Home

ବେଆଇନ ରେଲଓ୍ବେ ଇ-ଟିକେଟ ବିକ୍ରି, ୩ ଗିରଫ

କଟକ ରୋଡ,୧୫ା୬(ଡି.ଏନ୍‌.ଏ.): ବେଆଇନ ଭାବେ ରେଳବାଇ ସଂରକ୍ଷିତ ଟିକଟ ବିକ୍ରି ଅଭିଯୋଗରେ ଭୁବନେଶ୍ୱର ଆରପିଏଫ (ରେଲଓ୍ବେ ପ୍ରୋଟେକ୍ସନ ଫୋର୍ସ) ଶୁକ୍ରବାର ୩ ଜଣଙ୍କୁ ଗିରଫ କରି କୋର୍ଟ…

7 years ago

ମାଓବାଦୀଙ୍କ ଗୁଳିରେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ମାମଲା: ଏନ୍‌ଏଚ୍‌ଆର୍‌ସିଙ୍କୁ ରିପୋର୍ଟ ଦେଲେ କନ୍ଧମାଳ ଏସ୍‌ପି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ୨୦୧୯ ନିର୍ବାଚନ ପରିଚାଳନା ପାଇଁ ବୁଥ୍‌କୁ ଯାଉଥିବାବେଳେ ମାଓବାଦୀଙ୍କ ଗୁଳିରେ କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଲୁଇସିଂ ପଞ୍ଚାୟତର ଜିଆର୍‌ଏସ୍‌ ସଂଯୁକ୍ତା ଦିଗାଲଙ୍କ ମୃତ୍ୟୁ ଘଟିଥିଲା।…

7 years ago

ନକଲି ପରିଚୟ ପତ୍ର ତିଆରିକରି ଏମ୍‌ବିଏ ହେଲେ ଆଇପିଏସ୍‌ ଅଫିସର: ଫେସବୁକ୍‌ ବାନ୍ଧବୀଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୫।୬: ନକଲି ପରିଚୟ ପତ୍ର ତିଆରି କରି ନିଜକୁ ଆଇପିଏସ୍‌ ଅଫିସର କହୁଥିବା ଜଣେ ଏମ୍‌ବିଏ ପାସ୍‌ କରିଥିବା ଯୁବକଙ୍କୁ ପୂର୍ବ ଦିଲ୍ଲୀର ମୟୂର ବିହାର ପୋଲିସ…

7 years ago

ବ୍ୟାଙ୍କ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ୩୫ ଲକ୍ଷ ଲୁଟ୍‌

ବାଲିଅନ୍ତା,୧୫ା୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହଳ ଫାଣ୍ଡି ଅଧୀନ ଫୁଲନଖରା-ନିଆଳୀ ମାଧବ ରାସ୍ତାର ନଖରାସ୍ଥିତ ଖାରବେଳ ଇଷ୍ଟେଟର ଏକ ନିଛାଟିଆ ସ୍ଥାନରୁ ଶୁକ୍ରବାର ଅପରାହ୍ନରେ ବଡଧରଣର ଡକାୟତି ହୋଇଛି।…

7 years ago

ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ଦୋଳି, ପିଠା, ପାନର ପସରା

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ରସୁଲଗଡ଼ସ୍ଥିତ ଓଡ଼ିଶାର ବଡ଼ ମଲ୍‌ ଏସ୍‌ପ୍ଲାନେଡ୍‌ ଓ୍ବାନ୍‌ରେ ରଜ ମହୋତ୍ସବ ‘ଖୁସିର ରଜ’ ଆରମ୍ଭ ହୋଇଯାଇଛି। ରଜ ପାଇଁ ମଲ୍‌ରେ କରାଯାଇଥିଲା ସ୍ବତନ୍ତ୍ର ବ୍ୟବସ୍ଥା। ପୂରା…

7 years ago

ତଳେ ଦଣ୍ଡା ଖଞ୍ଜାଗଲା, ସିଂହାସନ କାମ ଆରମ୍ଭ ଚାଲିଛି ଗରଗରା ଓ ନାହାକା କାଠ ହଣା

ପୁରୀ ଅଫିସ, ୧୫ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ମହାପ୍ରଭୁଙ୍କ ତିନି ରଥ ନିର୍ମାଣ। ତିିନି ମୁଖ୍ୟ ବିଶ୍ୱକର୍ମାଙ୍କ ନେତୃତ୍ୱରେ ରଥକାମ ଆଗେଇ ଚାଲିଛି। ଶ୍ରୀକ୍ଷେତ୍ର ଭଉଁରିରେ…

7 years ago

ଜୟ ଶ୍ରୀରାମ ସ୍ଲୋଗାନ ମୌଳିକ ଅଧିକାର ହେଉ

କୋଲକାତା,୧୫ା୬(ପି.ଟି.): ‘ଜୟ ଶ୍ରୀରାମ’ ସ୍ଲୋଗାନକୁ ମୌଳିକ ଅଧିକାର କରିବା ଲାଗି କାଲକାଟା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଛି। ପଶ୍ଚିମବଙ୍ଗରେ ଜୟ ଶ୍ରୀରାମ ସ୍ଲୋଗାନ…

7 years ago

ଅକ୍ଷୟ ପାତ୍ର ଫାଉଣ୍ଡେଶନକୁ ଗ୍ଲୋବାଲ ଚାମ୍ପିୟନ୍‌ ଆଓ୍ବାର୍ଡ

ଲଣ୍ଡନ,୧୫ା୬(ପି.ଟି.): ଭାରତର ଏକ ଅଣଲାଭକାରୀ ସଂସ୍ଥା ଅକ୍ଷୟ ପାତ୍ର ସ୍କୁଲ୍‌ ମିଲ୍‌ ପ୍ରୋଜେକ୍ଟକୁ ବିବିସି ଓ୍ବାର୍ଲଡ ସର୍ଭିସ ଗ୍ଲୋବାଲ ଚାମ୍ପିୟନ୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଚଳିତ ସପ୍ତାହରେ…

7 years ago

ଅଶାନ୍ତ ପଶ୍ଚିମବଙ୍ଗ: ଟିଏମ୍‌ସି-କଂଗ୍ରେସ ମୁହାଁମୁହିଁ; ୩ ମୃତ

କୋଲକତା,୧୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନା ଧରୁନି। ଶନିବାର ମୁର୍ଶିଦାବାଦ୍‌ରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ କଂଗ୍ରେସ ଦଳ ସଦସ୍ୟ ମୁହାଁମୁହିଁ ହୋଇଛନ୍ତି। ଏଥିରେ ତୃଣମୂଳ କଂଗ୍ରେସର…

7 years ago

ଜୀବନ ଅନୁସନ୍ଧାନ କରିବ ମାର୍ସ ରୋଭର

ଓ୍ବାଶିଂଟନ୍‌,୧୫ା୬(ଆଇଏଏନ୍‌ଏସ୍‌): ଆମେରିକାର ମହାକାଶ ଗବେଷଣା କେନ୍ଦ୍ର ନାସା ଲୋହିତ ଗ୍ରହ ମଙ୍ଗଳକୁ ୨୦୨୦ରେ ରୋଭର ମହାକାଶଯାନ ପ୍ରେରଣ କରିବ। ମଙ୍ଗଳରେ ପ୍ରାଚୀନ କାଳରେ ଜୀବନ ତିଷ୍ଠିଥିଲା କି…

7 years ago