବର ଗୁଜବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ସ୍କୁଲ ଛୁଟି ବଢ଼ିନି। ଛୁଟି ଅବଧି ବଢ଼ିବା ନେଇ ଗଣଶିକ୍ଷା ବିଭାଗ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇନାହିଁ। ଏଭଳି ଖବର ଗୁଜବ ବୋଲି…

7 years ago

ଘିକୁଆଁରୀ ଏହି ଲୋକଙ୍କ ପାଇଁ ଲାଭଦାୟକ ନୁହେଁ

ଘିକୁଆଁରୀ ଖାଇବା ଲାଭଦାୟକକ ହୋଇଥାଏ ବୋଲି ଶୁଣିଥିବେ। ଏଥିରେ ଥିବା ଆଣ୍ଟି ଇନ୍‌ଫ୍ଲାମାଟୋରି ଗୁଣ, ଯାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏହାସହିତ ଏଥିରେ ଆଣ୍ଟି ଅକ୍ସିଡାଣ୍ଟ…

7 years ago

୪ ଦିନ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ: ପ୍ରଭାବରେ ୧୮ ପର୍ଯ୍ୟନ୍ତ କାଳବୈଶାଖୀ, ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚତ୍ବାରେ ଯେତିକି ବିଳମ୍ବ ହେଉଛି ଉତ୍କଣ୍ଠା ସେତିକି ବଢ଼ିବାରେ ଲାଗିଛି। ହେଲେ ଏହାପୂର୍ବରୁ ତାତି ଓ ଗୁଳୁଗୁଳି…

7 years ago

ମୁଣ୍ଡ ନେଉଛି ମସ୍ତିଷ୍କ ଜ୍ୱର

ପାଟନା,୧୬ା୬(ପି.ଟି./ଆଇଏଏନ୍‌ଏସ୍‌): ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ୍‌ ଏନ୍‌ସେଫାଲାଇଟିସ୍‌ ସିଣ୍ଡ୍ରୋମ୍‌ (ଏଇଏସ୍‌) ଏବଂ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ (ଜେଇ) ରୋଗରେ ଆକ୍ରାନ୍ତ ହୋଇ ମୁଜାଫରପୁର ଜିଲାର ଦୁଇଟି ସରକାରୀ…

7 years ago

କଙ୍ଗାରୁ କୋର୍ଟର ବିଚିତ୍ର ନିଷ୍ପତ୍ତି: ପୀଡ଼ିତାଙ୍କ ପବିତ୍ରତା ଲାଗି ଆମିଷ ଭୋଜି ଦାବି

ଭୋପାଳ,୧୬ା୬ : କଙ୍ଗାରୁ କୋର୍ଟ ବା ଖାପ୍‌ ପଞ୍ଚାୟତର କୌଣସି ଆଇନଗତ ବୈଧତା ନାହିଁ ବୋଲି ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଏହାସତ୍ତ୍ୱେ କଙ୍ଗାରୁ କୋର୍ଟର ବର୍ବରତା ଓ…

7 years ago

ଆଜି ବିଶ୍ୱ ପିତୃ ଦିବସ: ବଦଳିଯାଉଛି ପିତା ଧର୍ମ ପିତା ସ୍ବର୍ଗର ପରିଭାଷା, ପରିବାର ଥିଲେ ମଧ୍ୟ ସେମାନେ ଅବହେଳିତ

ଖଣ୍ଡପଡା,୧୬ା୬ - ବାପାମାନଙ୍କୁ ସମ୍ମାନ ଜଣାଇବା ପାଇଁ ପ୍ରତିବର୍ଷ ଜୁନ ମାସର ତୃତୀୟ ରବିବାରକୁ ପିତୃଦିବସ ଭାବେ ପାଳନ କରାଯାଉଛି। ହାତ ଧରି ଯିଏ ଚାଲିବା ଶିଖାଏ,…

7 years ago

ଲେଉଟି ଆସିଲା ସାମୁଦ୍ରିକ ଝଡ଼ ‘ବାୟୁ’: ୪୮ ଘଣ୍ଟାରେ ଗୁଜରାଟ ଉପକୂଳ ଛୁଇଁବ

ନୂଆଦିଲ୍ଲୀ,୧୬ା୬ : ସାମୁଦ୍ରିକ ବାତ୍ୟା ‘ବାୟୁ’ ଲୁଚକାଳି ଖେଳୁଛି। ଗତ ଗୁରୁବାର ଏହା ଗୁଜରାଟ ଉପକୂଳରେ ମାଡ଼ ହେବାର ଆଶଙ୍କା ଥିବାବେଳେ ବୁଧବାର ରାତିରେ ଏହାର ଗତିପଥ…

7 years ago

ମୁଣ୍ଡ ନୁଆଁଇଲେ ମମତା

ନୂଆଦିଲ୍ଲୀ,୧୬ା୬(ପି.ଟି.): ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଶନିବାର ପଞ୍ଚମ ଦିନରେ ପହଞ୍ଚତ୍ଛି। ଏହାକୁ ନେଇ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେମାନଙ୍କୁ ଆଲୋଚନା…

7 years ago

ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ବାଜିଲା ବିଗୁଲ୍‌

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଓଡ଼ିଶାର ଖାଲିପଡ଼ିିଥିବା ୩ଟି ରାଜ୍ୟ ସଭା ଆସନରେ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ କମିଶନ ଶନିବାର ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି। ନିର୍ବାଚନ…

7 years ago